Home Middle

ହିଜାବ ବିରୋଧରେ ଇରାନୀ ମହିଳା…

ତେହେରାନ,୧୪।୭ : ଇସଲାମ ଦେଶ ଇରାନରେ ମହିଳାମାନେ ହିଜାବକୁ ଦୃଢ଼ ବିରୋଧ କରିବା ଆରମ୍ଭ କରିଛନ୍ତି। ସରକାରଙ୍କ ଦ୍ୱାରା ଦେଶରେ ହିଜାବ ଏବଂ ଶୁଦ୍ଧତା ଦିବସ ପାଳନ କରାଯାଉଥିଲା ବେଳେ ରାସ୍ତାରେ ଯାଇଥିବା ମହିଳାମାନେ କଡା ନିୟମକୁ ବିରୋଧ କରି ହିଜାବ…

ବୈଶ୍ୱିକ ଲିଙ୍ଗଗତ ବ୍ୟବଧାନ ରିପୋର୍ଟ:୧୩୫ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୪ା୭: ଭାରତରେ ଲିଙ୍ଗଗତ ବ୍ୟବଧାନ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି। ଓ୍ବାଲର୍‌ଡ ଇକୋନୋମିକ ଫୋରମ (ଡବ୍ଲ୍ୟୁଇଏଫ୍‌)ର ଜେଣ୍ଡର ଗ୍ୟାପ୍‌ ରିପୋର୍ଟ-୨୦୨୨ରେ ୧୪୬ ଦେଶ ମଧ୍ୟରୁ ଭାରତ ୧୩୫ ତମ ସ୍ଥାନରେ ରହିଛି। ୦ରୁ ୧ ସ୍କେଲରେ ଭାରତର ସ୍କୋର ୦.୬୨୯ ରହିଛି।…

ଶ୍ରୀଲଙ୍କା ସଙ୍କଟ: ଡାକ୍ତର କହିଲେ ରୋଗଠାରୁ ଦୂରେଇ ରୁହନ୍ତୁ, ଆହତ ହୁଅନ୍ତୁ ନାହିଁ

କଲମ୍ବୋ,୧୪ ।୭: ଆର୍ଥିକ ସଙ୍କଟର ଶିକାର ହୋଇଥିବା ଶ୍ରୀଲଙ୍କାର ମେଡିକାଲ ଢାଞ୍ଚା ବି ଏବେ ବଦଳିବାରେ ଲାଗିଛି । ହସ୍ପିଟାଲରେ କିଡ୍‌ନୀ, କ୍ୟାନସର ଭଳି ଜଟିଳ ସମସ୍ୟାରେ ପୀଡିତ ଥିବା ରୋଗୀଙ୍କ କଥା ପଚାରେ କିଏ, କାରଣ ସାଧାରଣ ରୋଗ ପାଇଁ…

ବିପର୍ଯ୍ୟୟ ଆଣିଲା ମୌସୁମୀ ବର୍ଷା

ମୁମ୍ବାଇ/ଅହମ୍ମଦାବାଦ ୧୪ା୭: ଦେଶର ବିଭିନ୍ନ ସ୍ଥାନର ମୌସୁମୀଜନିତ ବର୍ଷା ଜଳପ୍ରଳୟ ସୃଷ୍ଟି କରିଛି। ଏକାଧିକ ରାଜ୍ୟରେ ବନ୍ୟା ଯୋଗୁ ଶତାଧିକ ଜୀବନ ହାନି ହେବା ସହ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଗତ ୧୦ ଦିନରେ ମହାରାଷ୍ଟ୍ରରେ…

ଭିଡ଼ ଅଣାୟତ୍ତ, ସେନା ନରମ

କଲମ୍ବୋ/ନୂଆଦିଲ୍ଲୀ,୧୪ା୭: ଗୃହଯୁଦ୍ଧ ମୁହଁ। କଲମ୍ବୋ ଆକାଶରେ ଉଡ଼ୁଥିଲା ସେନା ହେଲିକପ୍ଟର। ଅଣାୟତ୍ତ ଭିଡ଼କୁ ନିୟନ୍ତ୍ରଣ ପାଇଁ ସୈନ୍ୟ ଛାଡ଼ୁଥିଲେ ତୁହାକୁ ତୁହା ଲୁହବୁହା ବାଷ୍ପ। ଉତ୍ତ୍ୟକ୍ତ ଜନତା ରଡ଼ି ଛାଡ଼ୁଥିଲେ ‘ରାନିଲ ଗୋ ହୋମ୍‌’। ଟିଅର୍‌ ଗ୍ୟାସ୍‌ରେ ବିକ୍ଷୋଭକାରୀଙ୍କ ଆଖି ପୋଡ଼ିଲେ…

ଜାଣନ୍ତି କାହା ସହାୟତାରେ ରାତାରାତି ମାଳଦ୍ୱୀପ ପଳାଇଲେ ଗୋଟାବାୟା

କଲମ୍ବୋ,୧୩ା୭: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ଏଠାରେ ରାଜନୈତିକ ଉତ୍ତେଜନା ମଧ୍ୟ ଦେଖାଦେଇଛି। ଫଳରେ ଜଣକ ପରେ ଜଣେ ନେତା ଦେଶ ଛାଡୁଛନ୍ତି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ମଧ୍ୟ ତାଙ୍କ ପରିବାର ସହିତ ରାତାରାତି…

ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ

ଇସ୍ତାନବୁଲ,୧୩।୭: ତୁର୍କୀର ଇସ୍ତାନବୁଲରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଜାରି ରହିଛି। ଯଦି ଏହି କଥାବାର୍ତ୍ତା ସଫଳ ହୁଏ, ତେବେ ସମଗ୍ର ବିଶ୍ୱରେ ଖାଦ୍ୟ ସାମଗ୍ରୀ ବୃଦ୍ଧି ସମସ୍ୟାରୁ କିଛିଟା ମୁକ୍ତି ମିଳିବ। ମିଳିତ ଜାତିସଂଘ ଏବଂ…

‘ମୋ ନାଁରେ କରାଯାଉଛି ଅପପ୍ରଚାର’

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀଙ୍କୁ ନେଇ ପାକିସ୍ତାନୀ ଖବରଦାତା ନୁସରତ ମିର୍ଜା କରିଥିବା ଦାବି ଭାରତୀୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏନେଇ ବୁଧବାର ଅନସାରୀ ଏକ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ମୁଁ ତାଙ୍କୁ କେବେ ଡାକିଥିଲି ନା…

ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଥିବା ପୁରୀ ଜିଲା ନିମାପଡ଼ା ସବ୍‌ଡିଭିଜନ୍‌ର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସେ ତାଙ୍କ…

ଇଣ୍ଡିଗୋ ପରେ ଏବେ ଆଉ ଏକ ବିମାନର କର୍ମଚାରୀ ସାମୂହିକ ଛୁଟିରେ

ନୂଆଦିଲ୍ଲୀ,୧୩ା୭: ବିମାନ କମ୍ପାନୀଗୁଡିକର ଆୟ ହ୍ରାସ ହେତୁ ୨ ବର୍ଷ ପୂର୍ବେ କର୍ମଚାରୀଙ୍କ ବେତନ ହ୍ରାସର ପ୍ରଭାବ ବର୍ତ୍ତମାନ ଦେଖାଯାଉଛି। ଅନେକ କମ୍ପାନୀର କର୍ମଚାରୀମାନେ ଏଥିରେ ଅସନ୍ତୁଷ୍ଟ ଏବଂ ଦରମା ବୃଦ୍ଧି କରିବାକୁ ଦାବି କରୁଛନ୍ତି। ଏଥିପାଇଁ ସେମାନେ ବିଭିନ୍ନ ପଦ୍ଧତି…

ବିପଦ ଟଳିନି, ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତ। ବର୍ତ୍ତମାନ ସମୟକୁ…

ସରକାରଙ୍କ ବଡ଼ ଘୋଷଣା: ଜୁଲାଇ ୧୫ରୁ ମାଗଣା ବୁଷ୍ଟର୍‌ ଡୋଜ୍‌

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ସଂକ୍ରମଣର ବୃଦ୍ଧି ମଧ୍ୟରେ ବୁଧବାର ମୋଦି କ୍ୟାବିନେଟ ଏକ ବଡ଼ ନିଷ୍ପତ୍ତି ନେଇଛି। ୧୮-୫୯ ବର୍ଷ ବୟସର ଲୋକଙ୍କୁ କୋଭିଡ ବୁଷ୍ଟର ଟିକା ମାଗଣାରେ ଯୋଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri