ୟୁକ୍ରେନ୍ର ଗୁରୁତ୍ୱପୂର୍ଣ୍ଣ ବିଜୟ, କୃଷ୍ଣ ସାଗରର ସ୍ନେକ୍ ଦ୍ୱୀପ ଖାଲି କଲେ ରୁଷିଆ ସୈନ୍ୟ…
କ୍ୱିଭ୍, ୧।୭ : ତିନି ମାସରୁ ଅଧିକ ସମୟ ଧରି ରୁଷିଆ ଆକ୍ରମଣ ସହ ସଂଗ୍ରାମ କରୁଥିବା ୟୁକ୍ରେନ କୃଷ୍ଣ ସାଗରରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ୟୁକ୍ରେନ୍ ଦ୍ୱାରା ରୁଷିଆ ଯୁଦ୍ଧ ଜାହାଜ ଏବଂ ନୌସେନା ବେସ ଉପରେ…
ସମଲିଙ୍ଗୀ ସମ୍ପର୍କ ଭିଡ଼ିଓ ଲିକ୍ ଘଟଣା, ବହୁନେତା ହରଡ଼ଘଣାରେ…
ମାଲେ, ୧।୭ : ସମଲିଙ୍ଗୀ ସମ୍ପର୍କକୁ ନେଇ ଲିକ ହୋଇଥିବା ଏକ ଭିଡିଓ ଏବଂ ଫଟୋ ଇସଲାମିକ ଦେଶମାଳଦ୍ୱୀପରେ ଉତ୍ତେଜନା ସୃଷ୍ଟି କରିଛି। ଦେଶରେ ସମଲିଙ୍ଗୀ ସମ୍ପର୍କ ଉପରେ ନିଷେଧାଦେଶ ସତ୍ତ୍ୱେ ବହୁ ନେତା ସେମାନଙ୍କର ପୁରୁଷ ବନ୍ଧୁ ଏବଂ ସମ୍ପର୍କୀୟଙ୍କ…
ସିନ୍ଧେ ଶିବସେନା ମୁଖ୍ୟମନ୍ତ୍ରୀ ନୁହନ୍ତି, ନୀରବତା ଭାଙ୍ଗିଲେ ଉଦ୍ଧବ…
ମୁମ୍ବାଇ, ୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରଥମ ଥର ପାଇଁ ନୀରବତା ଭାଙ୍ଗିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ଶିବସେନାର ମୁଖ୍ୟମନ୍ତ୍ରୀ ଭାବରେ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ଏଥିସହ ସେ…
ଟିଭି ଚ୍ୟାନେଲରେ ବିଚାରାଧୀନ ମାମଲା ଉପରେ ବିତର୍କ ଯୁକ୍ତିଯୁକ୍ତ କି ? ଏସ୍ସିଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ, ୧।୭ : ଜ୍ଞାନବାପି ବିଚାରାଧୀନ ମାମଲା ପ୍ରସଙ୍ଗରେ ଟିଭି ଚ୍ୟାନେଲ ବିତର୍କ କରାଯିବା ଯୁକ୍ତି ଯୁକ୍ତ କି ବୋଲି ସୁପ୍ରିମ୍କୋର୍ଟ (ଏସ୍ସ)ଶୁକ୍ରବାର ପ୍ରଶ୍ନ କରିଛନ୍ତି। ନୂପୁର ଶର୍ମା ମାମଲାର ବିଚାର ସମୟରେ ଶୀର୍ଷକୋର୍ଟ ଏଭଳି କହିଛନ୍ତି। ଏହାଦ୍ୱାରା ଦେଶ ତଥା…
ନୂପୁର ଦେଶର ସୁରକ୍ଷା ପାଇଁ ବିପଦ, ସୁପ୍ରିମ୍କୋର୍ଟଙ୍କ ତାଗିଦ୍,ପ୍ରଥମେ ହାଇକୋର୍ଟ ଯାଅ,ପୋଲିସ ତଦନ୍ତ ଉପରେ ପ୍ରଶ୍ନ…
ନୂଆଦିଲ୍ଲୀ, ୧।୭ : ଭାରତୀୟ ଜନତା ପାର୍ଟିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟ ତାଗିଦ କରିଛନ୍ତି। ଏଥିସହ କୋର୍ଟ ତାଙ୍କୁ ଆବେଦନ ପ୍ରତ୍ୟାହାର କରିବାକୁ କହିଛନ୍ତି। ବିଚାରପତି ସୂର୍ଯ୍ୟକାନ୍ତ ଏବଂ ଜେବି ପାରଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି…
ବଳାତ୍କାର ପୀଡ଼ିତାଙ୍କୁ ମା’ ହେବାକୁ ବାଧ୍ୟ କରାଯାଇ ପାରିବ ନାହିଁ…
ମୁମ୍ବାଇ, ୧।୭ : ଜଣେ ବଳାତ୍କାର ପୀଡ଼ିତାଙ୍କୁ ସନ୍ତାନ ଜନ୍ମ କରି ମା’ ହେବାକୁ ବାଧ୍ୟ କରାଯାଇ ପାରିବ ନାହିଁ। ସେ ବଳାତ୍କାର ଯୋଗୁ ଜାତ ହୋଇଥିବା ସନ୍ତାନଙ୍କୁ ଜନ୍ମ ଦେବେ ଅବା ନାହିଁ ଏହା ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ସମ୍ବିଧାନର…
ବଡଦାଣ୍ଡରେ ଗଢିଲା ତିନି ରଥ
ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ…
ସମ୍ପତ୍ତି ଅଧିକାର ମୌଳିକ ମାନବିକ ଅଧିକାର, ସରକାରଙ୍କ ଉପରେ ୧୦ ଲକ୍ଷ ଜରିମାନା ଜାରି କଲେ ହାଇକୋର୍ଟ…
ଶ୍ରୀନଗର, ୧।୭ : ଜଣେ ବ୍ୟକ୍ତିଙ୍କ ସମ୍ପତ୍ତି ଅଧିକାର ଏକ ମୌଳିକ ମାନବିକ ଅଧିକାର। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ । ସରକାର ବଳ ପ୍ରୟୋଗ ପୂର୍ବକ ଏହାକୁ ଦଖଲ କରିପାରିବେ ନାହିଁ ବୋଲି ଜମ୍ମୁ-କଶ୍ମୀର ହାଇକୋର୍ଟ ଏକ ମାମଲାର…
ନୂପୁର ଶର୍ମା ଟିଭିରେ ଦେଶବାସୀଙ୍କୁ କ୍ଷମା ମାଗିବା ଉଚିତ୍: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧।୭: ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଭାଜପାରୁ ନିଲମ୍ବିତ ହୋଇଥିବା ନୂପୁର ନୁପୁର ଶର୍ମାଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟ କଡ଼ା ନିନ୍ଦା ଦେଇଛନ୍ତି। ଟିଭିରେ ସେ ଦେଶବାସୀଙ୍କୁ କ୍ଷମା ମାଗିବା ଉଚିତ୍ ବୋଲି କୋର୍ଟ କହିଛନ୍ତି। ତାଙ୍କ ବିରୋଧରେ ବିଭିନ୍ନ ରାଜ୍ୟରେ…
ଉଦ୍ଧବଙ୍କୁ ଝଟ୍କା, ବିଧାୟକଙ୍କ ଅଯୋଗ୍ୟତା ଶୁଣାଣି ଶୀଘ୍ର ହୋଇପାରିବ ନାହିଁ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୧।୭ : ମହାରାଷ୍ଟ୍ରରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସୁପ୍ରିମ୍କୋର୍ଟରେ ବଡ଼ ଝଟ୍କା ଲାଗିଛି। ବିଧାୟକଙ୍କ ଅଯୋଗ୍ୟତା ଶୁଣାଣି ଶୀଘ୍ର ହୋଇପାରିବ ନାହିଁ ବୋଲି ଶୀର୍ଷକୋର୍ଟ କହିଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ସମେତ ୧୬ ବିଦ୍ରୋହୀ ବିଧାୟକଙ୍କ ବିରୋଧରେ ଶିବସେନା…
କ୍ଷମତା ପାଇଁ ଅର୍ଥ-ବାହୁବଳର ପ୍ରୟୋଗ କରୁଛି ଭାଜପା, କଂଗ୍ରେସର ଅଭିଯୋଗ…
ନୂଆଦିଲ୍ଲୀ, ୧।୭ : କଂଗ୍ରେସର ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ଏମ୍ପି ଜୟରାମ ରମେଶ ଭାଜପାକୁ ଟାର୍ଗେଟ କରିଛନ୍ତି। ମହାରାଷ୍ଟ୍ରରେ ଭାଜପା ଅଯଥାରେ କ୍ଷମତା ଦଖଲ କରିଥିବା ସେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ…
ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ।…
Archives


