Home Middle

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ଟୁଇଟ, କ୍ଷମା ମାଗିବା ଦାବି କଲା ଭାଜପା…

ନୂଆଦିଲ୍ଲୀ,୬।୧୦ : ଅଧୀର ରଞ୍ଜନ ଚୌଧୁରୀଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ଉଦିତ ରାଜ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ବିବାଦ ସୃଷ୍ଟି କରିଛନ୍ତି। ସେ ମୁର୍ମୁଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ଉଦିତ ରାଜଙ୍କ ଏହି…

ତାଇଓ୍ବାନକୁ ବାରୁଦ ଗଦାରେ ପରିଣତ କରିବାକୁ ଆମେରିକାର ଯୋଜନା…

ତାଇପେ,୬।୧୦ : ଚାଇନାର ଆକ୍ରମଣର ବିପଦକୁ ଦୃଷ୍ଟିରେ ରଖି ଆମେରିକା ନୂଆ ରଣନୀତି ଅନୁସାରେ ତାଇୱାନକୁ ଏକ ବାରୁଦ ଗଦାରେ ପରିଣତ କରିବା ଲାଗି ଯୋଜନା ପ୍ରସ୍ତୁତି ଆରମ୍ଭ କରିଛି। ଆମେରିକା ଯୋଜନା କରିଛି ଯେ ତାଇୱାନରେ ବିପୁଳ ପରିମାଣର ଗୁଳି…

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଉପରେ ବର୍ଷା ସଙ୍କଟ…

ଲକ୍ଷ୍ନୌ,୬।୧୦ : ଟିମ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିଟି ମ୍ୟାଚ ବିଶିଷ୍ଟ ଏକଦିବସୀୟ ମ୍ୟାଚ୍‌ (ଓଡିଆଇ) ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଖେଳାଯିବ। ଏହି ମ୍ୟାଚ ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହେବ।୍‌ ଭାରତୀୟ ସମୟ ଅନୁଯାୟୀ ମ୍ୟାଚ…

ଜାପାନ ଗଣମାଧ୍ୟମ ପ୍ରତିନିଧିଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ,୬।୧୦ : ଜାପାନର ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମ୍ୟାନମାର କୋର୍ଟ ଦ୍ୱାରା ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସରକାର ବିରୋଧୀ ଭିଡିଓ ପ୍ରସ୍ତୁତ କରି ଗଣମାଧ୍ୟମ ପ୍ରତିନିଧି ଜଣକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଜାପାନର କୂଟନୀତିଜ୍ଞ ଗୁରୁବାର ଏହି ସୂଚନା…

ନିର୍ବାଚନରେ ଜୟନ୍ତ-ଅଖିଳେଶଙ୍କୁ କରିବି ସହାୟତା: ସତ୍ୟପାଲ ମଲିକ …

ବାଗପତ,୬।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଆକ୍ରମଣକୁ ତୀବ୍ର କରି ମେଘାଳୟର ରାଜ୍ୟପାଳ ପଦରୁ ଅବସର ନେବା ପରେ ସତ୍ୟପାଲ ମଲିକ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ଆଗାମୀ ନିର୍ବାଚନରେ ସମାଜବାଦୀ ପାର୍ଟି (ଏସପି) ଏବଂ…

ଡିଆରଡିଓର ମାନବ ବିହୀନ ବୋଟ, ସାମୁଦ୍ରିକ ସୀମା ଉପରେ ରଖିବ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ,୬।୧୦ : ଦେଶର ବାୟୁ ମାର୍ଗ ସୀମା ଉପରେ ନଜର ରଖିବା ପାଇଁ ମାନବ ବିହୀନ ଡ୍ରୋନ ନିୟୋଜିତ କରାଯାଇଛି। ସେହିପରି ସାମୁଦ୍ରିକ ସୀମା ଉପରେ ତୀକ୍ଷ୍‌ଣ ନଜର ରଖିବା ପାଇଁ ଏକ ମାନବ ବିହୀନ ବୋଟ ବିକଶିତ କରିବାକୁ ପ୍ରସ୍ତୁତି…

ଉତ୍ତର କୋରିଆକୁ ସୁରକ୍ଷା ପ୍ରଦାନ କରୁଛନ୍ତି ଚାଇନା-ରୁଷିଆ, ଜାତିସଂଘରେ ଆମେରିକାର କଡ଼ା ସମାଲୋଚନା…

ଜେନେଭା,୬।୧୦ : ଦୀର୍ଘ ଦିନ ଧରି ଉତ୍ତର କୋରିଆ କ୍ରମାଗତ ଭାବରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। ନିକଟରେ ଉତ୍ତର କୋରିଆ ଜାପାନ ଉପରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଉତ୍ତର କୋରିଆ ଉପରେ କ୍ରୋଧିତ ଆମେରିକା ମିଳିତ ଜାତିସଂଘରେ ରୁଷିଆ…

୪ ଅପହୃତ ଭାରତୀୟଙ୍କ ମୃତ ଦେହ ମିଳିଲା, ୮ ମାସର ଶିଶୁକନ୍ୟା ବି ସାମିଲ…

ସ୍କ୍ରାମେଣ୍ଟୋ,୬।୧୦ : ଆମେରିକାର କାଲିଫର୍ନିଆର ମର୍ସିଡ ସହରରେ ଅପହୃତ ହୋଇଥିବା ଚାରିଜଣ ଭାରତୀୟ ମୂଳ ଲୋକଙ୍କର ମୃତଦେହ ମିଳିଛି। ମୃତକଙ୍କ ମଧ୍ୟରେ ଭାରତୀୟ ମୂଳ ଦମ୍ପତି ଏବଂ ସେମାନଙ୍କର ଆଠ ମାସର ଶିଶୁ କନ୍ୟା ଓ ସେମାନଙ୍କର ଜଣେ ବନ୍ଧୁ ଅଛନ୍ତି।…

୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୩ ହଜାର ତଳେ ରହିଛି। ଗତ ୨୪…

ଭାରତ ଯୋଡ଼ ଯାତ୍ରାରେ ସୋନିଆ ସାମିଲ…

ବେଙ୍ଗାଲୁରୁ,୬।୧୦ : ଦୁଇ ଦିନିଆ ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ପୁଣି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ପ୍ରଥମ ଥର ପାଇଁ ଏହି ପଦଯାତ୍ରାରେ…

ଭାରତୀୟ କଫ୍‌ ସିରପ୍‌ ନେଇ ସତର୍କ ସୂଚନା ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୬।୧୦ : ଭାରତୀୟ କମ୍ପାନୀ ମେଡେନ ଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ପ୍ରସ୍ତୁତ ଚାରୋଟି କଫ୍‌ ଏବଂ ଥଣ୍ଡା ସିରପ୍‌କୁୁ ନେଇ ବିଶ୍ୱ ସୱାସ୍ଥ୍ୟ ସଂଗଠନ ଏକ ସତର୍କ ସୂଚନା ଜାରି କରିଛି। ସଂଗଠନ କହିଛି ଯେ ଏହି କଫ୍‌ ସିରପ୍‌ ଗାମ୍ବିଆ ଦେଶରେ…

ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ୩ ଭାରତୀୟ…

ନୂଆଦିଲ୍ଲୀ/ଷ୍ଟକହୋମ,୬।୧୦ : ଅକ୍ଟୋବର ୭ ଶୁକ୍ରବାର ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯିବ। ଏହାପୂର୍ବରୁ କିଛି ରିପୋର୍ଟ ସାମ୍ନାକୁ ଆସିଛି। ଯେଉଁଥିରେ କୁହାଯାଇଛି ଯେ ଏହି ପୁରସ୍କାର ପାଇଁ ତିନିଜଣ ଭାରତୀୟ ଦୌଡ଼ରେ ଅଛନ୍ତି। ସେମାନଙ୍କୁ ଶାନ୍ତି ପୁରସ୍କାର ପାଇଁ ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?