Home Middle

ହସିଲେ ମାଡ଼, ତାଲିବାନ ଶାସନକୁ ବର୍ଷେ ପୂରଣ…

କାବୁଲ, ୮।୮ : ଆଫଗାନିସ୍ତାନରେ ତାଲିବାନ ଶାସନର ପ୍ରତ୍ୟାବର୍ତ୍ତନ ହେବାର ଗୋଟିଏ ବର୍ଷ ପୂରଣ ହୋଇଛି। ଏହା ସହିତ କଡ଼ା ତାଲିବାନୀ କଟକଣା ଯୋଗୁ ସାଧାରଣ ଲୋକେ ହନ୍ତସନ୍ତ ହେବାରେ ଲାଗିଛନ୍ତି। ରାଜଧାନୀ କାବୁଲରେ ମହିଳାଙ୍କ ଜୀବନ ଦିନକୁ ଦିନ ନର୍କରେ…

ଜିନପିଙ୍ଗ୍‌ଙ୍କୁ ଘାରିଛି ଆର୍ଥିକ ସଙ୍କଟ ଚିନ୍ତା, ଖୋଜୁଛନ୍ତି ସମାଧାନ…

ବେଜିଂ, ୮।୮ : ଆମେରିକାର ସିନେଟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏକ ପ୍ରମୁଖ ସାମରିକ ଅଭ୍ୟାସ କରିଛନ୍ତି। ଯଦି ଆମେରିକା ସମେତ ତାଇୱାନ ସମର୍ଥକ ଦେଶ ଚାଇନା ବିରୋଧରେ କଠୋର ଅର୍ଥନୈତିକ…

୨ ବର୍ଷରେ ୬୫୦ ପିଲାଙ୍କ ପୋଷାକ କାଢ଼ି ତଲାସୀ ନେଇଛି ଲଣ୍ଡନ ପୋଲିସ…

ଲଣ୍ଡନ, ୮।୮ : ଦେଶରେ ନିଶା କାରବାର ରୋକିବା ଲାଗି ଲଣ୍ଡନ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ୨ ବର୍ଷରେ ୬୦୦ରୁ ଅଧିକ ପିଲାଙ୍କ ପୋଷାକ କାଢ଼ି ଯାଞ୍ଚ୍‌ କରିଛି। ବିଭିନ୍ନ ସାମାଜିକ ସଂଗଠନ ପୋଲିସର ଏଭଳି କାର୍ଯ୍ୟକୁ…

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ…

ଲୋକେ ଆତଙ୍କିତ…

ନୂଆଦିଲ୍ଲୀ, ୮।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ମନରେଗା ନେଇ ରାଜ୍ୟକୁ ଚେତାବନୀ ଦେଲେ ଗିରିରାଜ ସିଂ…

ନୂଆଦିଲ୍ଲୀ,୮।୮ : ମନରେଗା ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂ ଦେଶର ରାଜ୍ୟକୁ ଚେତାବନୀ ଦେଇଛନ୍ତି। ରାଜ୍ୟମାନଙ୍କୁ ଏକ ଚିଠି ଲେଖି ସେ କହିଛନ୍ତି ଯେ ମନରେଗା କାର୍ଯ୍ୟକାରୀ କରିବାରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱ ନିଶ୍ଚିତ କରାଯିବା ଉଚିତ,…

ଆଜି ଶ୍ରାବଣ ଶେଷ ସୋମବାର: ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୮ା୮(ବ୍ୟୁରୋ): ଆଜି ହେଉଛି ଶ୍ରାବଣର ଶେଷ ସୋମବାର। ଏନେଇ ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜ, କଟକର ବାବା ଧବଳେଶ୍ୱର, ଢେଙ୍କାନାଳର କପିଳାସ, ପୁରୀର ଲୋକନାଥ, ନୟାଗଡ଼ର ଲଡୁବାବାଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ…

କ୍ଷତି ସହୁଛନ୍ତି ତୈଳ କମ୍ପାନୀ

ନୂଆଦିଲ୍ଲୀ,୮।୮: ଗତ କିଛି ମାସ ହେବ ସାରା ଦେଶରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଘଟିନାହିଁ। ଫଳରେ ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀଗୁଡିକର କ୍ଷତି ପରିମାଣ ୧୮,୪୮୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ନିକଟରେ ତୈଳ କମ୍ପାନୀଗୁଡିକ…

ଫଡ୍‌ନବିସ ହେବେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୮।୮: ଅଗଷ୍ଟ ୧୫ ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। ଏଥିରେ ଅନୂ୍ୟନ ୧୫ ଜଣ ମନ୍ତ୍ରୀ ସାମିଲ ହେବେ। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ହାତରେ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ରହିବ ବୋଲି ଏକ…

ଭୁବନେଶ୍ୱରରେ ଅମିତ ଶାହା

ଭୁବନେଶ୍ବର,୮।୮(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିଳମ୍ବିତ ରାତିରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ ନେତା ଓ କର୍ମୀ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ ସହ…

ଆଜାଦିସାଟ୍‌ ବାଟବଣା

ଶ୍ରୀହରିକୋଟା, ୮ା୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ରବିବାର ଉତ୍‌କ୍ଷେପଣ କରାଯାଇଥିବା ଇଓଏସ୍‌-୨ ଏବଂ ଆଜାଦିସାଟ୍‌ ଉପଗ୍ରହ ପୃଥିବୀ କକ୍ଷପଥରେ ଠିକ୍‌ ସ୍ଥାନରେ ପହଞ୍ଚିପାରିନାହିଁ। ସକାଳେ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଇସ୍ରୋ କ୍ଷୁଦ୍ର ଉପଗ୍ରହ ଉତ୍‌କ୍ଷେପଣ…

୪୮ଘଣ୍ଟାରେ ଅବପାତ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri