Home Middle

ସରକାର ନେଲେ ବଡ଼ ନିଷ୍ପତ୍ତି: ଗୁଟ୍‌ଖା, ସିଗାରେଟ୍‌-ବିଡି ସବୁ ବ୍ୟାନ୍‌

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନ ସ୍ବାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍‌ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍‌ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ,…

୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ପୁରୀ,୨୨।୧( ଅଜିତ୍‌ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ…

ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ସରକାର

ଭୁବନେଶ୍ୱର,୨୨।୧: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା…

ଏମିତି ନିଆଁ ଲଗାଇଲା ଆମେରିକା: ଚାପରେ ଅଛନ୍ତି ବିଶ୍ୱର ସବୁଠୁ ୨ ଖୁସିର ଦେଶ

ଓ୍ବାଶିଂଟନ୍‌,୨୨।୧: ସାରା ବିଶ୍ୱରେ ଖୁସି ଦେଶର ତାଲିକାରେ ନରୱେ ଏବଂ ଡେନମାର୍କ ତାଲିକାର ଶୀର୍ଷରେ ଥାଆନ୍ତି। ବର୍ତ୍ତମାନ ଉଭୟ ଦେଶ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୋଗୁ ଚାପରେ ଅଛନ୍ତି। ଗ୍ରୀନଲାଣ୍ଡର ଅସ୍ତିତ୍ୱ ଯୋଗୁ ଡେନମାର୍କ ନିଜର ସାର୍ବଭୌମତ୍ୱ ହରାଇବାକୁ ଭୟ…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧: ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର…

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି ଏବଂ କହିଛନ୍ତି ଯେ…

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ ଭଳି ପ୍ରସଙ୍ଗରେ ଆମେରିକାର ଆଭିମୁଖ୍ୟ ପରେ, ଅନେକ ଅନ୍ତର୍ଜାତୀୟ ନେତା ଟ୍ରମ୍ପଙ୍କ ଆଚରଣକୁ ଏକଛତ୍ରବାଦୀ…

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି…

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର ସରକାର। ଏହାସହ ଡ୍ରାଇଭିଂ ଲାଇସେନସ ସମ୍ପର୍କିତ ଆବେଦନ ଆଗକୁ ବିଢବ ନାହିଁ। କୌଣସି ଗାଡ଼ି…

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ…

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା ବୈଠକ ମଧ୍ୟରେ, ନୀତିନ ନବୀନ ନିର୍ବାଚନୀ ରାଜ୍ୟଗୁଡ଼ିକ ସମ୍ପର୍କରେ ଏକ ପୃଥକ ଆଠ ଘଣ୍ଟା…

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ କହିଛନ୍ତି। ଭୂରାଜନୈତିକ ଅନିଶ୍ଚିତତା ବୃଦ୍ଧି, ଆମେରିକାର ବିସ୍ତାରବାଦୀ ପଦକ୍ଷେପ ପୁଞ୍ଜି ବଜାରକୁ ବିପଜ୍ଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?