ଶିନ୍ଦେଙ୍କ ନିର୍ବାଚନୀ ଚିହ୍ନ ଦୁଇଟି ଖଣ୍ଡା ସହ ଢାଲ …
ମୁମ୍ବାଇ,୧୧।୧୦ : ନିର୍ବାଚନ ଆୟୋଗ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳକୁ ବାଲାସାହେବଚି ଶିବସେନା ନାମ ଦେଇଥିଲେ। ମଙ୍ଗଳବାର ଦଳର ନିର୍ବାଚନୀ ଚିହ୍ନ ଭାବେ ଦୁଇଟି ଖଣ୍ଡା ସହ ଢାଲ ପ୍ରଦାନ କରିଛନ୍ତି। ମହାରାଷ୍ଟ୍ରର ଅନ୍ଧେରୀ ଉପନିର୍ବାଚନରେ ଶିନ୍ଦେ ଏବଂ ଉଦ୍ଧବ ଠାକରେ…
ଜମ୍ମୁ-କଶ୍ମୀରରେ ବିୟର ବିକ୍ରି ନେଇ ଉପରାଜ୍ୟପାଳଙ୍କୁ ଘେରିଲା ଭାଜପା…
ଶ୍ରୀନଗର,୧୧।୧୦ : ଜମ୍ମୁ-କଶ୍ମୀରରେ ଡିପାର୍ଟମେଣ୍ଟାଲ ଷ୍ଟୋରରେ ବିୟର ବିକ୍ରିକୁ ନେଇ ଭାଜପା ପକ୍ଷରୁ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଘେରିବା ଆରମ୍ଭ ହୋଇଛି। ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା କହିଛନ୍ତି ସରକାରଙ୍କୁ ହିନ୍ଦୁଙ୍କର ଧାର୍ମିକ ଭାବନା ପ୍ରତି…
ମହନ୍ତ କରଶନ ଦାସ ବାପୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ: ୨୦୨୩-୨୪ରେ ଆସିବ ଅନାହାର ମୃତ୍ୟୁ, କରିଛନ୍ତି ଭବିଷ୍ୟବାଣୀ…
ରାଜକୋଟ,୧୧।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟ ଗସ୍ତର ତୃତୀୟ ଦିନରେ ରାଜକୋଟର ଜମକନ୍ଦୋରାନାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମହନ୍ତ କରଶନ ଦାସ ବାପୁଙ୍କୁ ମଧ୍ୟ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି। ଭୈସନରେ ପରବ ଧାମ ସାଧୁଙ୍କ…
ଭୂପେଶ ବଘେଲା ସୋନିଆଙ୍କ ଏଟିଏମ୍ କାର୍ଡ, ରମଣ ସିଂଙ୍କ କଟାକ୍ଷ…
ରାୟପୁର,୧୧।୧୦ : ମଙ୍ଗଳବାର ସକାଳୁ ଛତିଶଗଡ଼ରେ ଇଡି ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହାକୁ ନେଇ ଛତିଶଗଡରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲା ଏହାକୁ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ବୋଲି କହିଛନ୍ତି। ଏହାର ଜବାବରେ ପୂର୍ବତନ…
୨୭.୧ ଓଭରରେ ଦକ୍ଷିଣ ଆଫ୍ରିକା ଅଲ୍ ଆଉଟ, ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୦୦…
ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଉଭୟ ଦଳ ବର୍ତ୍ତମାନ ସିରିଜରେ ୧-୧ରେ ବିଜୟୀ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ କରି…
ଶିନ୍ଦେ-ଉଦ୍ଧବଙ୍କ ଲଢ଼େଇ ଦେଖି ଥକି ଗଲେଣି ଲୋକେ, ରାଜ ଠାକ୍ରେଙ୍କ କଟାକ୍ଷ…
ମୁମ୍ବାଇ,୧୧।୧୦ : ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ଜାରି ରହିଥିବା ଲଢ଼େଇ ଦେଖି ଲୋକମାନେ ଥକି ଗଲେଣି। କେତେକ…
ତାନ୍ତ୍ରିକଙ୍କ ପରାମର୍ଶରେ ଦଳର ନାମ ପରିବର୍ତ୍ତନ କରିଛନ୍ତି କେସିଆର, ସୀତାରମଣଙ୍କ ସମାଲୋଚନା ନେଇ ଇସିଙ୍କ ଦ୍ୱାରସ୍ଥ ହେଲା ବିଆରଏସ…
ହାଇଦ୍ରାବାଦ,୧୧।୧୦ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ଦଳ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଆୟୋଗ(ଇସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜ୍ୟ ଭାଜପା ମୁଖ୍ୟ ବଣ୍ଡି ସଞ୍ଜୟ କୁମାର ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା ରୁଜୁ କରିବାକୁ…
ଗୁଜରାଟ: ୧୩୦୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବାର ଲୋକାର୍ପଣ କଲେ ମୋଦି
ଅହମଦାବାଦ,୧୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଅହମଦାବାରେ ସିଭିଲ ହସ୍ପିଟାଲରେ ପ୍ରାୟ ୧୩୦୦ କୋଟି ଟଙ୍କାର ବିଭିନ୍ନ ସ୍ୱାସ୍ଥ୍ୟସେବା ସହ ଜଡିତ ସୁବିଧାର ଲୋକାର୍ପଣ କରିବା ସହ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହାସହ ମୋଦି କହିଛନ୍ତି,…
ମୁଲାୟମଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ…
ସୈଫଇ,୧୧।୧୦ : ଉତ୍ତରପ୍ରଦେଶର ସୈଫଇର ମେଳା ପଡ଼ିଆରେ ମୁଲାୟମ ସିଂ ଯାଦବଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୁଅ ଅଖିଳେଶ ଯାଦବ ମୁଖାଗ୍ନି ଦେଇଛନ୍ତି। ମୁଲାୟମଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ମୁଲାୟମଙ୍କ ଅନ୍ତିମ ସଂସ୍କାର ତାଙ୍କ ପ୍ରଥମ ସ୍ତ୍ରୀ ମାଳତି…
ପ୍ରଭୁ ମହାକାଳଙ୍କୁ ଜଳାଭିଷେକ କରି ପାରିବେନି ପ୍ରଧାନମନ୍ତ୍ରୀ, କାରଣ ସମ୍ପର୍କରେ ସୂଚନା ଦେଲେ ପୂଜାରୀ…
ଉଜ୍ଜୟନୀ,୧୧।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ଜୟନୀରେ ଶ୍ରୀ ମହାକାଳେଶ୍ୱର ମନ୍ଦିରରେ ଶ୍ରୀ ମହାକାଳ ଲୋକ ର ଲୋକାର୍ପଣ କରିବେ। ଶ୍ରୀ ମହାକାଳ ଲୋକରେ ଶ୍ରଦ୍ଧାଳୁ ଭଗବାନ ଶିବଙ୍କର ବିଭିନ୍ନ ରୂପ ଦେଖିବାର ସୌଭାଗ୍ୟ ଲାଭ କରିବେ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…
ଓମିକ୍ରନର ବିଏଫ୍.୭, ବିଏ.୫.୧.୭ସବ୍-ଭାରିଆଣ୍ଟ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଚେତାବନୀ…
ବେଜିଂ,୧୧।୧୦: ଓମିକ୍ରନର ବିଏଫ୍.୭ ଏବଂ ବିଏ.୫.୧.୭ ସବ୍-ଭାରିଆଣ୍ଟ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ପକ୍ଷରୁ ଏକ ଚେତାବନୀ ଦିଆଯାଇଛି। କୁହାଯାଇଛି ଯେ ଏହି ଦୁଇ ଭାରିଆଣ୍ଟ ଶୀଘ୍ର ଏକ ନୂତନ ଭାରିଆଣ୍ଟ ସୃଷ୍ଟି କରିବାର ଆଶଙ୍ତକା ରହିଛି। ବିଶେଷଜ୍ଞ କହିଛନ୍ତି ଯେ ଯଦି…
ଚାଇନାରେ ଓମିକ୍ରନର ଦୁଇ ସବ୍-ଭାରିଆଣ୍ଟ ନେଇ ହାହାକାର…
ବେଜିଂ,୧୧।୧୦ : ଚାଇନାରେ କମ୍ୟୁନିଷ୍ଟ ପାର୍ଟିର ଜାତୀୟ କଂଗ୍ରେସ ବୈଠକ ପୂର୍ବରୁ ପୁଣି ଥରେ କରୋନାଙ୍କର ଏକ ନୂଆ ଭାରିଆଣ୍ଟ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଓମିକ୍ରନର ଦୁଇଟି ନୂତନ ସବ୍-ଭାରିଆଣ୍ଟ ଚିହ୍ନଟ ହୋଇଛି। ସେଗୁଡିକୁ ବିଏଫ୍.୭ ଏବଂ ବିଏ.୫.୧.୭…

