Home Middle

ଘୃଣା ମନ୍ତବ୍ୟ ହତ୍ୟା ସଦୃଶ

ନୂଆଦିଲ୍ଲୀ,୨୨ା୯: ଘୃଣା ମନ୍ତବ୍ୟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ଟିଭି ଉପସ୍ଥାପକଙ୍କ ଭୂମିକାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ଚ୍ୟାନେଲଗୁଡ଼ିକ ଉପରେ ବର୍ଷିଛନ୍ତି। ଏଥିସହ ସରକାର କାହିଁକି ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ମୁଖ୍ୟସ୍ରୋତର ଗଣମାଧ୍ୟମ କିମ୍ବା…

ଭୟ ଦେଖାଇଲେ ପୁଟିନ୍‌

ମସ୍କୋ/କିଭ୍‌/ଲଣ୍ଡନ,୨୨ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ବୁଧବାର ୩ ଲକ୍ଷ ରିଜର୍ଭ ସୈନ୍ୟଙ୍କୁ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ପାଇଁ ପଠାଇବାକୁ ଘୋଷଣା କରିଛନ୍ତି। ଏଥିସହ ୟୁକ୍ରେନ୍‌ର କେତେକ ଅଞ୍ଚଳକୁ ରୁଷିଆ ସହ ମିଶ୍ରଣ ଯୋଜନା ଉପରେ ମୋହର ମାରିଛନ୍ତି। ରୁଷିଆକୁ ସୁରକ୍ଷା…

ଚାଇନାକୁ ହିମାଳୟ ଭୂମି ଛାଡ଼ି ଦେଇଛି ଭାରତ

ନୂଆଦିଲ୍ଲୀ,୨୨ା୯: ସୀମାରେ ଚାଇନା ସହ ବିବାଦ ପରେ ଭାରତ ସରକାର ହିମାଳୟ ନିକଟ ଭୂମିକୁ ବେଜିଂକୁ ଛାଡ଼ି ଦେଇଛନ୍ତି ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଉଭୟ ପକ୍ଷ ସେନା ମଧ୍ୟରେ ବିବାଦୀୟ ସୀମାରୁ ସୈନ୍ୟ ପ୍ରତ୍ୟାହାର ଏବଂ ସେଠାରେ ବଫର…

୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ହେବେ କଂଗ୍ରେସର ଅଧ୍ୟକ୍ଷ, ନିର୍ବାଚନ ଅଧିସୂଚନା ଆଜି

ନୂଆଦିଲ୍ଲୀ,୨୨ ।୯: ବଂଶବାଦକୁ ନେଇ ସବୁବେଳେ ଟାର୍ଗେଟରେ ରହୁଥିବା କଂଗ୍ରେସରେ ୨୪ ବର୍ଷ ପରେ ପୁଣିଥରେ ଗାନ୍ଧୀ ପରିବାର ବାହାରୁ କେହି ଅଧ୍ୟକ୍ଷ ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଦଳ ସ୍ପଷ୍ଟ କରିଛି କି ରାହୁଲ ଗାନ୍ଧୀ ଅଧ୍ୟକ୍ଷ…

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି…

ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଡି.କେ ସିଂ ଉତ୍ତରପ୍ରଦେଶ ସରକାରଙ୍କ…

ଭୟଙ୍କର ସ୍ଥିତିରେ ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୨୧ା୯: ରୁଷିଆ-ୟୁକ୍ରେନ ଯୁଦ୍ଧ ବର୍ତ୍ତମାନ ଭୟଙ୍କର ଅବସ୍ଥାରେ ପହଞ୍ଚିଛି। ଏହି ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଆକ୍ରମଣାତ୍ମକ ହୋଇପଡ଼ିଛନ୍ତି। ଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଂଶିକ ସାମରିକ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସେ ପାଶ୍ଚାତ୍ୟ ଦେଶ…

ବନ୍ୟା ପରେ ବ୍ୟାପିଲାଣି ସଂକ୍ରାମକ ରୋଗ

ଇସଲାମାବାଦ,୨୧ା୯: ପାକିସ୍ତାନରେ ବନ୍ୟା ଛାଡ଼ିବା ପରେ ଲୋକମାନେ ନାନା ରୋଗର ଶିକାର ହେଉଛନ୍ତି। ଅଧିକାରୀମାନେ ବୁଧବାର କହିଛନ୍ତି, ଆବଶ୍ୟକ ସହାୟତା ନ ଆସିଲେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବ। ଚର୍ମ ସଂକ୍ରମଣ, ଡାଇରିଆ ଏବଂ ମ୍ୟାଲେରିଆ ବନ୍ୟା ପ୍ରଭାବିତ ଅଞ୍ଚଳରେ ବ୍ୟାପିଛି।…

କ୍ୟାବିନେଟ ବୈଠକରେ ୩ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୧।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏକ ଗଣମାଧ୍ୟମକୁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ…

ହିଜାବ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: ମୁଣ୍ଡ ଘୋଡ଼ାଇଲେ ସାମାଜିକ ବ୍ୟବସ୍ଥାର ଉଲ୍ଳଂଘନ ହେବ କି…

ନୂଆଦିଲ୍ଲୀ, ୨୧।୯ : ହିଜାବ ମାମଲାର ଶୁଣାଣି ବୁଧବାର ମଧ୍ୟ ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସଙ୍ଗରେ କର୍ନାଟକ ଏଜି ପି.କେ ନାଭାଡଗି କହିଛନ୍ତି ଯେ ହିଜାବ ପିନ୍ଧିବା ଏକ ଧାର୍ମିକ ପ୍ରଥା। ଏହା କୁରାନରେ କୁହାଯାଇଛି ଯେ ଧର୍ମ ସହିତ…

କ୍ୟୁଆର୍‌ କୋଡରେ ମୁଖ୍ୟମନ୍ତ୍ରୀଙ୍କ ମୁହଁ, ଭାଜପା ବିରୋଧରେ କଂଗ୍ରେସର ପେସିଏମ୍‌ ଅଭିଯାନ…

ବେଙ୍ଗାଲୁରୁ, ୨୧।୯ : କର୍ନାଟକରେ ଭାଜପା ସରକାରଙ୍କ ବିରୋଧରେ କଂଗ୍ରେସ ପକ୍ଷରୁ ପେସିଏମ ଅଭିଯାନ ଆରମ୍ଭ କରାଯାଇଛି। ପେମେଣ୍ଟ ଆପ ପେଟିଏମ ପରି ଏକ ପୋଷ୍ଟର ଲଗାଯାଇଛି ଯେଉଁଥିରେ ମୁଖ୍ୟମନ୍ତ୍ରୀ ବାସଭରାଜ ବେମ୍ମୋଇଙ୍କ ମୁହଁର କୋଡ ରଖାଯାଇଛି। ଏଭଳି ପୋଷ୍ଟର କର୍ନାଟକର…

୩ ଲକ୍ଷ ସୈନ୍ୟ ସଂଗ୍ରହ ପାଇଁ ପୁଟିନ୍‌ଙ୍କ ନିର୍ଦ୍ଦେଶ, ପାଶ୍ଚାତ୍ୟ ଦେଶଙ୍କୁ ଚେତାବନୀ…

ମସ୍କୋ, ୨୧।୯ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବୁଧବାର ୟୁକ୍ରେନ ଯୁଦ୍ଧ ମଧ୍ୟରେ ଦେଶରେ ୩ ଲକ୍ଷ ସୈନ୍ୟ ସଂଗ୍ରହ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ପାଶ୍ଚାତ୍ୟ ଦେଶ ରୁଷିଆକୁ ଧ୍ୱଂସ ଏବଂ ଦୁର୍ବଳ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?