୧୫ ବର୍ଷ ହେଲା ୨ଟି ପେନସନ ପାଉଛନ୍ତି ଅବସରପ୍ରାପ୍ତ ଶିକ୍ଷକ, ଜଣାପଡିବା ପରେ…
ମୋହନା,୩।୧( ମନ୍ମଥ ମିଶ୍ର ): ପୂର୍ବ ସରକାରଙ୍କ ୨୫ ବର୍ଷ ଶାସନ କାଳରେ ଏମିତି ଅନେକ ଦୁର୍ନୀତି ହୋଇଛି । ଯାହାକି ସରକାରୀ ବାବୁମାନଙ୍କ ବ୍ୟବସ୍ଥା ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଛି। ଏଭଳି ଏକ ଦୁର୍ନୀତି ଚିତ୍ର ଗଜପତି ଜିଲା ମୋହନା…
ଆମେରିକାରେ ହେବାକୁ ଥିଲା ବଡ଼ ଆକ୍ରମଣ! ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କଲା…
ନୂଆଦିଲ୍ଲୀ,୩।୧: ଆମେରିକାରେ ହେବାକୁ ଥିବା ଏକ ବଡ଼ ଆକ୍ରମଣ ଟଳି ଯାଇଛି। ଆମେରିକାର ନ୍ୟାୟ ବିଭାଗ ଶୁକ୍ରବାର (ଜାନୁଆରୀ ୨) ଘୋଷଣା କରିଛି ଯେ ଏହା ନବବର୍ଷ ପୂର୍ବ ସନ୍ଧ୍ୟାରେ ଆକ୍ରମଣ ଯୋଜନା ପାଇଁ ଉତ୍ତର କାରୋଲିନାରେ ଜଣେ ଇସଲାମିକ ଷ୍ଟେଟ…
ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ
ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶରେ ଇଲେକ୍ଟ୍ରୋନିକ୍ସ ଉପକରଣର ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ…
ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍, ଗୋଟିକର ଦାମ୍…
ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ ଟଙ୍କାରେ ବିକ୍ରି ହେଉଛି। ଆଶ୍ଚର୍ଯ୍ୟଜନକ ଭାବରେ ସି ଜିନପିଙ୍ଗ ସରକାରଙ୍କ ସରକାରୀ ସଂସ୍ଥାଗୁଡ଼ିକ ମଧ୍ୟ…
ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…
ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି କୌଣସି ପଡ଼ୋଶୀ ଦେଶ ଜାଣିଶୁଣି ଏବଂ ନିରନ୍ତର ଭାବରେ ଆତଙ୍କବାଦକୁ ପ୍ରୋତ୍ସାହିତ କରେ, ତେବେ…
ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ
ଇସଲାମାବାଦ୍,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏହି ଆବିଷ୍କାରକୁ ଦେଶ ପାଇଁ ଏକ ପ୍ରମୁଖ ସଫଳତା ବୋଲି ବର୍ଣ୍ଣନା କରି କହିଛନ୍ତି,…
ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ
ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ସରକାର “ସୋସିଆଲ ସିକ୍ୟୁରିଟି (ସେଣ୍ଟ୍ରାଲ) ରୁଲ୍ସ, ୨୦୨୫” ର ଚିଠା ନିୟମ ଜାରି…
୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍
ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି ଲୋକପ୍ରିୟ ବ୍ୟାଣ୍ଡ ପୁଣିଥରେ ସଙ୍ଗୀତ ଦୁନିଆକୁ ଫେରୁଛି। ଆସନ୍ତା ୨୦ ମାର୍ଚ୍ଚ ୨୦୨୬ରେ ବ୍ୟାଣ୍ଡ୍ର…
ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….
ଭୁବନେଶ୍ବର, ୨/୧: ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ…
ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ
ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ…
IIT ହାଇଦ୍ରାବାଦରେ ଇତିହାସ: ଛାତ୍ରଙ୍କୁ ମିଳିଲା ୨.୫ କୋଟି ଟଙ୍କାର ଚାକିରି ଅଫର୍
ନୂଆଦିଲ୍ଲୀ,୨।୧: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (IIT), ହାଇଦ୍ରାବାଦର ଜଣେ ଛାତ୍ର ଏକ ବିରାଟ ସଫଳତା ହାସଲ କରିଛନ୍ତି। କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂର ଅନ୍ତିମ ବର୍ଷର ୨୧ ବର୍ଷୀୟ ଛାତ୍ର ଏଡୱାର୍ଡ ନାଥନ୍ ଭର୍ଗିସଙ୍କୁ ବାର୍ଷିକ ୨.୫ କୋଟି ଟଙ୍କାର ବ୍ୟୟବହୁଳ…
ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା
ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପଡୋଶୀ ରାଜ୍ୟ ତାମିଲନାଡୁରେ ସତର୍କତା ବଢ଼ାଇ ଦିଆଯାଇଛି। ରୋଗର ପ୍ରସାରକୁ ରୋକିବା ପାଇଁ ସୀମାନ୍ତ…

