Home Middle

ଗୁଜରାଟ, ପଞ୍ଜାବ ଯାଅନାହିଁ

ଅଟ୍ଟାଓ୍ବା, ୨୯ା୯: ଭାରତ ଯାତ୍ରାକୁ ନେଇ କାନାଡା ଏକ ଅଜବ ଆଡଭାଇଜରି ଜାରି କରିଛି। ପାକିସ୍ତାନ ସୀମା ସଂଲଗ୍ନ ଭାରତୀୟ ରାଜ୍ୟଗୁଡ଼ିକୁ ନ ଯିବା ପାଇଁ କାନାଡା ନିଜ ନାଗରିକଙ୍କୁ ପରାମର୍ଶ ଦେଇଛି। ଏହି ରାଜ୍ୟଗୁଡ଼ିକ ହେଲା ଗୁଜରାଟ, ପଞ୍ଜାବ ଏବଂ…

ବନ୍ଧୁକ ମୁନରେ ଗଣଭୋଟ

ଜାପୋରିଝିଆ, ୨୯ା୯: ପୂର୍ବ ୟୁକ୍ରେନ୍‌ର ଡୋନେସ୍କ, ଲୁହାନ୍‌ସ୍କ ସମେତ ଦକ୍ଷିଣରେ ଥିବା ଖେର୍‌ସନ୍‌ ଏବଂ ଜାପୋରିଝିଆରେ ରୁଷିଆ ବଳପୂର୍ବକ ଗଣଭୋଟ କରାଇଛି। ମଙ୍ଗଳବାର ଶେଷ ହୋଇଥିବା ଏହି ଗଣମତଦାନରେ ରୁଷିଆର ବିଜୟ ହୋଇଥିବା କ୍ରେମଲିନ୍‌ ଦାବି କରିଛି। ସେଠାକାର ବାସିନ୍ଦା ରୁଷିଆ…

ପିଏଫ୍‌ଆଇକୁ ପ୍ରହାର, ଆର୍‌ଏସ୍‌ଏସ୍‌କୁ ରିହାତି

ନୂଆଦିଲ୍ଲୀ, ୨୯ା୯: କେନ୍ଦ୍ର ସରକାରଙ୍କ ମୁଣ୍ଡବ୍ୟଥା କାରଣ ପାଲଟିଥିବା କଠୋରପନ୍ଥୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଉପରେ ମଙ୍ଗଳବାର ରାତିଅଧିଆ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆତଙ୍କବାଦ ନିରୋଧୀ ଆଇନ ବଳରେ ଦେଶର ବିଭିନ୍ନ ଭାଗରେ ଏନ୍‌ଆଇଏ ସମେତ ଅନ୍ୟ…

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଦଳର ମୁଖ୍ୟ କରିବାକୁ ଦାବି କରାଯାଇଛି। ଆସାମର କଂଗ୍ରେସ ଏମ୍‌ପି ଅବଦୁଲ ଖାଲେକ ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି କରିଛନ୍ତି। ଖାଲେକ ଯୁକ୍ତି ବାଢିଛନ୍ତି,…

ଟଙ୍କା ପୁଣି ଦୁର୍ବଳ

ମୁମ୍ବାଇ,୨୯ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ଧାରା ଜାରି ରହିଛି। ଟଙ୍କା ଦୁର୍ବଳ ହୋଇ ନିମ୍ନ ସ୍ତରକୁ ଖସିବାରେ ରେକର୍ଡ ଭାଙ୍ଗି ଚାଲିଛି। ବୁଧବାର ଟଙ୍କା ମୂଲ୍ୟ ୦.୪% ଦୁର୍ବଳ ହେବା ଯୋଗୁ ଡଲାର ମୂଲ୍ୟ ୮୧.୯୪ ଟଙ୍କାକୁ…

ଭାରତର ଜବରଦସ୍ତ ବିଜୟ

ଥିରୁଭାନନ୍ତପୁରମ,୨୮।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ୧୦୭ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇ ଥିବା ଭାରତ ମାତ୍ର ୨ ଉଇକେଟ୍…

ଭାରତକୁ ୧୦୭ ରନ୍‌ର ଟାର୍ଗେଟ୍‌

ଥିରୁଭାନନ୍ତପୁରମ,୨୮।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆଜି ଥିରୁଭାନନ୍ତପୁରମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଭାରତ ସାମ୍ନାରେ ୧୦୭ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଟସ୍‌ ହାରି ପ୍ରଥମେ…

୯ ରନ୍‌ରେ ପାଭିଲିୟନକୁ ଫେରିଲେ ଦକ୍ଷିଣ ଆଫ୍ରିକାର ଅଧା ଟିମ୍‌

ଥିରୁଭାନନ୍ତପୁରମ,୨୮।୯: ଭାରତ ବିପକ୍ଷ ପ୍ରଥମ ଟି-୨୦ରେ ଦକ୍ଷିଣ ଆଫ୍ରିକା ବିପର୍ଯ୍ୟୟ ସମ୍‌ୁଖୀନ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଦକ୍ଷିଣ ଆଫ୍ରିକା ମାତ୍ର ୯ ରନ୍‌ରେ ୫ଟି ଉକେଟ୍‌ ହରାଇଛି। ଦଳକୁ ପ୍ରଥମ ଓଭରରେ ଝଟ୍‌କା ଲାଗିଥିଲୋ। ଅଧିତ୍ନାୟକ ଟେମ୍ବା…

ଅନିଲ ଚୌହାନ ହେବେ ନୂଆ ସିଡିଏସ୍‌

ନୂଆଦିଲ୍ଲୀ,୨୮।୯: ଦେଶର ନୂଆ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌)ଙ୍କ ନାଁ ବୁଧବାର ଘୋଷଣା କରାଯାଇଛି। ଲେଫ୍ଟନାଣ୍ଟ ଜେନେରାଲ ଅନିଲ ଚୌହାନଙ୍କୁ ଆଗାମୀ ସିିଡିଏସ୍‌ ପଦରେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସିଡିଏସ୍‌ ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ମଧ୍ୟ…

ଅଧ୍ୟକ୍ଷ ଦୌଡରେ ଦିଗ୍‌ବିଜୟ ସାମିଲ

ନୂଆଦିଲ୍ଲୀ,୨୮।୯:କଂଗ୍ରେସ ସଭାପତି ପଦ ଦୌଡ଼ରେ ଲଗାତର ନୂଆ ନାମ ଯୋଡାଯାଉଛି। ବର୍ତ୍ତମାନ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ନାମ ମଧ୍ୟ ଏହି ଦୌଡ଼ରେ ସାମିଲ ହୋଇଛି। ସେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବେ। ରାହୁଲ ଗାନ୍ଧୀଙ୍କ…

ମୋଦି ମଧ୍ୟ ମୋ କ୍ୟାରିୟରକୁ ଶେଷ କରିପାରିବେ ନାହିଁ, କାହିଁକି କହିଲେ ପଙ୍କଜା ମୁଣ୍ଡେ…

ମୁମ୍ବାଇ, ୨୮।୯ : ଭାଜପାର ରାଷ୍ଟ୍ରୀୟ ସଚିବ ପଙ୍କଜା ମୁଣ୍ଡେ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି ଏବଂ ବର୍ତ୍ତମାନ ଏହା ଉପରେ ଆଲୋଚନା ଚାଲିଛି। ଖବର ମୁତାବକ ସେ ମଞ୍ଚରୁ ଏହା ଦେଇଛନ୍ତି ଯେ ‘ମୋଦି…

୩ ରେଳ ଷ୍ଟେଶନର ହେବ ନବୀକରଣ , ୧୦ ହଜାର କୋଟି ନିବେଶ ଯୋଜନା…

ନୂଆଦିଲ୍ଲୀ, ୨୮।୯ : ବୁଧବାର କେନ୍ଦ୍ର କ୍ୟାବିନେଟ ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ସେଥିରେ ଦେଶର ୩ଟି ରେଳ ଷ୍ଟେଶନର ନବୀକରଣ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି । ନୂଆଦିଲ୍ଲୀ, ଅହମଦାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?