Home Middle

ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ୩୦ ମନ୍ତ୍ରୀ ନେଲେ ଶପଥ

ପାଟନା,୧୬।୮: ବିହାରର ନୀତୀଶ କୁମାର ସରକାରଙ୍କ ମନ୍ତ୍ରିମଣ୍ଡଳ ମଙ୍ଗଳବାର ସମ୍ପ୍ରସାରଣ ହୋଇଛି। ରାଜ ଭବନରେ ଅନୁଷ୍ଠିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ଫାଗୁ ଚୌହାନ ୩୦ ଜଣ ମନ୍ତ୍ରୀଙ୍କୁ ଶପଥପାଠ କରାଇଛନ୍ତି। ଆରଜେଡିର ୧୬ ସର୍ବାଧିକ ମନ୍ତ୍ରୀ, ଜେଡିୟୁର ୧୧, କଂଗ୍ରେସର ୨…

ଓଡ଼ିଶା-ଛତିଶଗଡ଼ ଜଳବିବାଦ ମାମଲା: ୨ ରାଜ୍ୟ ମଧ୍ୟରେ ଆଜି ହେବ ଆଲୋଚନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢିବା କାରଣରୁ ଛତିଶଗଡ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ ସରକାର ଅନୁରୋଧ କରିଛନ୍ତି। ହେଲେ…

‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି। ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ…

ଅଗଷ୍ଟ ୧୯ରେ ପୁଣି ଏକ ଲଘୁଚାପ: ୧୮ରୁ ବର୍ଷିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ଅଗଷ୍ଟ ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ରୁ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାର୍ଷ୍ଟପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅଟଳ ସାମଧୀ ସ୍ଥଳରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ…

ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଜି, ତେଜ ପ୍ରତାପଙ୍କୁ ମିଳିପାରେ ମନ୍ତ୍ରୀପଦ

ପାଟନା,୧୬ ।୮: ବିହାରରେ ଭାରତୀୟ ଜନତା ପାର୍ଟି(ଭାଜପା) ହାତ ଛାଡି ନୀତୀଶ କୁମାର ତେଜସ୍ୱୀ ଯାଦବଙ୍କୁ ଆପଣେଇ ନେଇଛନ୍ତି । ଆରଜେଡି ଓ ଜେଡିୟୁ ନୂଆ ସରକାରର ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ମଙ୍ଗଳବାର କରାଯିବ । ମେଣ୍ଟ ସରକାରର ନୂଆ ସରକାର…

ପ୍ରଥମ ଦେଶ ଭାବେ ଓମିକ୍ରନ ଭାକ୍ସିନକୁ ଅନୁମୋଦନ କଲା ବ୍ରିଟେନ

ଲଣ୍ଡନ,୧୫।୮: ବିଶ୍ୱରେ କରୋନା ଭାଇରସ୍‌ର ସବ୍‌ ଭାରିଆଣ୍ଟ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ବିଶ୍ୱବାସୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି।…

ନାଗରିକତ୍ୱ ସଂଶୋଧନ ବିଧେୟକ ନେଇ ନେପାଳରେ ବିବାଦ, ପୁନର୍ବିଚାର ପାଇଁ ଫେରାଇଲେ ରାଷ୍ଟ୍ରପତି ବିଦ୍ୟା ଦେବୀ …

କାଠମାଣ୍ଡୁ, ୧୫।୮ : ନେପାଳରେ ନାଗରିକତ୍ୱ ସଂଶୋଧନ ବିଧେୟକ ନେଇ ବିବାଦ ଉପୁଜିଛି। ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ସଂସଦରେ ପାରିତ ହେବାର ଏକ ମାସ ପରେ ପୁନର୍ବିଚାର ପାଇଁ ଦେଶର ପ୍ରଥମ ନାଗରିକତ୍ୱ ସଂଶୋଧନ ବିଲକୁ ରବିବାର ପ୍ରତିନିଧିସଭାକୁ ଫେରାଇ…

ମହାନ ବଳିଦାନକୁ ତୁଚ୍ଛ କରିବାକୁ କେନ୍ଦ୍ର ସରକାରଙ୍କ ପ୍ରୟାସ ଜାରି, ସୋନିଆଙ୍କ ସମାଲୋଚନା…

ନୂଆଦିଲ୍ଲୀ, ୧୫।୮ : ଦେଶର ସ୍ବାଧୀନତାର ୭୫ ତମ ବାର୍ଷିକୀ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ତରଫରୁ ଜାରି ଏକ ବିବୃତ୍ତିରେ ସେ କହିଛନ୍ତି ଯେ ଗତ ୭୫ ବର୍ଷ ମଧ୍ୟରେ ଭାରତ ଏହାର…

ଏଲଏସିରେ ମୁଖ୍ୟ ଭୂମିକା ଗ୍ରହଣ କରିବେ ଆଇଟିବିପି, ପ୍ରସ୍ତାବ ଉପରେ ବିଚାର କରୁଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୧୫।୮ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି)ର କାର୍ଯ୍ୟକଳାପ ବୃଦ୍ଧି କରିବାକୁ ଏକ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ବିଚାର କରୁଛନ୍ତି।…

ଆଗାମୀ ୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ…

ନୂଆଦିଲ୍ଲୀ, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍‌ କିଲ୍ଲାରୁ ଦେଶର ବିକାଶ ପାଇଁ ଆଗାମୀ ୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍‌ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଭାରତକୁ ଏକ ବିକଶିତ ଦେଶ କରିବାକୁ…

ମେଡ୍‌ ଇନ୍‌ ଇଣ୍ଡିଆ ତୋପରୁ ତ୍ରିରଙ୍ଗାକୁ ସଲାମୀ…

ନୂଆଦିଲ୍ଲୀ, ୧୫।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅବସରରେ ଦେଶର ନାମରେ ଆଉ ଏକ ସଫଳତା ଯୋଡ଼ି ହୋଇଛି। ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ତ୍ରିରଙ୍ଗାକୁ ମେଡ୍‌ ଇନ୍‌ ଇଣ୍ଡିଆ ସ୍ବଦେଶୀ ତୋପ ଦ୍ୱାରା ସଲାମୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri