ମିତ୍ର ସରକାର ଗଠନ ପରେ ଆକ୍ରମଣ ହେବ ବନ୍ଦ: ରୁଷିଆ…
ମସ୍କୋ,୨୬।୯ : ରୁଷିଆ ୟୁକ୍ରେନ ଉପରେ ହେଉଥିବା ଆକ୍ରମଣ ନେଇ ସ୍ପଷ୍ଟ ଭାବରେ କହିଛି ଯେ କେବଳ କ୍ୱିଭ୍ରେ ଏକ ମିତ୍ର ସରକାର ଗଠନ ପରେ ଏହି ଆକ୍ରମଣ ବନ୍ଦ ହୋଇଯିବ। ଜାତିସଂଘର ସାଧାରଣ ସଭାରେ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ…
ପୁଣି ଚର୍ଚ୍ଚାରେ ଦୂତୀ-ସରସ୍ବତୀ କଳି
ଭୁବନେଶ୍ୱର, ୨୬।୯(ସ୍ପୋଟର୍ସ ବ୍ୟୁରୋ): ରାଜ୍ୟର ଦୁଇ ତାରକା ଆଥଲେଟ୍ ତଥା ଦୁଇ ଭଉଣୀ ଦୂତୀ ଚାନ୍ଦ ଓ ସରସ୍ବତୀ ଚାନ୍ଦଙ୍କ ମଧ୍ୟରେ ସୋସିଆଲ ମିଡିଆରେ କଳି ଏବେ ପୁଣି ଚର୍ଚ୍ଚାରେ ରହିଛି। ବ୍ୟକ୍ତିଗତ ଏବଂ ପାରିବାରିକ କାରଣରୁ ଦୁଇଜଣଙ୍କ ମଧ୍ୟରେ କଳି…
ଆସିପାରେ ୧୦୦ ବିଲିୟନ ଡଲାରର ଏଫ୍ଡିଆଇ
ନୂଆଦିଲ୍ଲୀ,୨୬।୯: ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକାଶଶୀଳ ନୁହେଁ, ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ କେନ୍ଦ୍ର ସରକାର ଦୃଢ଼ତାର ସହ ଲାଗିପଡ଼ିଛନ୍ତି। ଦେଶର ଅର୍ଥନୀତିକୁ ସୁଦୃଢ଼ କରିବାକୁ ସରକାର ବିଭିନ୍ନ ବାଣିଜି୍ୟକ ନୀତିନିୟମରେ କୋହଳ ମନୋଭାବ ସହ ଅଧିକ ବିଦେଶୀ ପୁଞ୍ଜି…
ସରକାର ପରିବର୍ତ୍ତନ ପାଇଁ ଏକାଠି ହୁଅ: ପାଓ୍ବାର
ଫତେହାବାଦ (ହରିୟାଣା), ୨୬।୯ (ପି.ଟି.): ୨୦୨୪ରେ ସରକାର ବଦଳାଇବାକୁ ହେଲେ ସବୁ ବିରୋଧୀ ଦଳ ଏକାଠି କାମ କରିବା ସମୟ ଆସିଛି ବୋଲି ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର କହିଛନ୍ତି। ହରିୟାଣାର ଫତେହାବାଦରେ ଇଣ୍ଡିଆନ୍ ନ୍ୟାଶନାଲ ଲୋକ ଦଳ (ଆଇଏନ୍ଏଲ୍ଡି)…
ପରୀକ୍ଷା ପାଇଁ ଖାତା ନିଅଣ୍ଟ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡ଼ିକରେ ସୋମବାରଠାରୁ ଯୁକ୍ତ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। କିନ୍ତୁ ଏବେ କଲେଜୁଗଡ଼ିକରେ ଉତ୍ତର ଖାତାର ଅଭାବ ଦେଖାଯାଇଛି। ତେଣୁ ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝୀ ଏନେଇ ସବୁ…
ମେଲୋନି ହୋଇପାରନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ
ରୋମ, ୨୬ା୯: ନୂଆ ପ୍ରଧାନମନ୍ତ୍ରୀ ପାଇଁ ୟୁରୋପୀୟ ଦେଶ ଇଟାଲୀରେ ରବିବାର ନିର୍ବାଚନ ଅନୁଷ୍ଠିତ ହୋଇଛି। ଏଥିରେ ଦକ୍ଷିଣପନ୍ଥୀ ନେତ୍ରୀ ତଥା ବ୍ରଦର୍ସ ଅଫ୍ ଇଟାଲୀ(ଏଫ୍ଡିଆଇ) ପାର୍ଟିର ଜିଓର୍ଜିଆ ମେଲୋନିଙ୍କ ବିଜୟ ହୋଇପାରେ ବୋଲି ବୁଥ୍ଫେରନ୍ତା ମତପ୍ରକାଶ ପାଇଛି।] ତେବେ ଜଣେ…
୯୧ ପିଅନ ନିଯୁକ୍ତି ପାଇଁ ୨.୨୫ ଲକ୍ଷ ଆବେଦନ
ରାୟପୁର,୨୬।୯: ଛତିଶଗଡ଼ରେ ପିଅନ ନିଯୁକ୍ତି ପାଇଁ ରବିବାର ୬୫୭ ସେଣ୍ଟରରେ କରାଯାଇଥିବା ଲିଖିତ ପରୀକ୍ଷାରେ ଆଶାୟୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଛି। ୯୧ ପିଅନ ପଦ ପାଇଁ ୨.୨୫ ଲକ୍ଷ ପିଲା ଆବେଦନ କରିଥିବା ଜଣାପଡ଼ିଛି। ପଦ ପାଇଁ ପ୍ରକାଶ ପାଇଥିବା…
ଭଗତ ସିଂଙ୍କ ନାମରେ ହେବ ଚଣ୍ଡିଗଡ଼ ବିମାନବନ୍ଦର
ନୂଆଦିଲ୍ଲୀ,୨୬।୯ (ପି.ଟି.): ସେପ୍ଟେମ୍ବର ୨୮ ମହାନ୍ ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଜନ୍ମବାର୍ଷିକୀ ହୋଇଥିବାରୁ ଅମୃତ ମହୋତ୍ସବରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ତାଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ଚଣ୍ଡିଗଡ଼ ବିମାନବନ୍ଦର ଭଗତ ସିଂଙ୍କ ନାମରେ ନାମିତ କରାଇବା ଲାଗି ଗୁରୁତ୍ୱପୂର୍ଣ୍ଣ…
ରିସର୍ଟ ଭାଙ୍ଗି ପ୍ରମାଣ ନଷ୍ଟ
ଋଷିକେଶ, ୨୬ା୯: ଉତ୍ତରାଖଣ୍ଡର ପୌଡ଼ି ଜିଲା ଋଷିକେଶ ନିକଟରେ ୧୯ ବର୍ଷୀୟା ରିସେପ୍ସନିଷ୍ଟ ଅଙ୍କିତା ଭଣ୍ଡାରୀଙ୍କ ହତ୍ୟା ଗୁମର ଫିଟିବା ପରେ ଅନେକ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ବିନୋଦ ଆର୍ଯ୍ୟଙ୍କ…
ଆଜି ପୃଥିବୀର ନିକଟତର ହେବ ବୃହସ୍ପତି
ଓ୍ବାଶିଂଟନ୍, ୨୬ା୯: ସୌରମଣ୍ଡଳର ବୃହତ୍ତମ ଗ୍ରହ ବୃହସ୍ପତି ପ୍ରାୟ ୬ ଦଶନ୍ଧି ପରେ ସୋମବାର ପୃଥିବୀର ସବୁଠୁ ନିକଟତର ହେବାକୁ ଯାଉଛି। ୧୯୬୩ ପରେ ଏହି ବିଶାଳକାୟ ଗ୍ରହକୁ ଜ୍ୟୋତିର୍ବିଜ୍ଞାନୀମାନେ ରାତିସାରା ପାଖରୁ ଦେଖିପାରିବେ ବୋଲି ଆମେରିକୀୟ ମହାକାଶ ସଂସ୍ଥା ନାସା…
ଗେହଲଟ୍ ଗୋଷ୍ଠୀର ୯୨ ବିଧାୟକଙ୍କ ଇସ୍ତଫା
ଜୟପୁର/ନୂଆଦିଲ୍ଲୀ,୨୬ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ଶିବିରରେ ରବିବାର ରାତିରେ ହାଇଡ୍ରାମା ଦେଖିବାକୁ ମିଳିଛି। ଗେହଲଟ୍ ମୁଖ୍ୟମନ୍ତ୍ରୀ ପଦରେ ଥାଇ କଂଗ୍ରେସ ଅଧ୍ୟକ୍ଷ ହୁଅନ୍ତୁ ବୋଲି ତାଙ୍କ ସମର୍ଥକମାନେ ଦାବି କରିଛନ୍ତି। ଗେହଲଟ୍ ଗୋଷ୍ଠୀର ୯୨ ବିଧାୟକ କଂଗ୍ରେସ ହାଇକମାଣ୍ଡଙ୍କ ଉପରେ…
ହାତୀ ଆକ୍ରମଣ:ଓଡ଼ିଶାରେ ସର୍ବାଧିକ ଜୀବନହାନି
ନୂଆଦିଲ୍ଲୀ, ୨୬ା୯: ଓଡ଼ିଶାରେ ହାତୀ-ମଣିଷ ଲଢ଼େଇ ଶେଷ ହେବା ଭଳି ମନେ ହେଉନାହିଁ। ଏଥିଯୋଗୁ ବ୍ୟାପକ ଧନଜୀବନ ଓ ଫସଲ ହାନି ଘଟୁଛି। ରାଜ୍ୟରେ ଗତ ୩ ବର୍ଷ ଅର୍ଥାତ୍ ୨୦୧୯-୨୦ରୁ ୨୦୨୧-୨୨ ଯାଏ ହାତୀ ଆକ୍ରମଣରେ ୩୨୨ଜଣଙ୍କ ମୃତ୍ୟୁ ଘଟିଛି,…

