Home Middle

ଟାର୍ଗେଟ କିଲିଂ ଘଟଣା: ବୈଠକରେ ଶାହା ନେଇପାରନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୬: ଜମ୍ମୁ-କଶ୍ମୀରରେ ଗତ କିଛି ଦିନରୁ ଲଗାତର ଭାବେ ଟାର୍ଗେଟ କିଲିଂ ଘଟଣା ଜାରି ରହିଛି। ଇତିମଧ୍ୟରେ ଦିଲ୍ଲୀରେ ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ…

୬୫ ହଜାରରୁ ଅଧିକ ଭୋଟ୍‌ରେ ଅଳକା ବିଜୟୀ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଭୋଟ୍‌ ଗଣତିର ୨୦ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ନିର୍ବାଚନରେ ବିଜୟୀ ହୋଇଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ…

‘ତୁମ ଇଚ୍ଛା ବିନା ପତ୍ରଟେ ହଲେ ନାହିଁ ଆହେ ଜଗନ୍ନାଥ’

ଭୁବନେଶ୍ୱର,୩ା୬(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ଆଗତ ହୋଇଥିବା ପିଟିଶନ ଶୁକ୍ରବାର ଖାରଜ ହୋଇଯାଇଛି। ଦୁଇଟି ପିଟିଶନ ଖାରଜ ହୋଇଥିବାରୁ ଶ୍ରୀମନ୍ଦିରର ଏକ ଫଟୋ ଶେୟାର କରି ‘ତୁମ ବିନା ପତ୍ରଟେ ବି ହଲେ ନାହିଁ ଆହେ ଜଗନ୍ନାଥ’ ବୋଲି…

‘ଭାରତ ନିକଟରେ ପାକିସ୍ତାନ ବିଭାଜନ ଯୋଜନା’

ଇସଲାମାବାଦ,୩ା୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏକ ବିବାଦୀୟ ବିବୃତ୍ତି ଦେଇ ସେ ଏହି ଚର୍ଚ୍ଚାକୁ ଆସିଛନ୍ତି। ଯାହାକୁ ନେଇ ପାକିସ୍ତାନରେ ରାଜନୀତି ତୀବ୍ର ହୋଇଛି। ଇମ୍ରାନ କହିଛନ୍ତି, ଯଦି ସେନା ସଠିକ୍‌ ନିଷ୍ପତ୍ତି…

୧୦ ରାଉଣ୍ଡ: ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ରାଉଣ୍ଡ ଭୋଟ ଗଣତି ଫଳାଫଳ ଆସିଯାଇଛି। ବିଜେଡି ଆଗୁଆ ଚାଳିଥିବା ବେଳେ ଭାଜପା ଓ କଂଗ୍ରେସ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି ଦାୟର…

ମାଡ଼ି ଚାଲିଛି ବିଜେଡି, ୬ଷ୍ଠ ରାଉଣ୍ଡ ସୁଦ୍ଧା ଦଳ ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ଷଷ୍ଠ ରାଉଣ୍ଡ ଭୋଟ ଗଣନା ଶେଷ ହୋଇଛି। ହେଲେ ବିଜେଡି ଆଗକୁ ମାଡି ଚାଲିଥିବା ବେଳେ…

ଐତିହାସିକ ବିଜୟ ହାସଲ କଲେ ମୁଖ୍ୟମନ୍ତ୍ରୀ

ଚମ୍ପାୱତ,୩।୬: ଉତ୍ତରାଖଣ୍ଡର ଚମ୍ପାୱତ୍‌ ବିଧାନସଭା ଉପ-ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାୱତ ବିଧାନସଭା ଆସନରୁ ଐତିହାସିକ ବିଜୟ ହାସଲ କରିଛନ୍ତି। ଭାଜପା ପ୍ରାର୍ଥୀ ଧାମି ୫୪ ହଜାର ୧୨୧ ଭୋଟ ବ୍ୟବଧାନରେ ଜିତିଛନ୍ତି। ସେ କଂଗ୍ରେସ…

ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ/ସରଣ୍ଡା,୩ା୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନର ଦ୍ୱିତୀୟ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦,୨୪୮ ଭୋଟ୍‌ ପାଇଥିବା ବେଳେ ଭାଜପା ୨୬୨୩, କଂଗ୍ରେସ ୧୬୯୯ ଏବଂ ସିପିଆଇ ୨୧୨ ଖଣ୍ଡ ଭୋଟ୍‌ ପାଇଛି।

ପ୍ରଥମ ରାଉଣ୍ଡ ଗଣନା ଶେଷ, ବିଜେଡି ଆଗୁଆ

ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୪୭୩୩ ଭୋଟ୍‌ ପାଇଥିବା ବେଳେ ଭାଜପା ୧୧୪୪ ଏବଂ କଂଗ୍ରେସ ୧୦୧୪ ଖଣ୍ଡ…

ବ୍ରଜରାଜନଗରରେ ଆରମ୍ଭ ହେଲା ଗଣତି

ଝାରସୁଗୁଡ଼ା ଅଫିସ,୩ା୬: ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଭୋଟ ଗଣନା ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣତି ଆରମ୍ଭ ହୋଇଛି। ପରେ ଇଭିଏମ୍‌ ଗଣତି ଆରମ୍ଭ ହେବ।…

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ:ସରିଲା ଶୁଣାଣି, ଆଜି ରାୟ

ନୂଆଦିଲ୍ଲୀ,୩ା୬:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଗୁରୁବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଛି। ବିଚାରପତି ବି.ଆର୍‌. ଗଭାଇ ଏବଂ ହିମା କୋହଲିଙ୍କୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri