Home Middle

ଦେଶର ୫୦ତମ ପ୍ରଧାନ ବିଚାରପତି ହେବେ ଡି.ଓ୍ବାଇ. ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୧୧।୧୦: ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୁଡ ଦେଶର ୫୦ ତମ ପ୍ରଧାନ ବିଚାରପତି ହେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବରେ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ ଚନ୍ଦ୍ରଚୁଡଙ୍କ ନାମ ପଠାଇଛନ୍ତି। ନଭେମ୍ବର ୨ ରେ ଚନ୍ଦ୍ରଚୁଡ…

ସମ୍ଭାବ୍ୟ ବାତ୍ୟା ଲାଗି ପ୍ରସ୍ତୁତ ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟାପ୍ରବଣ ହୋଇ ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ସହିତ ଅକ୍ଟୋବର ଓ ନଭେମ୍ବରରେ ରାଜ୍ୟରେ ଭୀଷଣ ବାତ୍ୟା ଅନୁଭୂତ ହୁଏ। ବେଳେବେଳେ ଏହା ଡିସେମ୍ବର ୧୫ ପର୍ଯ୍ୟନ୍ତ…

ଅଭାବରୁ ପଶିଛି ଚିନ୍ତା

ଯାଜପୁର ଅଫିସ/ପୁରୀ ଅଫିସ,୧୧ା୧୦:ରାଜ୍ୟର ପୁରୀ ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ୨୦ଟି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏହି କାର୍ଯ୍ୟ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ ବା ଓଡ଼ିଶା ବ୍ରିଜ ଆଣ୍ଡ କନ୍‌ଷ୍ଟ୍ରକ୍ସନ କର୍ପୋରେଶନ ଲିମିଟେଡ(ଓବିଆଣ୍ଡସିସି)କୁ ଦାୟିତ୍ୱ ଦିଆଯାଇଛି। ହେଲେ…

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ମିଳିତ ଜାତିସଂଘ ବୈଠକରେ ୟୁକ୍ରେନ୍ କହିଲା ‘ଆତଙ୍କବାଦୀ ଦେଶ’

କିଭ,୧୧ ।୧୦: ଦୀର୍ଘ ପ୍ରାୟ ୮ ମାସ ହେବ ଲାଗି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ସୋମବାର ମିଳିତ ଜାତିସଂଘ ବୈଠକରେ ୟୁକ୍ରେନ ରୁଷିଆ ଉପରେ କଡା ଟିପ୍ପଣି ଦେଇ ତାକୁ ’ଆତଙ୍କବାଦୀ ଦେଶ’ ବୋଲି କହିଛି । ୟୁକେନ୍ ଉପରେ…

ମଶାଲ ଚିହ୍ନରେ ସନ୍ତୁଷ୍ଟ ଉଦ୍ଧବ ଗୋଷ୍ଠୀ: କହିଲେ, ଏହା ଏକ ବଡ଼ ବଜୟ

ନୂଆଦିଲ୍ଲୀ,୧୦।୧୦: ମହାରାଷ୍ଟ୍ରରେ ରାଜନୀତିରେ ନିର୍ବାଚନୀ ଚିହ୍ନକୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ଶିବସେନାର ଉଦ୍ଧବ ଠାକ୍‌ରେଙ୍କୁ ନିର୍ବାଚନ କମିଶନ(ଇସି) ସୋମବାର ‘ମଶାଲ’ ଚିହ୍ନ ପ୍ରଦାନ କରିଛନ୍ତି। ତ୍ରିଶୂଳ ଚିହ୍ନ ସହ ଧର୍ମୀୟ ସଂଯୋଗ ଥିବାରୁ ଏବଂ ଉଦିତ ସୂର୍ଯ୍ୟ ଡିଏମ୍‌କେର ଚିହ୍ନ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ଉଦ୍ଧବ ଗୋଷ୍ଠୀ

ନୂଆଦିଲ୍ଲୀ,୧୦।୧୦: ଶିବସେନାର ନାମ ଓ ପ୍ରତୀକ ଉପରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଦିଲ୍ଲୀ ହାଇକୋର୍ଟରେ ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଚ୍ୟାଲେଞ୍ଜ କରିଛନ୍ତି। ନିର୍ବାଚନ ଆୟୋଗର ନିଷ୍ପତ୍ତିକୁ ସ୍ଥଗିତ ରଖିବାକୁ ଠାକରେଙ୍କ ଗୋଷ୍ଠୀ ଦାବି କରିଛନ୍ତି। ଅକ୍ଟୋବର ୮ରେ ନିର୍ବାଚନ ଆୟୋଗ ଶିବସେନାର…

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ

ସ୍ବିଡେନ୍‌,୧୦।୧୦: ରୟାଲ ସ୍ବିଡେନ ଏକାଡେମୀ ଅଫ ସାଇନ୍ସେସ ଅର୍ଥନୀତି ପାଇଁ ୨୦୨୨ ନୋବେଲ ପୁରସ୍କାର ଘୋଷଣା କରିଛି। ବେନ ଏସ ବର୍ନାଙ୍କେ, ଡଗଲାସ ଡବ୍ଲୁ ଡାଇମଣ୍ଡ ଏବଂ ଫିଲିପ ଏଚ ଡାଏବୱିଗଙ୍କୁ ବ୍ୟାଙ୍କ ଏବଂ ଆର୍ଥିକ ସଙ୍କଟ ଉପରେ ଗବେଷଣା ପାଇଁ…

କ୍ରିମିଆ ବ୍ରିଜ ବିସ୍ଫୋରଣ ପରେ ଅସ୍ଥିର ହୋଇ ଉଠିଛି ରୁଷିଆ, ୟୁକ୍ରେନ୍ ଉପରେ ପକାଇଲା ୭୫ ମିଶାଇଲ, ଗୁଇନ୍ଦା ଏଜେନ୍ସିର ହେଡକ୍ୱାଟରକୁ ବି ଟାର୍ଗେଟ

ମସ୍କୋ,୧୦ ।୧୦: ରୁଷିଆ ଅଧିନରେ ଥିବା କ୍ରିମିଆ ଉପଦ୍ୱୀପର ଏକ ପୋଲକୁ ବିସ୍ଫୋରଣରେ ଉଡାଇ ଦିଆଯିବା ପରେ ଏବେ ଅଧିକ ଆକ୍ରମକ ହୋଇଯାଇଛି ରୁଷିଆ । ରୁଷିଆ ଏହାର ଜବାବରେ ୟୁକ୍ରେନର ଅଧିକାଂଶ ଅଞ୍ଚଳରେ ମିଶାଇଲ ମାଡ କରିଛି । କୁହାଯାଉଛି…

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୧୦ : ଗାଈକୁ ଜାତୀୟ ପ୍ରାଣୀ ବୋଲି ଘୋଷଣା କରିବାକୁ ହୋଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏଭଳି ଆଭିମୁଖ୍ୟ ପରେ ଆବେଦନକାରୀ ଏହି ଆବେଦନ ପ୍ରତ୍ୟାହାର କରିଛନ୍ତି। ଶୁଣାଣି ସମୟରେ ଜଷ୍ଟିସ ସଞ୍ଜୟ କିଶାନ…

ଗେହଲଟ ସମର୍ଥକ ୩ ନେତାଙ୍କୁ ଚେତାବନୀ, ୪୮ ଘଣ୍ଟାରେ ଜବାବ ନଦେଲେ କାର୍ଯ୍ୟାନୁଷ୍ଠାନ…

ଜୟପୁର,୧୦।୧୦ : କଂଗ୍ରେସ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦଳର ତିନି ନେତାଙ୍କୁ ୪୮ ଘଣ୍ଟାର ଚେତାବନୀ ଦେଇଛି ଏବଂ ତୁରନ୍ତ ଏହାର ଜବାବ ଦେବାକୁ କହିଛି। ଯଦି ସେମାନେ ସେମାନଙ୍କର ଉତ୍ତର ଦାଖଲ ନ କରନ୍ତି ତେବେ ଦଳର ଶୃଙ୍ଖଳା…

କ୍ରିମିୟା ବିଜ୍‌ ବିସ୍ଫୋରଣ ପାଇଁ ୟୁକ୍ରେନ୍‌କୁ ଦାୟୀ କଲା ରୁଷିଆ, କହିଲା ଏହା ଆତଙ୍କବାଦୀ କାର୍ଯ୍ୟ…

ମସ୍କୋ,୧୦।୧୦ : ରୁଷିଆ-କ୍ରିମିୟାକୁ ସଂଯୋଗ କରୁଥିବା କର୍ଚ ରେଳ-ରୋଡ ବ୍ରିଜ ବିସ୍ଫୋରଣକୁ ନେଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅନୁସନ୍ଧାନକାରୀ ଦଳଙ୍କ ସହ ଏକ ବୈଠକ କରିଛନ୍ତି। ପୁଟିନ ଏହି ଆକ୍ରମଣର ସମସ୍ତ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଆଲେକ୍ସଜାଣ୍ଡାର୍‌…

ଯୁଦ୍ଧ ପୁଣି ଜୋରଦାର: କ୍ୱିଭ୍‌ରେ କ୍ଷେପଣାସ୍ତ୍ର ପକାଇଲା ରୁଷିଆ…

କ୍ୱିଭ୍‌,୧୦।୧୦ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ପୁଣି ଜୋରଦାର ହୋଇଛି। ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ରୁଷିଆ ପକ୍ଷରୁ ଜୋରଦାର କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ଏଠାରେ ପ୍ରଚଣ୍ଡ ଶବ୍ଦ ସହିତ ଉଚ୍ଚ ବିସ୍ଫୋରଣ ଶୁଣାଯିବାର କୁହାଯାଉଛି। ଏହି ବିସ୍ଫୋରଣ ପରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?