ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର,୧୪ା୮: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ (HG &CD) ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର…
‘ଏମ୍ଏଲ୍ଏ ଲାଡ୍ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୧୪ା୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍ଏଲ୍ଏ ଲାଡ୍’ ଓ ‘ସିଏମ୍-ଏସ୍ଏ’ ର ସରଳୀକୃତ ଗାଇଡ୍ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍ଏଲ୍ଏ ଲାଡ୍ ୱେବ୍ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍ ବୈଠକ ଆରମ୍ଭ…
ଭୁବନେଶ୍ୱରରେ ହେବ ବିଶ୍ୱସ୍ତରୀୟ ବିମାନ ମରାମତି କେନ୍ଦ୍ର
ଭୁବନେଶ୍ୱର,୧୪ା୮ (ରବିନାରାୟଣ ଜେନା): ପୂର୍ବ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ ଦୃଷ୍ଟିରେ ରଖି ବୁଧବାର ରାଜ୍ୟ କ୍ୟାବିନେଟ୍ ଏକ ସ୍ବତନ୍ତ୍ର ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏନେଇ ମୁଖ୍ୟ…
AIIMSରେ ରୋଗୀଙ୍କ ଚିକିତ୍ସାରେ ହେବ ଆହୁରି ବିଳମ୍ବ! ଚାକିରି ଛାଡୁଛନ୍ତି ଶହ ଶହ ଡାକ୍ତର, ଚମକାଇଦେବ ଏହା ପଛର କାରଣ
ନୂଆଦିଲ୍ଲୀ,୧୪।୮: ଦେଶବ୍ୟାପୀ ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ସଂସ୍ଥାନ (ଏମ୍ସ)ରୁ ଡାକ୍ତରଙ୍କ ଇସ୍ତଫା ଜାରି ରହିଛି। ସରକାରଙ୍କ ଦ୍ୱାରା ସଂସଦରେ ଶେୟାର କରାଯାଇଥିବା ତଥ୍ୟରୁ ଜଣାପଡିଛି ଯେ ୨୦୨୨ ରୁ ୨୦୨୪ ପର୍ଯ୍ୟନ୍ତ ୨୦ଟି ପ୍ରତିଷ୍ଠାନରୁ ପ୍ରାୟ ୪୨୯ ଜଣ ଡାକ୍ତର…
୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…
ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ପ୍ରବଳ…
ରାଜ୍ୟ କ୍ୟାବିନେଟ୍ରେ ୭ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର,୧୪ା୮(ରବିନାରାୟଣ ଜେନା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେଇଛି। ତଦନୁଯାୟୀ ଓଡ଼ିଶାରେ ନର୍ସିଂ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ନର୍ସିଂ ଏଜୁକେଶନ, ସର୍ଭିସ୍ ରୁଲ୍ସ-୨୦୨୫ ଗଠନ…
ଶ୍ରୀମନ୍ଦିର ଉଡ଼ାଇଦେବାକୁ ଧମକ
ପୁରୀ,୧୪ା୮ (ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ମାର୍ଗର ବୁଢ଼ୀ ମା’ ମନ୍ଦିର କାନ୍ଥରେ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ହାତରେ ଲେଖାଯିବା ସହିତ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି।…
ଆଲୋଚନା ପରେ ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବେ ପୁଟିନ୍
ଓ୍ବାଶିଂଟନ୍,୧୪ା୮: ଆଲାସ୍କାରେ ଶୁକ୍ରବାର ହେବାକୁ ଥିବା ଶାନ୍ତି ଆଲୋଚନା ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ୟୁକ୍ରେନ୍ ଉପରେ ଆକ୍ରମଣ ଜାରି ରଖିଲେ ଏହାର ଭୟଙ୍କର ପରିଣାମ ଭୋଗିବେ ବୋଲି ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି। ୟୁରୋପୀୟ ନେତାମାନଙ୍କ…
ଏସ୍ସିଏସ୍: ଚାଇନା-ଆମେରିକା ମୁହାଁମୁହିଁ
ଓ୍ବାଶିଂଟନ୍,୧୪ା୮: ଦକ୍ଷିଣ ଚାଇନା ସାଗର(ଏସ୍ସିଏସ୍)ରେ ଆଧିପତ୍ୟ ବିସ୍ତାର କରିଆସିଥିବା ଚାଇନା ପୁଣିଥରେ ଏହି ସାମୁଦ୍ରିକ ଜଳରାଶି ଉପରେ ଆମେରିକୀୟ ନୌସେନା ସହ ମୁହାଁମୁହିଁ ହୋଇଛି। ଚାଇନା ନୌସେନା ପକ୍ଷରୁ ବୁଧବାର କୁହାଯାଇଛି ଯେ, ଆମେରିକା ନୌସେନାର ଏକ ଯୁଦ୍ଧଜାହାଜ ଏସ୍ସିଏସ୍ରେ ଥିବା ଚାଇନାର…
‘ଭୋଟ ଚୋରି’ ଭିଡିଓ ଦେଖାଇଲା କଂଗ୍ରେସ
ନୂଆଦିଲ୍ଲୀ,୧୪ା୮: ନିର୍ବାଚନ କମିଶନ (ଇସି)ଙ୍କ ଦ୍ୱାରା ଭୋଟ ଚୋରି କରାଯାଉଥିବା ଅଭିଯୋଗ ଆଣି କଂଗ୍ରେସ ବୁଧବାର ଭୋଟ ଜାଲିଆତିର ଆଉ ଏକ ନୂଆ ଭିଡିଓ ଦେଖାଇଛି। ସାମ୍ବିଧାନିକ ସଂସ୍ଥାଗୁଡ଼ିକୁ ଭାଜପା ହାତମୁଠାରୁ ଛଡ଼ାଇ ଆଣିବା ପାଇଁ ଲୋକେ ସ୍ବର ଉତ୍ତୋଳନ କରିବା…
ଲୁଚାଛପାରେ ନିର୍ବନ୍ଧ କଲେ ଅର୍ଜୁନ ତେନ୍ଦୁଲକର, ଜାଣନ୍ତୁ କିଏ ହେବେ ତେନ୍ଦୁଲକରଙ୍କ ବୋହୂ?
ନୂଆଦିଲ୍ଲୀ,୧୩।୮: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର। ସେ ଲୁଚାଛପାରେ ମୁମ୍ବାଇର ଜଣେ ପ୍ରସିଦ୍ଧ ବ୍ୟବସାୟୀଙ୍କ ନାତୁଣୀ ସାନିଆ ଚାନ୍ଦୋକଙ୍କ ସହ ନିର୍ବନ୍ଧ କରିଛନ୍ତି। ଏହି ଖବର ସୋସିଆଲ ମିଡିଆରେ ଦ୍ରୁତ ଗତିରେ…
ଟ୍ରମ୍ପ-ପୁଟିନ ସାକ୍ଷାତ ପୂର୍ବରୁ ବଡ଼ ଘୋଷଣା କଲେ ଜେଲେନସ୍କି: ସାରା ବିଶ୍ୱରେ ଖେଳିଗଲା…
ଓ୍ବାଶିଂଟନ୍,୧୩।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ବୈଠକ ହେବାକୁ ଯାଉଛି। ଉଭୟ ଅଗଷ୍ଟ ୧୫ରେ ଆଲାସ୍କାରେ ସାକ୍ଷାତ କରିବେ। ଏହି ବୈଠକରେ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ବିଷୟରେ ଆଲୋଚନା ହୋଇପାରେ। ରାଷ୍ଟ୍ରପତି…
Archives


