Home Middle

ଭାରତକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୨୧୫ ରନ୍‌…

ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ ଅଫିସ୍‌,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି ଏହି ଦୁର୍ଲଭ ବେଶ। ହୋପ୍ରଭୁଙ୍କ ଏହି ବେଶକୁ ଲକ୍ଷ ଲକ୍ଷ ଭକ୍ତ…

ଟସ୍‌ ଜିତିଲା ଇଂଲଣ୍ଡ

ବର୍ମିହାମ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି -୨୦ ଆଜି ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର୍‌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟାଚ୍‌ରେ ଇଂଲଣ୍ଡ ଦୁଇଟି ପରିବର୍ତ୍ତନ କରିଛି।…

୫୩ ଶିବସେନା ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ମୁମ୍ବାଇ,୧୦।୭: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ ରାଜ୍ୟରେ ରାଜନୈତିକ ଡ୍ରାମା ଶେଷ ହୋଇନାହିଁ। ମହାରାଷ୍ଟ୍ର ବିଧାନସଭାର ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ଭାଗବତ ୫୩ ଶିବସେନା ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଶିନ୍ଦେଙ୍କ ଗୋଷ୍ଠୀର…

ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ

ପୁରୀ ଅଫିସ୍‌,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ ପ୍ରଭୁଙ୍କ ସେବକମାନେ ରଥ ନିକଟକୁ ନେଇଥିଲେ। ଭକ୍ତମାନେ ରାତି ୧୧ ପର୍ଯ୍ୟନ୍ତ ତିନିଠାକୁରଙ୍କ…

ଶ୍ରୀଲଙ୍କା ସଙ୍କଟକୁ ନେଇ ଭାରତର ପ୍ରଥମ ପ୍ରତିକ୍ରିୟା, ଆମେ ବନ୍ଧୁତ୍ୱର ହାତ ବଢାଇଥିଲୁ, ଏବେବି ସାଙ୍ଗରେ ଅଛୁ

ନୂଆଦିଲ୍ଲୀ,୧୦ ।୭: ଆର୍ଥିକ ସଙ୍କଟ ଦେଇ ଗତିକରୁଥିବା ଶ୍ରୀଲଙ୍କାର ପରିସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ମହଙ୍ଗା ମାଡ ଚରମ ସ୍ଥିତିରେ ପହଞ୍ଚିଥିବା ବେଳେ ସାଧାରଣ ଆବଶ୍ୟକ ଜିନିଷର ଦାମ ଅକାଶଛୁଆଁ ହୋଇଯାଇଛି । ଏହାକୁ ନେଇ ଲୋକେ…

ବାର୍‌ରେ ଗୁଳିବର୍ଷା: ୧୪ ମୃତ୍ୟୁ, ୧୦ ଆହତ

ଜୋହାନ୍ସବର୍ଗ,୧୦।୭: ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗର ସୋଭେଟୋ ଟାଉନସିପ ନିକଟରେ ଅବସ୍ଥିତ ଏକ ବାର୍‌ରେ ଗୁଳିକାଣ୍ଡ ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବନ୍ଧୁକଧାରୀ ଗୁଳି ଚଳାଇବା ପରେ ସଙ୍ଗେ ସଙ୍ଗେ ଧଳା ରଙ୍ଗର…

ରଥ ଦେଖି ଫେରିବା ବେଳେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଖଇରା,୧୦।୭(ଡି.ଏନ୍‌.ଏ.): ବଲେଶ୍ବର ଜିଲା ଖଇରା ବ୍ଲକ ବାଉଁଶଗଡ଼ିଆ ପଞ୍ଚାୟତ କୋହ୍ଲସାହିରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ହୋ(୪୫)। ସମା ହୋଙ୍କ ସ୍ତ୍ରୀ ଦ୍ରୌପଦୀ ଶନିବାର ସାରେ ମହୁଲପଙ୍ଖାରି ରଥ ଦେଖି ଫେରୁଥିବା ବେଳେ ୨ଟି ହାତୀ…

ଶ୍ରୀଲଙ୍କା ଭଳି ପରିସ୍ଥିତିକୁ ସାମ୍ନା କରିବାକୁ ପଡିବ ମୋଦିଙ୍କୁ: ଟିଏମସି ବିଧାୟକ

କୋଲକାତା,୧୦ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ ହେବାରେ ଲାଗିଛି । ଏବେ ପରିସ୍ଥିତି ଏପରି ହୋଇଛି ଯେ ଶେଷକୁ ରାଷ୍ଟ୍ରପତିଙ୍କୁ ଅଣ୍ଡରଗ୍ରାଉଣ୍ଡ ହେବାକୁ ପଡିଛି ଆଉ ପ୍ରଧାନମନ୍ତ୍ରୀ ତୁରନ୍ତ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି…

ଭାରତ ସହ ଅନ୍ୟ ୪ ଦେଶର ରାଷ୍ଟ୍ରଦୂତଙ୍କୁ ବରଖାସ୍ତ କଲେ ଜେଲେନସ୍କି

କିଭ୍‌,୧୦।୭: ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତ ସମେତ ୫ ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କୁ ସେ ବରଖାସ୍ତ କରିଛନ୍ତି। ଶନିବାର ୟୁକ୍ରେନ ରାଷ୍ଟ୍ରପତିଙ୍କ ୱେବସାଇଟରୁ ଏନେଇ ସୂଚନା ମିଳିଛି। କୌଣସି କାରଣ ନ ଦର୍ଶାଇ ଜର୍ମାନୀ,…

ଖୁବଶୀଘ୍ର ଆରମ୍ଭ ହୋଇପାରେ ଅମରନାଥ ଯାତ୍ରା

ନୂଆଦିଲ୍ଲୀ,୧୦ ।୭: ଅମରନାଥ ଗୁମ୍ଫା ନିକଟରେ ହୋଇଥିବା ବାଦଲ ଫଟା ବର୍ଷାରେ ଏବେ ପର୍ଯ୍ୟନ୍ତ ୧୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୬୫ ଜଣଙ୍କ ଚିକିତ୍ସା ଚାଲିଛି । ୪୧ ଜଣ ଏବେବି ନିଖୋଜ ଥିବା କୁହାଯାଉଛି । ତୃତୀୟ…

ଦେବଦୂତ ପାଲଟିଲେ ସେନା, ପାଣି କାଦୁଅରୁ ୫ ଜଣ ଜୀବନ୍ତ ଉଦ୍ଧାର

ଜମ୍ମୁ/ଶ୍ରୀନଗର,୧୦ ।୭: ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା ହେବା ଫଳରେ ପାହାଡରୁ ଅତଡା ଖସି ତୀର୍ଥ ଯାତ୍ରୀଙ୍କ ତମ୍ବୁକୁ ଭସାଇ ନେଇଥିଲା । ଫଳରେ ମାଟି କାଦୁଅରେ ଅନେକ ଲୋକ ପୋତିହୋଇ ପଡିଥିଲେ । ତୁରନ୍ତ ଉଦ୍ଧାରକାରୀ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri