Home Middle

ଓଏଏସ୍‌ ଗ୍ରୁପ୍‌-ଏରେ ସୃଷ୍ଟି ହେଲା ୧୨୫ ପଦବୀ, ଭିଏସ୍‌ ଲାଗି କେବଳ ଲିଖିତ ପରୀକ୍ଷା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଓଏଏସ୍‌ ଗ୍ରୁପ୍‌-ଏ ଜୁନିୟର ବ୍ରାଞ୍ଚରେ ୧୨୫ଟି ନୂତନ ପଦବୀକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଫଳରେ କ୍ୟାଡର ସଂଖ୍ୟା ୧୧୮୮ରୁ ୧୩୧୩କୁ ବୃଦ୍ଧି ହୋଇଛି। ପ୍ରତ୍ୟେକ ଜିଲା…

ଦେଶର ଶେଷ ଗାଁରେ ମୋଦିଙ୍କ ହୁଙ୍କାର, ବିରୋଧିଙ୍କୁ କଲେ ଟାର୍ଗେଟ

ଚମୋଲି,୨୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତ କରିଛନ୍ତି । ସେଠାରେ ସେ ପ୍ରଥମେ କେଦାରନାଥରେ ପହଞ୍ଚିବା ପରେ ସେଠାରୁ ବଦ୍ରିନାଥ ଗସ୍ତ କରିଥିଲେ । ସୀମାନ୍ତ ଗାଁ ମାଣାରେ ମୋଦି କନେକ୍ଟିଭିଟି ପରିଯୋଜନାର ଶିଳାନ୍ୟାସ କରିବା ପରେ…

ଇମ୍ରାନ ଖାନ୍‌ଙ୍କୁ ଝଟ୍‌କା: ଅଯୋଗ୍ୟ ଘୋଷିତ କଲେ ନିର୍ବାଚନ କମିଶନର

ଇସ୍‌ଲାମାବାଦ୍‌,୨୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ପାକିସ୍ତାନର ନିର୍ବାଚନ ଆୟୋଗ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୫ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି। ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ଦୁର୍ନୀତିଗ୍ରସ୍ତ ଅପରାଧରେ ଦୋଷୀ ସାବ୍ୟସ୍ତ…

‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆରଡିଏ ଅଧିନସ୍ଥ ଅବ୍‌ଦୁଲ କଲାମ ଦ୍ବୀପରୁ ‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା…

ସେନା ହେଲିକପ୍ଟର କ୍ରାସ୍‌

ଇଟାନଗର,୨୧।୧୦: ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କିଲୋମିଟର ଦୂରରେ ଥିବା ସିଙ୍ଗିଙ୍ଗ ଗ୍ରାମ ନିକଟରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତିରକ୍ଷା ପିଆରଓ ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ,…

ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ନାଗଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉଠାଇ ନେଇଛି। ଅର୍ଚ୍ଚନା ବ୍ଲାକମେଲିଂ ଘଟଣାରେ ତାଙ୍କ ସ୍ବାମୀଙ୍କୁ ମାଷ୍ଟରମାଇଣ୍ଡ କୁହାଯାଉଥିଲା। ତେବେ ସୋମବାର ସକାଳେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇ…

ରୁଦ୍ରାଭିଷେକ କଲେ ପ୍ରଧାନମନ୍ତ୍ରୀ ମୋଦି

ଡେରାଡୁନ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୮.୩୦ ସମୟରେ କେଦାରନାଥ ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ କେଦାର ବାବାଙ୍କୁ ପ୍ରାର୍ଥନା କରି ଭଗବାନ ଶିବଙ୍କ ରୁଦ୍ରାଭିଷେକ ମଧ୍ୟ କରିଥିଲେ। ଏହା ପରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ…

ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମୋହର ଲାଗିବ। ଦୀପାବଳି ପୂର୍ବରୁ ରାଜ୍ୟ…

ଉତ୍ତରାଖଣ୍ଡରେ ମୋଦି

ଡେରାଡୁନ,୨୧ ।୧୦: ଶୁକ୍ରବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଜୌଲିଗ୍ରାଂଟ ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ରାଜ୍ୟପାଳ ଗୁରମିତ ସିଂ ତାଙ୍କୁ ସ୍ୱାଗତ କରିଛନ୍ତି । ସୂଚନାଯୋଗ୍ୟ, ବାବା କେଦାରନାଥଙ୍କ ଭକ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମେକ୍ସିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରରେ ଧକ୍କା ହେବା ପରେ ନିକଟରେ ଥିବା କିଛି ଘରେ ଲାଗିଲା ନିଆଁ

ମେକ୍ସିକୋ ସିଟି,୨୧ ।୧୦: ନର୍ଥ ଆମେରିକାର ମେସ୍କିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରେନ୍ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଏଥିରେ ନିଆଁ ଲାଗିଯାଇଛି । ଚାହୁଁ ଚାହୁଁ ଟ୍ରେନରେ…

ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ…

ସୁଦାନରେ ରକ୍ତ ସଂଘର୍ଷ: ୧୭୦ ଲୋକଙ୍କ ଜୀବନ ଚାଲିଗଲା

ଖାରଟୋମ,୨୧।୧୦:ସୁଦାନରୁ ଆଦିବାସୀମାନଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଗତ ଦୁଇ ଦିନ ମଧ୍ୟରେ ଦେଶର ଦକ୍ଷିଣ ବ୍ଲୁ ନାଇଲ୍‌ରେ ଆଦିବାସୀମାନଙ୍କ ମଧ୍ୟରେ ଜାତିଗତ ସଂଘର୍ଷରେ ୧୭୦ ଜଣଙ୍କର ମୃତ୍ୟୁ ହୋଇଛି। ବୁଧବାର ଲୋକଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିବା ସୁଦାନର ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?