Home Middle

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଅତ୍ୟନ୍ତ କମ୍‌ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ…

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। କହିଛନ୍ତି, ଦାୟିତ୍ୱ ଗ୍ରହଣ ପରେ ମୁଁ ପ୍ରଥମେ ପୁରୀ…

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ ଏବଂ କଶ୍ମୀରର ପୁଞ୍ଚରେ ଏକ ପାକିସ୍ତାନୀ ଡ୍ରୋନ ଦେଖାଯାଇଛି। ଡ୍ରୋନ ଦେଖାଯିବା ପରେ ସେନା…

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି କାର୍‌ ଅଟକିଯାଇଛି। ଜଣେ ଯୁବକ ମଧ୍ୟ ଭସାପୋଲରୁ ଖସିପଡିଛନ୍ତି।…

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ ସେମାନଙ୍କର ପରମାଣୁ ସ୍ଥାନ ବିଷୟରେ ସୂଚନା ମିଳିବ। ଏହି ପରମ୍ପରା ଗତ 34 ବର୍ଷ…

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସଙ୍ଗୀତ ସୋମ ଶାହରୁଖଙ୍କ ବିରୋଧରେ ଏକ କଠୋର ମନ୍ତବ୍ୟ…

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା ସିଧାସଳଖ ସେମାନଙ୍କ ପକେଟ ଉପରେ ପ୍ରଭାବ ପକାଇବ। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରେ LPG ଗ୍ୟାସ…

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ ହ୍ରାସ କରିଥିବା ବେଳେ, ଗ୍ୟାସ ସିଲିଣ୍ଡରର ମୂଲ୍ୟ ମଧ୍ୟ ବୃଦ୍ଧି କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା…

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଏକ କଠୋର ଚେତାବନୀ ଦେଇ କହିଛନ୍ତି, ପାକିସ୍ତାନର କ୍ଷେତ୍ରୀୟ ଅଖଣ୍ଡତାର ଯେକୌଣସି…

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭୟାଭୟତା ବଢିଯାଇଛି। ଏହି ଅଭିଯୋଗକୁ ୟୁକ୍ରେନ ପ୍ରଥମେ ଖଣ୍ଡନ କରିଦେବା ପରେ ରୁଷିଆ ଏହାର…

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି । ଏହାର କେନ୍ଦ୍ରସ୍ଥଳ ଦ୍ୱୀପରୁ ୯୧ କିଲୋମିଟର ପୂର୍ବରେ ଅବସ୍ଥିତ ଥିଲା। ଏହାର ଗଭୀରତା ୧୯.୩…

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଚାରିଟି ପ୍ରମୁଖ ସହରର ବାୟୁ ଗୁଣବତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?