Home Middle

ଜଳିଗଲା ୯୦୦ ହେକ୍ଟର ପାଇନ୍‌ ଜଙ୍ଗଲ

ପ୍ୟାରିସ୍‌,୨୮ା୭: କିଛି ସପ୍ତାହ ଧରି ୟୁରୋପୀୟ ଦେଶଗୁଡ଼ିକରେ ପ୍ରବଳ ଉତ୍ତାପ ଏବଂ ଜଙ୍ଗଲୀ ନିଆଁ ବ୍ୟାପିଛି। ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆର୍ଡଚେ ଜଙ୍ଗଲ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦକ୍ଷିଣ ଫ୍ରାନ୍ସର ୯୦୦ ହେକ୍ଟର ପାଇନ ଜଙ୍ଗଲକୁ ନଷ୍ଟ କରିଥିବା ନିଆଁକୁ ନିୟନ୍ତ୍ରଣ…

କହୁ କହୁ ପାଟିରୁ କଥା ଖସିଗଲା, ସଫେଇ ଦେଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା ନେଇ ନିସର୍ତ୍ତ କ୍ଷମା ମାଗିବାକୁ ଭାଜପା ଦାବି କରି…

ଭାଜପା ଏମ୍‌ପିଙ୍କ ସରକାରଙ୍କୁ ପ୍ରଶ୍ନ, ବେରୋଜଗାରୀ ପାଇଁ ଦାୟୀ କିଏ ?…

ନୂଆଦିଲ୍ଲୀ,୨୮।୭ : ଭାଜପା ନେତା ତଥା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ନିଜ ଦଳର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସଂସଦରେ ସରକାର ଦେଇଥିବା ଏହି ପରିସଂଖ୍ୟାନ ବେକାରୀ ପରିସ୍ଥିତିକୁ ଦର୍ଶାଉଛି ବୋଲି ସେ ଟୁଇଟ କରିଛନ୍ତି। ଗତ ୮ ବର୍ଷ…

ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଘେରିଲା ଭାଜପା…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ଘେରିବା ଆରମ୍ଭ କରିଛି। ଏପରି କହି କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। କଂଗ୍ରେସ ଏନେଇ କ୍ଷମା ମାଗିବା…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ଗୁରୁବାର ପୂର୍ବାହ୍ନରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ପାର୍ଲାମେଣ୍ଟ ଅଧିବେଶନରେ କଂଗ୍ରେସ ଏମ୍‌ପି ଅଧୀର ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଆଜି…

ଚାଇନା ରକେଟର ଧ୍ୱଂସାବଶେଷ ପୃଥିବୀ ମୁହାଁ…

ଓ୍ବାଶିଂଟନ,୨୮।୭ : ଆସନ୍ତା କିଛି ଦିନ ମଧ୍ୟରେ ଚାଇନାର ରକେଟର ଧ୍ୱଂସାବଶେଷ ପୃଥିବୀକୁ ଖସିଯିବାକୁ ଯାଉଛି। ଏହା କେତେକଅଞ୍ଚଳକୁୁ ପ୍ରଭାବିତ କରିପାରେ ବୋଲି ଆଶଙ୍କା କରାଯାଉଛି। କାଲିଫର୍ନିଆର ଏକ ଅଣ-ଲାଭ ବ୍ୟବସାୟୀ ଏରୋସ୍ପେସ କର୍ପୋରେଟ ଅନୁଯାୟୀ, ଜୁଲାଇ ୨୪ ରେ ଚାଇନା…

କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ଅନିଶ୍ଚିତତା…

ମୁମ୍ବାଇ,୨୮।୭ : ମହାରାଷ୍ଟ୍ରରେ କ୍ଷମତା ପରିବର୍ତ୍ତନ ହେବାର ପ୍ରାୟ ଏକ ମାସ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କ୍ୟାବିନେଟର ସମ୍ପ୍ରସାରଣ ହୋଇନାହିଁ। ଏନେଇ ସମ୍ପ୍ରସାରଣ ନେଇ ଅନିଶ୍ଚିତତା ଲାଗି ରହିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ୩୦ଜୁନ ରେ ଶପଥ ଗ୍ରହଣ କରିଥିଲେ। ସେବେଠାରୁ…

ଧାରଣା ଦେଇଥିବା ନେତାଙ୍କ ପାଇଁ ବିଭିନ୍ନ ପ୍ରକାର ସୁସ୍ବାଦୁ ଖାଦ୍ୟ, ରାତିରେ ମଶା ଉପଦ୍ରବ…

ନୂଆଦିଲ୍ଲୀ,୨୮।୭ : ବିରୋଧୀ ଦଳମାନେ ସଂସଦ ପରିସରରେ ପ୍ରାୟ ୫୦ ଘଣ୍ଟା ଧରି ଧାରଣାରେ ବସିଥିବା ସେମାନଙ୍କର ଖାଦ୍ୟ ଇତ୍ୟାଦିର ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ଦହିଭାତ ଠାରୁ ଆରମ୍ଭ କରି ଇଡଲି-ସମ୍ବର୍‌, ଗାଜର କା ହାଲୱା,…

ଆଜିଠୁ ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ୨୧୫ ଆଥଲେଟ୍‌ କରିବେ ଅଂଶଗ୍ରହଣ

ବର୍ମିଂହାମ୍‌, ୨୭।୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଆଜିଠାରୁ ଇଂଲଣ୍ଡର ବର୍ମିଂହାମ ଠାରେ ଆରମ୍ଭ ହେବ। ଏଥିପାଇଁ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ପ୍ରସ୍ତୁତି ସହ ଇଂଲଣ୍ଡରେ ପହଞ୍ଚିଛନ୍ତି। ଭାରତ ୧୮ ଥରପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବାକୁ ଯାଉଛି। ବର୍ମିଂହାମ କ୍ରୀଡ଼ାରେ ଭାରତର…

ସକ୍ରିୟ ମାମଲା ଲକ୍ଷେ ୪୬ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପାଠପଢ଼ାରେ ଝିଅ ଆଗରେ, ପୁଅଙ୍କ ତୁଳନାରେ କମ୍‌ ଝିଅ ଅଧାରୁ ଛାଡୁଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨୮।୭ : ପାଠପଢ଼ାରେ ଝିଅମାନେ ପୁଅଙ୍କ ତୁଳନାରେ ଆଗରେ ଅଛନ୍ତି। ସ୍କୁଲକୁ ଯିବା ଏବଂ ଅଧ୍ୟୟନ ଜାରି ରଖିବା ହାର ଝିଅମାନଙ୍କ କ୍ଷେତ୍ରରେ ଅଧିକ ରହିଛି। ତେବେ ଅଧିକ ସଂଖ୍ୟକ ପୁଅ ଅଧାରୁ ସ୍କୁଲ ଛାଡୁଛନ୍ତି। ସଂସଦରେ ଏକ ପ୍ରଶ୍ନର ଉତ୍ତରରେ…

୧୫ ଅଗଷ୍ଟରେ ୩ ପ୍ରକାର ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୨୮।୭ : ସ୍ବାଧୀନତା ଦିବସ ଅବସରରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଗୁପ୍ତଚର ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥର ତିନି ପ୍ରକାରର ଗୁପ୍ତଚର ଆଲର୍ଟ ଅଛି। ଏହା ଆଧାରରେ ସୁରକ୍ଷା ଏଜେନ୍ସିମାନେ ସଜାଗ ରହିଛନ୍ତି। ଅଗଷ୍ଟ ୧୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri