ଇନ୍ଦୋର ଜଳ ସଙ୍କଟ ନେଲାଣି ୧୬ ଜୀବନ, ଭୟଙ୍କର ‘GBS’ ରୋଗକୁ ନେଇ ବଢ଼ିଲା ଚିନ୍ତା!
ମଧ୍ୟ ପ୍ରଦେଶ,୪।୧: ଦେଶର ସବୁଠାରୁ ସ୍ୱଚ୍ଛ ସହର ଭାବେ ପରିଚିତ ମଧ୍ୟପ୍ରଦେଶର ଇନ୍ଦୋରରେ ପାନୀୟ ଜଳ ଦୂଷଣଜନିତ ସଙ୍କଟ ଏବେ ଏକ ନୂଆ ଏବଂ ଅଧିକ ଭୟଙ୍କର ମୋଡ଼ ନେଇଛି। ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ପିଇବା ଯୋଗୁଁ ଏପର୍ଯ୍ୟନ୍ତ ୧୬…
ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା
ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍ କରିଦେଇଛି। ଦେଢ଼ ବର୍ଷ ତଳେ ବହୁ ଆଡମ୍ବର ରେ ବାହା ହୋଇଥିଲା, କାନ୍ଥରେ ଲେଖା ହୋଇଥିବା ନା ନଲିଭିବା ପୂର୍ବରୁ…
ଛିଡ଼ା ହୋଇଥିବା ପାଉଁଶ ବୋଝେଇ ହାଇୱାକୁ ଧକ୍କା ଦେଲା କାର୍, ୩ ମୃତ
ସମ୍ବଲପୁର,୪।୧(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ NH-55 ନକ୍ସପାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ କାର୍ ପିଟି ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ଖବର ଅନୁସାରେ ଏକ ପାଉଁଶ…
୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଜୋରଦାର ପ୍ରସ୍ତୁତି କରୁଛି ଭାରତ: ପ୍ରଧାନମନ୍ତ୍ରୀ ଦେଲେ ଅପଡେଟ
ନୂଆଦିଲ୍ଲୀ,୪।୧: ୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ। ଏଥିପାଇଁ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି। ଏନେଇ ନିଜେ ଅପଡେଟ ଦେଇଛନ୍ତି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ପ୍ରଧାନମନ୍ତ୍ରୀ ଦୃଢ଼ତାର ସହ କହିଛନ୍ତି ଯେ ଭାରତ ୨୦୩୬ ଅଲିମ୍ପିକ୍ସ ଗେମ୍ସ ଆୟୋଜନ କରିବା…
T20 World Cup: ଭାରତ ଆସିବନି ବାଂଲାଦେଶ କ୍ରିକେଟ ଟିମ୍, ଶ୍ରୀଲଙ୍କାରେ ସମସ୍ତ ମ୍ୟାଚ ଖେଳିବା ନେଇ ଆଗ୍ରହ
ନୂଆଦିଲ୍ଲୀ,୪।୧: BCCI ନିର୍ଦ୍ଦେଶରେ ମିସ୍ତାଫିଜୁରଙ୍କୁ କେକେଆରରୁ ବାଦ୍ ଦେବା ପରେ ପାଲଟା ପଦକ୍ଷେପ । T-୨୦ ବିଶ୍ବକପ୍ ଖେଳିବାକୁ ଭାରତ ଆସିବନି ବୋଲି କହିଲା ବାଂଲାଦେଶ । ବାଂଲାଦେଶ କ୍ରିକେଟ୍ ବୋର୍ଡ (BCB) ନିଷ୍ପତ୍ତି ନେଇଛି ଯେ ଏହା T୨୦ ବିଶ୍ୱକପ୍…
ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ, ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…
ପୁରୀ/ବରଗଡ଼,୪ା୧(ଅଜିତ କୁମାର ମହାନ୍ତି/ପ୍ରେମାନନ୍ଦ ଖମାରୀ): ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା…
କଂଗ୍ରେସକୁ ଧୋଇ ମୁହଁ ଖୋଲିଲେ ମୋକିମ୍, କହିଲେ ନୂଆ ଦଳ…
ଭୁବନେଶ୍ୱର,୪ା୧: ଜାନକୀଙ୍କ ସ୍ମୃତି ସଭାରେ ମୋକିମ କଂଗ୍ରେସ ହାଇକମାଣ୍ଡଙ୍କ ଉପରେ ବର୍ଷିଥିବା ବେଳେ ଆଜି ପୁଣିଥରେ କଂଗ୍ରେସକୁ ଦୋଷ ଦେଇଛନ୍ତି । ଏଆଇସିସିର ଭୁଲ ନିଷ୍ପତ୍ତି ଯୋଗୁଁ କଂଗ୍ରେସ ଫେଲ ମାରିଛି ବୋଲି ସେ କହିଛନ୍ତି । ମୋକିମ ଆଗାମୀ ଦିନରେ…
ବର୍ଷସାରା ମହାପ୍ରଭୁ ବାହାରକୁ ଆସିପାରିବେନି: ଗଜପତି
ପୁରୀ,୪ା୧: ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରା ନେଇ ଗଜପତି ମହାରାଜ ଉଦ୍ବେଗ ପ୍ରକାଶ କରିଛନ୍ତି। ଶ୍ରୀଜଗନ୍ନାଥ ଚିନ୍ତନ ଓ ଚେତନା କାର୍ଯ୍ୟକ୍ରମରେ ଗଜପତି ମହାରାଜ ଯୋଗ ଦେଇ ଉଦ୍ବେଗ ପ୍ରକାଶ କରିଛନ୍ତି। ମହାରାଜ କହିଛନ୍ତି, ସେମାନେ ଜାଣି ନାହାନ୍ତି ଏହା କେତେ…
ଶ୍ରୀମନ୍ଦିର କମାଣ୍ଡର-ପୋଲିସ ହାତାହାତି, କିଛି ସମୟ ବନ୍ଦ ରହିଲା ମହାପ୍ରଭୁଙ୍କ ଦର୍ଶନ
ପୁରୀ,୪ା୧(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ମଧ୍ୟରେ ରବିବାର ପୂର୍ବାହ୍ନ ସମୟରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଥିଲା। ଶ୍ରୀମନ୍ଦିର ଭିତରେ କିଛି ସମୟ ଧରି ଗାଳିମନ୍ଦ ଏବଂ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଥିଲା। ଯାହାଫଳରେ କିଛି ସମୟ ପାଇଁ ଭକ୍ତ ମାନେ…
ବାଂଲାଦେଶର T20 ଓ୍ବାର୍ଲଡ କପ ମ୍ୟାଚ ସିପ୍ଟକୁ ନେଇ ବିସିସିଆଇର ଆସିଲା ଜବାବ
ନୂଆଦିଲ୍ଲୀ,୪।୧: ବାଂଲାଦେଶ କ୍ରିକେଟ ବୋର୍ଡ ଚାହୁଁଛି ଯେ ଏହାର T20 ବିଶ୍ୱକପ ୨୦୨୬ ମ୍ୟାଚ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରାଯାଉ। BCCI ଏହାର ଜବାବ ଦେଇଛି। ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାକୁ ଆଉ ଗୋଟିଏ ମାସ ବାକି ଥିବା ବେଳେ, ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ…
ନୂଆବର୍ଷ ଆରମ୍ଭରୁ ସରକାରଙ୍କ ବଡ଼ ଘୋଷଣା: ୧୫ ମାସ ଯାଏ ମାଗଣାରେ ମିଳିବ ଚିନି, ଜାଣନ୍ତୁ କେବେଠୁ…
ନୂଆଦିଲ୍ଲୀ,୪ା୧: ନୂଆବର୍ଷ ଆରମ୍ଭରେ ଦିଲ୍ଲୀ ସରକାର ଗରିବ ଏବଂ ଅଭାବୀ ପରିବାରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅଧୀନରେ ମାଗଣା ଚିନି ବଣ୍ଟନକୁ ମଞ୍ଜୁରୀ…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଆମ ବସ୍ ଡ୍ରାଇଭରଙ୍କୁ ଦିଆଯିବ ନିୟମିତ ଟ୍ରେନିଂ
ଭୁବନେଶ୍ୱର,୪ା୧: ରାଜ୍ୟ ସରକାରଙ୍କ ‘ଆମ ବସ୍’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ…

