ପୁଣି ଆତଙ୍କ ଘନେଇଲା, ୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ…
ନୂଆଦିଲ୍ଲୀ, ୧୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଜଙ୍ଗଲ ନଷ୍ଟରେ ରେକର୍ଡ କରୁଛି ଆମାଜନ
ବ୍ରାସିଲିଆ,୧୨ା୭: ବର୍ତ୍ତମାନ ସମୟରେ ଆମାଜନ ଜଙ୍ଗଲକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହା ପଛର କାରଣ ହେଉଛି ଜଙ୍ଗଲ ନଷ୍ଟ ହେବାର ରେକର୍ଡ ସ୍ତର ବୃଦ୍ଧି। ବ୍ରାଜିଲର ନ୍ୟାଶନାଲ ସ୍ପେସ ରିସର୍ଚ୍ଚ ଏଜେନ୍ସି (INPE) ଅନୁଯାୟୀ, ଜଙ୍ଗଲ ନଷ୍ଟ ହେବା ଏତେ…
ରୁଷିଆକୁ ୧୦୦ ଡ୍ରୋନ୍ ଯୋଗାଇବ ଇରାନ
ତେହରାନ,୧୨ା୭:ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଏହି ସମୟରେ ଇରାନ ରୁଷିଆକୁ ଡ୍ରୋନ୍ ଯୋଗାଇବାକୁ ନିଷ୍ପତ୍ତି ନେଇଛି। ରୁଷିଆ ଏହି ଡ୍ରୋନ୍ଗୁଡ଼ିକୁ ୟୁକ୍ରେନ୍ ବିରୋଧରେ ଯୁଦ୍ଧ ପାଇଁ ବ୍ୟବହାର କରିବ। ଆମେରିକାର ଜଣେ ଅଧିକାରୀ କହିଛନ୍ତି, ୟୁକ୍ରେନ ଯୁଦ୍ଧ…
ଦ୍ରୌପଦୀଙ୍କ ସପକ୍ଷରେ ଯିବା ଅର୍ଥ ନୁହେଁ ଭାଜପାକୁ ସମର୍ଥନ କରିବା: ସଞ୍ଜୟ
ମୁମ୍ବାଇ,୧୨ ।୭: ଶିବସେନାରେ ତୁତୁ ମେମେ ଜାରି ରହିଛି । ଗୋଟିଏ ପଟେ ଦଳର ୪୦ ବିଧାୟକ ପ୍ରଥମେ ଅଲଗା ହୋଇଯାଇଥିବା ବେଳେ ଏବେ ଶିବସେନା ଏମ୍ପିମାନେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ଉଦ୍ଧବ ଠାକରେଙ୍କ ଉପରେ ଚାପ ପକାଉଛନ୍ତି । ଏମାନେ…
ଶେଷରେ ମୁଣ୍ଡ ନୁଆଁଇବେ ଉଦ୍ଧବ ଠାକ୍ରେ!
ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଆପାତତଃ ରାଜି ହୋଇଛନ୍ତି। ଦଳର ଏମ୍ପିଙ୍କ ସହ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏନେଇ ଶିବସେନା ପକ୍ଷରୁ କୌଣସି ଆନୁଷ୍ଠାନିକ…
ଦେଶ ଛାଡିବା ଯୋଜନାରେ ଥିଲେ ରାଷ୍ଟ୍ରପତିଙ୍କ ଭାଇ, ବିମାନବନ୍ଦରରେ ଧରାପଡିଲେ
କଲମ୍ବୋ,୧୨।୭: ଶ୍ରୀଲଙ୍କାର ଅବସ୍ଥା ଅନିୟନ୍ତ୍ରିତ ହେବାରେ ଲାଗିଛି। ଦେଶରେ ଅର୍ଥନୈତିକ ସଙ୍କଟକୁ ନେଇ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଏବଂ ତାଙ୍କ ପରିବାରକୁ ପ୍ରବଳ ବିରୋଧର ସାମ୍ନା କରିବାକୁ ପଡିଛି। ସୋମବାର ବିଳମ୍ବିତ ରାତିରେ ରାଷ୍ଟ୍ରପତିଙ୍କ ସାନ ଭାଇ ବାସିଲ ରାଜପାକ୍ସେ ଦେଶ…
ଦେଶର ଅଧିକାଂଶ ରାଜ୍ୟରେ ପ୍ରଳୟ୍ଙ୍କରୀ ବର୍ଷା, ମହାରାଷ୍ଟ୍ରରେ ୮୩, ଗୁଜରାଟରେ ୬୩ ଲୋକଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୨ ।୭: ଦେଶର ଅଧିକାଂଶ ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ଫଳରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମହାରାଷ୍ଟ୍ର, ଗୁଜରାଟ, ହିମାଚଳ ପ୍ରଦେଶ ଓ କର୍ନାଟକରେ ସ୍ଥିତି ସଙ୍ଗିନ ହୋଇଯାଇଛି । ଏସବୁ ରାଜ୍ୟରେ ଆଜିବି ବର୍ଷାକୁ ନେଇ…
କାର-ଅଟୋ ଧକ୍କା: ଚାଲିଗଲା ୩ ଜୀବନ, ୭ ଗୁରୁତର
ସୋନପୁର,୧୨।୭(ନି. ପ୍ର. ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଖାରି ନିକଟସ୍ଥ ବଡ଼ବାହାଲିଠାରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି।…
ସେପ୍ଟେମ୍ବର ୫ରେ ଘୋଷଣା ହେବ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ, ରେସ୍ରେ ୧୧ ପ୍ରାର୍ଥୀ
ଲଣ୍ଡନ,୧୨ ।୭: ବ୍ରିଟେନର ଶାସକ କନଜରଭେଟିଭ ପାର୍ଟିର ସୂଚନା ଅନୁଯାୟୀ, ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ୫ ସେପ୍ଟେମ୍ବରରେ କରାଯିବ । ତେବେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ ଜନସନ ସେପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବାକୁ କୁହାଯାଇଛି । ଏବେ ବ୍ରିଟେନ…
ଆଜି ନୀଳାଦ୍ରି ବିଜେ
ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ସୋମବାର ରଥ ଉପରେ ଅଧରପଣା…
ଋଣ ଭାର ୧.୧୨ ଲକ୍ଷ କୋଟି ଟପିବ
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ଏକ ଲକ୍ଷ ୧୨ ହଜାର କୋଟି ଟଙ୍କାକୁ ଟପିଯିବ। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଖର୍ଚ୍ଚ ତୁଲାଇବାକୁ ପ୍ରାୟ ୧୧ହଜାର କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଛନ୍ତି। ଚଳିତ…
ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି। ପାଣିପାଗ ବିଭାଗ ହିସାବ କହୁଛି, ଜୁଲାଇ ମାସରେ ଲଗାତର ୨ଟି ଲଘୁଚାପ ହୋଇଥିବା ବେଳେ…
Archives


