Home Middle

ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ

ବ୍ରାସିଲିଆ,୩୦।୭: କରୋନା ପରେ ଏବେ ଧିରେ ଧିରେ କାୟା ମେଲାଉଛି ‘ମଙ୍କିପକ୍ସ’ସଂକ୍ରମଣ। ଏହାରି ଭିତରେ ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ୪୧ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାନୁଯାୟୀ,…

୨.୨୬ ଲକ୍ଷ ପଦବୀ ଖାଲି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ୨ ଲକ୍ଷ ୨୬ ହଜାର ପଦବୀ ଖାଲି ପଡ଼ିଛି। ବିକାଶର ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାର ବେକାର ଯୁବତୀଯୁବକଙ୍କୁ ଚାକିରି ଦେବାରେ ବିଫଳ ହୋଇଛନ୍ତି। ପଦବୀ ପୂରଣ ବଦଳରେ ଠିକା ଏବଂ ଆଉଟ୍‌ସୋର୍ସ…

ଶେଷରେ କ୍ଷମା ମାଗିଲେ କଂଗ୍ରେସ ନେତା ଅଧୀର

ନୂଆଦିଲ୍ଲୀ,୨୯।୭: ଭାରତର ନୂତନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ‘ରାଷ୍ଟ୍ରପତ୍ନୀ’ କହି ସମ୍ବୋଧିତ କରିଥିଲେ। ଏହି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାଜପା ସଡ଼କରୁ ନେଇ ସଂସଦ ପର୍ଯ୍ୟନ୍ତ ହଙ୍ଗାମା କରିଥିଲା। ବିବାଦ ତେଜୁଥିବା ବେଳେ ଶେଷରେ…

୫୬୦୦ ଆଫଗାନିସ୍ତାନ ନାଗରିକଙ୍କୁ ନିଜ ଦେଶରୁ ବିଦାକଲା ଇରାନ

ତେହେରାନ,୨୯ା୭: ନିଜ ଦେଶରେ ଆଫଗାନିସ୍ତାନ ନାଗରିକଙ୍କ ସଂଖ୍ୟାକୁ ନେଇ ଇରାନ ଆଫଗାନିସ୍ତାନ ନାଗରିକମାନଙ୍କୁ ବିଦାକରିଛି। କାବୁଲରେ ତାଲିବାନ ନେତୃତ୍ୱାଧୀନ ସରକାର କହିଛନ୍ତି, ଗତ କିଛି ସପ୍ତାହ ମଧ୍ୟରେ ଇରାନ ନିଜ ଦେଶରୁ ୫,୬୦୦ ସାଧାରଣ ନାଗରିକଙ୍କୁ ବାହାର କରିଛି। ଶରଣାର୍ଥୀ ତଥା…

‘ହିଂସା ଅନୁମତି କାହାକୁ ଦିଆଯିବ ନାହିଁ’

ଓ୍ବାଶିଂଟନ,୨୯ା୭: ଜାତିସଂଘର କର୍ମଚାରୀ ଏବଂ ସୁବିଧା ବିରୋଧରେ ଆକ୍ରମଣ ଅନ୍ତର୍ଜାତୀୟ ନିୟମ ବିରୋଧ ବୋଲି ଆମେରିକା କହିଛି। ଏଭଳି ଆକ୍ରମଣର ଅନୁସନ୍ଧାନ ପାଇଁ କଙ୍ଗୋ ସରକାରଙ୍କ ଉଦ୍ୟମକୁ ଆମେରିକା ପ୍ରଶଂସା କରିଛି। ହିଂସାକୁ ଅନୁମତି ଦିଆଯିବା ଉଚିତ୍‌ ନୁହେଁ। ବୈଦେଶିକ ବିଭାଗ…

ଅର୍ପିତାଙ୍କ ଘରୁ ୪ ବିଳାସପୂର୍ଣ୍ଣ କାର୍‌ ଗାଏବ

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନୁସନ୍ଧାନ ଚାଲିଛି। ଏହି ମାମଲାରେ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ତେବେ ଇଡି ରେଡ୍‌…

୫ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୨୯ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସେ ଯୋଗଦେବେ। ଏହାସହ ନୀତି…

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭ

ବର୍ମିଂହାମ,୨୯ା୭: ୨୨ତମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ହୋଇଛି। ୭୨ଟି ଦେଶର ଆଥଲେଟ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ବେଳେ ଆଲେକଜାଣ୍ଡାର ଷ୍ଟାଡିୟମରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ପ୍ରିନ୍ସ ଚାଲର୍‌ସ। ଏହି କାର୍ଯ୍ୟକ୍ରମରେ ୩୦…

ଲଦ୍ଦାଖରେ ବଢିଲା ସେନାର ଶକ୍ତି

ନୂଆଦିଲ୍ଲୀ,୨୯ ।୭: ଭାରତ ତା’ର ପଡୋଶୀ ଦେଶ ଚାଇନା ସହ ଲଦ୍ଦାଖ ସୀମା ବିବାଦ ପରେ ସେଠାରେ ସେନାର ଶକ୍ତି ବୃଦ୍ଧି ଉପରେ ଲଗାତାର ଧ୍ୟାନ ଦେଉଛି । ଫଳ ସ୍ୱରୁପ କେନ୍ଦ୍ର ସରକାର ଚାଇନାକୁ କଡା ଜବାବ ଦେବାକୁ ଲଦ୍ଦାଖରେ…

ବାୟୁସେନାର ମିଗ୍‌-୨୧ ବିମାନ ଦୁର୍ଘଟଣାଗ୍ରସ୍ତ: ୨ପାଇଲଟ ଶହୀଦ

ଜୟପୁର, ୨୮ା୭: ଭାରତୀୟ ବାୟୁସେନା(ଆଇଏଏଫ୍‌)ର ଏକ ମିଗ୍‌-୨୧ ଯୁଦ୍ଧବିମାନ ରାଜସ୍ଥାନର ବାର୍ମର ଜିଲାରେ ଗୁରୁବାର ରାତି ୯ଟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ପାଇଲଟଙ୍କ ମୃତ୍ୟୁ ହୋଇଛି। ବାୟଟୋର ଭିମ୍‌ଦା ଗ୍ରାମରେ ବିମାନଟି ଖସିପଡ଼ିଥିବା ନେଇ ଜିଲାପାଳ ଲୋକ ବନ୍ଧୁ ସୂଚନା…

୧୭ ବର୍ଷ ବୟସରେ ଭୋଟ ପରିଚୟପତ୍ର ପାଇଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୨୮।୭: ୧୮ ବର୍ଷ ବୟସ ହେବା ପର୍ଯ୍ୟନ୍ତ ଭୋଟର ତାଲିକାରେ ନିଜ ନାଁ ପଞ୍ଜୀକରଣ କରିବାକୁ ଆଉ ଅପେକ୍ଷା କରିବାକୁ ପଡ଼ିବନାହିଁ। ଯାହାଙ୍କ ବୟସ ୧୭ ବର୍ଷ ହୋଇସାରିଛି, ସେମାନେ ଚାହିଁଲେ ଭୋଟର ପରିଚୟପତ୍ର ପାଇଁ ଆବେଦନ କରିପାରିବେ। ଭାରତୀୟ ନିର୍ବାଚନ…

ମନ୍ତ୍ରୀ ପରେ ଟିଏମ୍‌ସିର ସମସ୍ତ ପଦରୁ ନିଲମ୍ବିତ ହେଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୮।୭: ଶିକ୍ଷକ ନୁଯୁକ୍ତି ଦୁର୍ନୀତିରେ ପାର୍ଥ ଚାଟାର୍ଜୀଙ୍କ ନାମ ଆସିବା ପରେ ତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବଡ଼ ଆକ୍ସନ ନେଇଛନ୍ତି। ଗୁରୁବାର ଦ୍ୱିପ୍ରହରରେ ମନ୍ତ୍ରୀ ପଦରୁ ହଟାଯିବା ପରେ ପାର୍ଥ ଚାଟାର୍ଜୀଙ୍କୁ ଟିଏମ୍‌ସିରୁ ମଧ୍ୟ ନିଲମ୍ବିତ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri