ଋଣ ଭାର ୧.୧୨ ଲକ୍ଷ କୋଟି ଟପିବ
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ଏକ ଲକ୍ଷ ୧୨ ହଜାର କୋଟି ଟଙ୍କାକୁ ଟପିଯିବ। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଖର୍ଚ୍ଚ ତୁଲାଇବାକୁ ପ୍ରାୟ ୧୧ହଜାର କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଛନ୍ତି। ଚଳିତ…
ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି। ପାଣିପାଗ ବିଭାଗ ହିସାବ କହୁଛି, ଜୁଲାଇ ମାସରେ ଲଗାତର ୨ଟି ଲଘୁଚାପ ହୋଇଥିବା ବେଳେ…
ଦିବ୍ୟାଂଶୁ ମଲ୍ଲୁ ରାଜ୍ୟ ଟପ୍ପର
ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ (ଏନ୍ଟିଏ) ପକ୍ଷରୁ ସୋମବାର ଜେଇଇ(ମେନ୍) ସେସନ-୧ ରେଜଲ୍ଟ ପ୍ରକାଶ ପାଇଛି। ୧୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍ ରଖିଥିବାବେଳେ ଓଡ଼ିଶାର ଦିବ୍ୟାଂଶୁ ମଲ୍ଲୁ ୯୯.୯୮୯ ପର୍ସେଣ୍ଟାଲ୍ ସହ ରାଜ୍ୟ ଟପ୍ପର ହୋଇଛନ୍ତି। ଏହି ପରୀକ୍ଷା ଜୁନ୍…
ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ…
ଶ୍ରୀନଗର,୧୧।୭ : ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୋରାରେ ମିଳିତ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଚାଲିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ହତ୍ୟା କରିବାରେ ସଫଳ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଏହି ଏନକାଉଣ୍ଟରରେ…
ଗୁଜରାଟରେ ପ୍ରବଳ ବର୍ଷା, ବନ୍ୟାଜଳରେ ବୁଡ଼ିଲା କାର୍, ସୋସିଆଲ ମିଡ଼ିଆରେ ଭାଇରାଲ…
ଅହମଦାବାଦ,୧୧।୭ : ମୋସୁମୀ ପ୍ରବାହ ଯୋଗୁ ଗୂଜରାଟରେ ପ୍ରବଳ ବର୍ଷା ହୋଇଛି। ଅବିଶ୍ରାନ୍ତ ବର୍ଷା ଯୋଗୁ ଗୁଜରାଟର ବହୁ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଗୁଜରାଟରେ ଦେଖାଦେଇଥିବା ବନ୍ୟା ଯୋଗୁ ବହୁ ଘର ଏବଂ ଗାଡ଼ିମଟର ପାଣିରେ ବୁଡ଼ି ରହିଛି।…
ପୁରୀରୁ ଆସୁଥିବା ବସ୍ ଓଲଟିଲା
ପୁରୀ ଅଫିସ,୧୧ା୭: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍ଟି ଭାରସାମ୍ୟ ହରାଇଥିଲା। ଏହି ବସ୍ରେ ଥିବା…
ମହାରାଷ୍ଟ୍ର ପରେ ଏବେ ଝାଡ଼ଖଣ୍ଡ ପାଳି, ଜେଏମ୍ଏମ୍-କଂଗ୍ରେସ ମଧ୍ୟରେ ବଢୁଛି ଫାଟ !…
ରାଞ୍ଚି,୧୧।୭ : ମହାରାଷ୍ଟ୍ରରେ ଶିବସେନା, କଂଗ୍ରେସ ଏବଂ ଏନସିପି ମିଳିତ ସରକାର ପତନ ପରେ ବର୍ତ୍ତମାନ ଝାଡଖଣ୍ଡରେ ସଙ୍କଟ ଦେଖାଦେଇଛି। ଗୋଟିଏ ପଟେ ଅନୁସନ୍ଧାନକାରୀ ସଂସ୍ଥା ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କର ଘନିଷ୍ଠ ସହଯୋଗୀଙ୍କ ପାଇଁ କଡା ଚ୍ୟାଲେଞ୍ଜ…
ଅଯୋଗ୍ୟ ମାମଲାର ଶୁଣାଣି ଟଳିଲା, ନିଷ୍ପତ୍ତି ନେବାକୁ ଦୁଇପକ୍ଷଙ୍କୁ ରୋକିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳଙ୍କୁ ସୁପ୍ରିମକୋର୍ଟରେ ବଡ଼ ଆଶ୍ୱସ୍ତି ମିଳିଛି।ଶିନ୍ଦେଙ୍କ ଦଳର ୧୬ ଜଣ ବିଧାୟକଙ୍କ ଅଯୋଗ୍ୟତା ମାମଲାର ଶୁଶାଣି ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ ଏକ ବେଞ୍ଚ ଗଠନ କରାଯିବ…
୨୦୩୦ ପର୍ଯ୍ୟନ୍ତ ଆବୁ ସାଲେମଙ୍କୁ ମୁକ୍ତ କରିହେବ ନାହିଁ , ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୧।୭ : ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଗ୍ୟାଙ୍ଗଷ୍ଟର ଆବୁ ସାଲେମଙ୍କୁ ୨୦୩୦ ପର୍ଯ୍ୟନ୍ତ ମୁକ୍ତ କରାଯାଇପାରିବ ନାହିଁ। କିନ୍ତୁ ତାଙ୍କର ୨୫ ବର୍ଷର ଜେଲ ଶେଷ ହେବା ପରେ କେନ୍ଦ୍ର ସରକାର ଭାରତ ଏବଂ ପର୍ତ୍ତୁଗାଲ ମଧ୍ୟରେ ହୋଇଥିବା ପ୍ରତ୍ୟର୍ପଣ…
ଗୋଆ କଂଗ୍ରେସ ସଙ୍କଟ, ପରଦା ପଛର ନାୟକ ମାଇକେଲ ଲୋବୋ-ଦିଗମ୍ବର କାମତ…
ପଣଜୀ,୧୧।୭ : ଗୋଆରେ କଂଗ୍ରେସରେ ବିଦ୍ରୋହ ସୃଷ୍ଟି ହୋଇଛି। ଦଳ ସ୍ବୀକାର କରିଛି ଯେ ଏହା ରାଜ୍ୟର ୧୧ ଜଣ ବିଧାୟକଙ୍କ ମଧ୍ୟରୁ ୫ ଜଣଙ୍କ ସହିତ ଯୋଗାଯୋଗ କରିବାରେ ଅସମର୍ଥ। ପାର୍ଟିରେ ଗୋଆ ବ୍ୟାପାରର ଦାୟିତ୍ୱରେ ଥିବା ଦୀନେଶ ଗୁଣ୍ଡୁ…
ଶପିଂମଲ୍ରେ ମାସ୍କ ବାଧ୍ୟତାମୂଳକ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହି କିଛିଦିନ ହେବ ରାଜ୍ୟରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିରୁ କେବଳ ୫୦ ପ୍ରତିଶତ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ବିଶେଷକରି ରାଜଧାନୀ ଭୁବନେଶ୍ୱରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ୍
ନୂଆଦିଲ୍ଲୀ,୧୧।୭: କୋର୍ଟ ଆଦେଶ ଅବମାନନା ମାମଲାରେ ସୋମବାର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଚାରିମାସ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ଏହା ସହିତ ଦୁଇ ହଜାର ଟଙ୍କା ଜୋରିମନା ମଧ୍ୟ କରାଯାଇଛି। ଜୋରିମନା ନ ଦେଲେ ତାଙ୍କୁ ଅତିରିକ୍ତ ଦୁଇ ମାସ ଜେଲ…
Archives


