Home Middle

ଆମେରିକାରେ ଦୀପାବଳି: ବାଇଡେନଙ୍କ ପୂର୍ବରୁ ଟ୍ରମ୍ପ୍‌ କରିବେ ପାଳନ…

ଓ୍ବାଶିଂଟନ,୧୨।୧୦ : ଦୀପାବଳି ଉତ୍ସବ ପାଇଁ ଭାରତ ତଥା ସମଗ୍ର ବିଶ୍ୱରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆମେରିକୀୟ ନେତାମାନେ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୀପାପଳି…

୨୭ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

ସଂସଦରେ ପ୍ରଥମ ଥର ପାଇଁ ମହିଳା ରୋବୋଟଙ୍କ ଭାଷଣ…

ଲଣ୍ଡନ,୧୨।୧୦ : ବ୍ରିଟେନ ସଂସଦରେ ମଙ୍ଗଳବାର ଏକ ବିଶେଷ ଦିନ ଥିଲା। ପ୍ରକୃତରେ, ପ୍ରଥମ ଥର ପାଇଁ ହ୍ୟୁମାନୋଇଡ ମହିଳା ରୋବୋଟ ସଂସଦକୁ ସମ୍ବୋଧିତ କରିଥିଲେ। ଏହି ଭାଷଣ ଶୁଣି ସମସ୍ତ ସାଂସଦ ଆନନ୍ଦିତ ହୋଇଥିଲେ। କିଛି ସମୟ ପାଇଁ ରୋବୋଟରେ…

ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ ସତର୍କ…

ଔଷଧକୁ ଜହର କରିପାରେ ଏହି ଦୁଇଟି ମିଠା ସ୍ବାଦଯୁକ୍ତ ରାସାୟନିକ ପଦାର୍ଥ,କର୍ନାଟକ ସରକାରଙ୍କ ଚେତାବନୀ…

ବେଙ୍ଗାଲୁରୁ,୧୧।୧୦ : ଭାରତରେ ତିଆରି କଫ ସିରପ ଯୋଗୁଁ ଆଫ୍ରିକୀୟ ଦେଶ ଗାମ୍ବିଆରେ ୬୬ ପିଲାଙ୍କ ମୃତ୍ୟୁକୁ ନେଇ ସମସ୍ୟା ଲାଗି ରହିଛି। ବର୍ତ୍ତମାନ ଔଷଧ ପ୍ରସ୍ତୁତିରେ ଦୁଇଟି ରାସାୟନିକ ପଦାର୍ଥ ବ୍ୟବହାରକୁ ନେଇ ଚିନ୍ତା ପ୍ରକଟ କରାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ…

ଭାରତର ବିକାଶ ହାର ହ୍ରାସ କଲା ଆଇଏମଏଫ୍‌…

ନୂଆଦିଲ୍ଲୀ,୧୧।୧୦ : ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ମଙ୍ଗଳବାର ଭାରତର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପୂର୍ବାନୁମାନକୁ ୬.୮ପ୍ରତିଶତକୁ ହ୍ରାସ କରିଛି। ଏହା ସହିତ ଆଇଏମଏଫ ବିଶ୍ୱସ୍ତରୀୟ ଏଜେନ୍ସିରେ ମଧ୍ୟ ଯୋଗ ଦେଇଛି ଯେଉଁମାନେ ଭାରତର ଜିଡିପି ହାରର ପୂର୍ବାନୁମାନକୁ ହ୍ରାସ କରିଛନ୍ତି।…

ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣକୁ ନିନ୍ଦା କଲେ ଜୟଶଙ୍କର…

ମେଲବୋର୍ନ,୧୧।୧୦ : ଭାରତ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଅଷ୍ଟ୍ରେଲିଆ ଗସ୍ତ ସମୟରେ ୟୁକ୍ରେନ ଉପରେ ହୋଇଥିବା କ୍ଷେପଣାସ୍ତ୍ର ଆକ୍ରମଣକୁ ନିନ୍ଦା କରିଛନ୍ତି। ରୁଷିଆର ଏହି କାର୍ଯ୍ୟକଳାପକୁ ନେଇ ସେ ଉଦବେଗ ପ୍ରକାଶ କରି କହିଛନ୍ତି ଯେ ୟୁକ୍ରେନ ବିବାଦ କାହାର…

ମେଟାକୁ ଆତଙ୍କବାଦୀ ତାଲିକାଭୁକ୍ତ କଲା ରୁଷିଆ…

ମସ୍କୋ,୧୧।୧୦ : ମାର୍କ ଜୁକରବର୍ଗଙ୍କ କମ୍ପାନୀ ମେଟା ବିରୋଧରେ ରୁଷିଆ କଠୋର ପଦକ୍ଷେପ ନେଇଛି । ରୁଷିଆ ଏହାକୁ ଆତଙ୍କବାଦୀ ତଥା ଉଗ୍ରବାଦୀ ସଂଗଠନ ତାଲିକାଭୁକ୍ତ କରିଛି। ମେଟା ହେଉଛି ଫେସବୁକ ଏବଂ ଇନଷ୍ଟାଗ୍ରାମର ପ୍ୟାରେଣ୍ଟ କମ୍ପାନୀ। ଚଳିତ ବର୍ଷ ମାର୍ଚ୍ଚ…

ବନ୍ୟା ପରେ ବ୍ୟାପିଲା ମେଲେରିଆ, ଭାରତଠାରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବ ପାକିସ୍ତାନ…

ଇସଲାମାବାଦ,୧୧।୧୦ : ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଅଟକି ରହିବାରୁ ପାକିସ୍ତାନରେ ବର୍ତ୍ତମାନ ବିଭିନ୍ନ ଜଳ ବାହିତ ରୋଗରେ ବହୁ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟୁଛି। ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ପରିସ୍ଥିତି ନିୟନ୍ତ୍ରଣ ବାହାରାକୁ ଚାଲିଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ…

ଓଡ଼ିଶାକୁ ବଢ଼ୁଛି ବାତ୍ୟା ଭୟ: ପୁରୀ ନଚେତ ପାରାଦୀପଠାରେ ପିଟି ହେବା ନେଇ ଆଶଙ୍କା

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ବଢ଼ିବାରେ ଲାଗିଛି ବାତ୍ୟା ଭୟ। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ବାତ୍ୟା ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ପିଟି ହେବା ନେଇ ଆଶଙ୍କା ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ସୂଚନା ଅନୁଯାୟୀ ,…

ଶ୍ରୀ ମହାକାଳ ଲୋକ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ…

ଉଜ୍ଜୟନୀ,୧୧।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ଜୟନୀରେ ଶ୍ରୀ ମହାକାଳେଶ୍ୱର ମନ୍ଦିରରେ ଶ୍ରୀ ମହାକାଳ ଲୋକର ଲୋକାର୍ପଣ କରିଛନ୍ତି। ଏଣିକି ଶ୍ରଦ୍ଧାଳୁ ଶ୍ରୀ ମହାକାଳ ଲୋକରେ ଭଗବାନ ଶିବଙ୍କର ବିଭିନ୍ନ ରୂପ ଦେଖିବାର ସୌଭାଗ୍ୟ ଲାଭ କରିବେ। ପ୍ରଭୁ ମହାକାଳଙ୍କୁ ପୂଜାର୍ଚ୍ଚନା…

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜକୁ ଟିମ୍‌ ଇଣ୍ଡିଆ ୨-୧ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳ ୧୯.୧ ଓଭରରେ ୩ ଓ୍ବିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?