ଧାମନଗରରେ ଚାଲିଛି ମତଦାନ
ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ…
ଚାଇନା ଯୁଦ୍ଧପୋତରେ ଇନ୍ଧନ ଭର୍ତ୍ତି କଲା ଶ୍ରୀଲଙ୍କା, ଭାରତ ଅସନ୍ତୁଷ୍ଟ…
କଲମ୍ବୋ,୩।୧୧ : ଭାରତର ପଡୋଶୀ ଦେଶ ଶ୍ରୀଲଙ୍କା ଚାଇନାର ଋଣ ଜାଲରେ ପଡ଼ିବା ପରେ ଏକ ଗୁରୁତର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଭାରତ ଶ୍ରୀଲଙ୍କାକୁ ସହାୟତା ଜାରି ରଖିଛି କିନ୍ତୁ ବେଜିଂ ପ୍ରତି କଲମ୍ବୋର ବିଶ୍ୱସ୍ତତା ହ୍ରାସ ପାଉନାହିଁ।…
ଗୋଆରେ ରାମରାଜ୍ୟ, ୫ ବର୍ଷରେ ଶୂନ ଦୁର୍ନୀତି ମାମଲା…
ପଣଜୀ,୩।୧୧ : ଗୋଆ ସିବିଆଇ ସମ୍ମୁଖରେ ଏକ ନିଆରା ଉଦାହରଣ ସୃଷ୍ଟି ହୋଇଛି। ରାଜ୍ୟ ଏବେ ରାମରାଜ୍ୟରେ ପରିଣତ ହୋଇଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଶୂନ ଦୁର୍ନୀତି ମାମଲା ପଞ୍ଜିକୃତ ହୋଇଛି। ବାସ୍ତବରେ, ଚାରି ରୁ ପାଞ୍ଚଜଣ ଅଧିକାରୀଙ୍କ…
ସକ୍ରିୟ ମାମଲା ୧୭ ହଜାର ତଳେ…
ନୂଆଦିଲ୍ଲୀ, ୩।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି।…
ବାଇଡେନଙ୍କ ନିର୍ଦ୍ଦେଶରେ ନର୍ଡ ଷ୍ଟ୍ରିମ୍ ଉପରେ ହୋଇଛି ଆକ୍ରମଣ: ରୁଷିଆର ଅଭିଯୋଗ…
ମସ୍କୋ,୩।୧୧ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମୁଖପାତ୍ର ଦିମିତ୍ରୀ ପେସ୍କୋଭ ଦାବି କରିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିର୍ଦ୍ଦେଶରେ ସେପ୍ଟେମ୍ବରରେ ବ୍ରିଟେନ ନର୍ଡ ଷ୍ଟ୍ରିମ ଗ୍ୟାସ ପାଇପଲାଇନ ଉପରେ ଆକ୍ରମଣ ହୋଇଥିଲା। ପେସ୍କୋଭ କହିଛନ୍ତି ଯେ ରୁଷିଆର…
ପ୍ରଶାନ୍ତ ମହାସାଗର ମୁହାଁ କିମ୍ଙ୍କ କ୍ଷେପଣାସ୍ତ୍ର…
ପ୍ୟୋଙ୍ଗୟାଙ୍ଗ,୩।୧୧ : ରୁଷିଏ ଏବଂ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ବର୍ତ୍ତମାନ କୋରିଆ ପ୍ରାୟଦ୍ୱୀପରେ ଯୁଦ୍ଧର ଆଶଙ୍କା ଦେଖାଦେଇଛି। ଉତ୍ତର କୋରିଆର ଏକଛତ୍ରବାଦି ଶାସକ କିମ୍ ଜୋଙ୍ଗ ଉନ୍ ଜାପାନ ଉପର ଦେଇ ପ୍ରଶାନ୍ତ ମହାସାଗରରେ ଏକ କ୍ଷେପଣାସ୍ତ୍ର ନିକ୍ଷେପ କରଛନ୍ତି।…
ଆଜି ଦିନ ୧୨ଟାରେ ଘୋଷଣା ହେବ ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ
ନୂଆଦିଲ୍ଲୀ,୩ ।୧୧: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ଗୁରୁବାର ଦିନ ୧୨ଟାରେ ତାରିଖ ଘୋଷଣା ହେବ ବୋଲି ଜଣାପଡିଛି । ନିର୍ବାଚନ କମିଶନ ଦିନ ୧୨ଟାରେ ଏକ ପ୍ରେସ କନଫରେନ୍ସ କରି ତାରିଖ ଘୋଷଣା କରିବେ ବୋଲି ଜଣାପଡିଛି…
ରାଜ୍ୟ ଫୁଟ୍ବଲ ଆସୋସିଏଶନକୁ ମିଳିବ ୨୪ ଲକ୍ଷ
ନୂଆଦିଲ୍ଳୀ, ୩ା୧୧ (ପି.ଟି.) ଦେଶରେ ରହିଥିବା ସମସ୍ତ ରାଜ୍ୟ ଫୁଟବଲ ଆସୋସିଏଶନଗୁଡିକୁ ବାର୍ଷିକ ୨୪ ଲକ୍ଷ ଟଙ୍କା ପ୍ରଦାନ କରିବ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍)। ବୁଧବାର ସ୍ଥାନୀୟ ଫୁଟବଲ ହାଉସରେ ଅଭିଜିତ୍ ପଲଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକ ପରେ ଏଆଇଏଫଏଫ୍ର…
୫% ବୃଦ୍ଧି ପାଇଛି ଓଡ଼ିଶାରେ ଜିଏସ୍ଟି ସଂଗ୍ରହ
କଟକ,୩।୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ୨୦୨୨ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ପ୍ରାୟ ୧.୫୨ ଲକ୍ଷ କୋଟି ଟଙ୍କା ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…
ଗେହଲଟ୍, ପାଇଲଟ୍ ପୁଣି ମୁହଁ।ମୁହିଁ
ଜୟପୁର, ୩।୧୧: ଏଆଇସିସି ଅଧ୍ୟକ୍ଷ ନିର୍ବାଚନ ଶେଷ ହେବାପରେ ରାଜସ୍ଥାନ କଂଗ୍ରେସରେ କ୍ଷମତା ପାଇଁ ପୁଣି ମୁହଁ।ମୁହିଁ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ଼ରେ ଥିବା ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ…
୨% ପିଉଛନ୍ତି ଟ୍ୟାପ୍ ପାଣି
ନୂଆଦିଲ୍ଳୀ, ୩।୧୧: ଦେଶର ମୋଟ ଜନସଂଖ୍ୟାର ମାତ୍ର ୨ ପ୍ରତିଶତ ଲୋକଙ୍କ ଘରେ ଟ୍ୟାପ୍ଯୋଗେ ପାନୀୟ ଜଳ ସୁବିଧା ଉପଲବ୍ଧ ରହିଛି। ସୋସିଆଲ ମିଡିଆ ପ୍ଲାଟଫର୍ମର ଏକ ସଂଗଠନ ଲୋକାଲସର୍କଲ ପକ୍ଷରୁ କରାଯାଇଥିବା ସର୍ଭେ ଅନୁସାରେ ଏବେ ବି ଅନେକଙ୍କ ଘରେ…
ହେମନ୍ତ ସୋରେନଙ୍କୁ ଇଡି ଡାକରା
ରାଞ୍ଚତ୍,୩ା୧୧: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବୁଧବାର ସମନ କରିଛି। ତାଙ୍କୁ ଗୁରୁବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏନେଇ ସୋରେନ କହିଛନ୍ତି, ସେ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ। ବିରୋଧୀ…

