ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍ ଉପରେ ଆକ୍ରମଣ କଲା ଇରାନ
ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇଙ୍କ ପୁଅ ଦାୟିତ୍ୱ ନେବା ପରେ ରକ୍ତମୁଖା ହୋଇଛି…
Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!
ତେହରାନ୍,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଇରାନର ସୁପ୍ରିମ ଲିଡର…
Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ
ତେହରାନ୍,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ ଶୋକ ପାଳନ ଘୋଷଣା କରାଯାଇଛି। ଏହି ସମୟରେ, ଇରାନର ନୂତନ ସର୍ୱୋଚ୍ଚ ନେତା…
ଦୁବାଇରେ ଫସିଛନ୍ତି ପିଭି ସିନ୍ଧୁ: ଏକ୍ସରେ ପୋଷ୍ଟ କରି କହିଲେ…
ଦୁବାଇ,୩।୧: ତେହେରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ କରିଥିଲେ। ପରେ ଏହାର ଜବାବ ଇରାନ ମଧ୍ୟ ଦେଇଛି । ଇରାନ ଦୁବାଇର ବିଳାସପୂର୍ଣ୍ଣ ହୋଟେଲ, ପାମ ଜୁମୈରା ଦ୍ବୀପ ଓ ଦୁବାଇର ବ୍ୟସ୍ତବହୁଳ ବିମାନବନ୍ଦର ଉପରେ ଭୟଙ୍କର ଆକ୍ରମଣ…
LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…
ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ ମୁଦ୍ରାସ୍ଫୀତିର ଶିକାର ହୋଇଛନ୍ତି। ଦିଲ୍ଲୀରୁ ପାଟନା ପର୍ଯ୍ୟନ୍ତ ବାଣିଜ୍ୟିକ ଏଲପିଜି ଗ୍ୟାସ୍ ସିଲିଣ୍ଡରର…
ରାଜ୍ୟ ସଭା: କମନ୍ ପ୍ରାର୍ଥୀ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୧।୩(ସୁନିତ୍ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ ସଭା ପାଇଁ ୨ ଜଣ ପ୍ରାର୍ଥୀଙ୍କ ନାଁ ଦଳର ସଭାପତି ନବୀନ ପଟ୍ଟନାୟକ…
ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ
ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହି ଆକ୍ରମଣରେ ଖାମନେଇଙ୍କ ମୃତ୍ୟୁ ଦାବି କରି…
ଆମେରିକା-ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ପରଲୋକ
ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଆମେରିକୀୟ ସୂତ୍ର ଅନୁଯାୟୀ, ଖାମେନେଇ ସୁରକ୍ଷା ପରିଷଦ ପରାମର୍ଶଦାତା ଅଲି ଶାମଖାନି ଏବଂ ଇସଲାମିକ୍ ରିଭୋଲ୍ୟୁସନରୀ ଗାର୍ଡ ମୁଖ୍ୟ…
ମଧ୍ୟପ୍ରାଚ୍ୟକୁ ଫେରିଲା ଯୁଦ୍ଧ
ଦୁବାଇ/ଜେରୁଜେଲମ୍/ ଓ୍ବାଶିଂଟନ୍/ ନୂଆଦିଲ୍ଲୀ, ୧।୩ (ପି.ଟି./ ଏ.ପି./ ଅଲ୍-ଜଜିରା): ଇସ୍ଲାମିକ୍ ସାଧାରଣତନ୍ତ୍ର ଇରାନ୍ର ଆଣବିକ ସମ୍ବର୍ଦ୍ଧନ କାର୍ଯ୍ୟକ୍ରମକୁ ନେଇ ମୂଳରୁ କ୍ଷୁବ୍ଧ ଥିବା ଆମେରିକା ଏହାକୁ ନିଜ ତଥା ପାଶ୍ଚାତ୍ୟ ଦୁନିଆ ପାଇଁ ଏକ ବଡ଼ ବିପଦ ବୋଲି ବିବେଚନା କରିଥାଏ।…
ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’
ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଏହି ସାମରିକ ଅଭିଯାନର ମୁଖ୍ୟ…
T20 ବିଶ୍ୱକପ୍ରୁ ପାକିସ୍ତାନର ବିଦାୟ: ମ୍ୟାଚ୍ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…
ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ…
ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…
Archives


