ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ,ଏମଏସଏମଇ ପାଇଁ ନୂଆ ସୁଯୋଗ…
ନୂଆଦିଲ୍ଲୀ, ୩୦।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ବିଜ୍ଞାନ ଭବନରେ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ’ଉଦ୍ୟୋଗୀ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମର ଶଭାରମ୍ଭ କରିଛନ୍ତି। ଥିଲେ। ରାଇଜିଂ ଆଣ୍ଡ ଏକ୍ସଲେଟିଂ ଏମଏସଏମଇ ପରଫର୍ମାନ୍ସ…
ଅର୍ଦ୍ଧେନ୍ଦୁ ଦାସ ଗିରଫ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରୁଥିବା…
ସାମ୍ପ୍ରତିକ ସ୍ଥିତିରେ ସାମୁଦ୍ରିକ ସୁରକ୍ଷା ଅପରିହାର୍ଯ୍ୟ, କହିଲେ ଡୋଭାଲ…
ନୂଆଦିଲ୍ଲୀ, ୩୦।୬ : ପରିବର୍ତ୍ତିତ ଭୌଗୋଳିକ ବିକାଶ ମଧ୍ୟରେ ସମ୍ପ୍ରତି ସାମୁଦ୍ରିକ ସୁରକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଗୁରୁବାର ସାମୁଦ୍ରିକ ସୁରକ୍ଷା ଗୋଷ୍ଠୀର ପ୍ରଥମ ବୈଠକରେ ଯୋଗଦେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏହା କହିଛନ୍ତି। ଦେଶର ସାମୁଦ୍ରିକ ସୁରକ୍ଷାକୁ…
୧୧୦ ଦେଶରେ କରୋନା ସଂକ୍ରମଣରେ ବୃଦ୍ଧି, ଚେତାବନୀ ଜାରି କଲା ଡବ୍ଲୁଏଚଓ…
ଜେନେଭା, ୩୦।୬ : ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) କହିଛି ଯେ କରୋନା ଭାଇରସ ମହାମାରୀର ଭାରିଆଣ୍ଟ ବଦଳୁଛି କିନ୍ତୁ ଏହା ଶେଷ ହୋଇନାହିଁ। ପୃଥିବୀର ୧୧୦ଟି ଦେଶରେ କରୋନା ମାମଲା ବୃଦ୍ଧି ପାଉଛି ବୋଲି ଡବ୍ଲୁଏଚଓ ଚେତାବନୀ ଦେଇଛି। ଡବ୍ଲୁଏଚଓର…
ଘନେଇଲା ସଙ୍କଟ, ଲକ୍ଷେ ଟପିଲା ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୩୦।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଭାଜପା ସହିତ ଶିବସେନାର ୩୩ ବର୍ଷର ମେଣ୍ଟ, ୭୩ ଆସନରୁ ୫୬ରେ ପହଞ୍ଚିଛି ଶିବସେନା…
ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏକନାଥ ସିନ୍ଧେ ୨୦ ଜୁନ ରାତିରେ ଉଦ୍ଧବ ଠାକରେଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ। ଜୁନ୍ ୨୨ ରେ ରାତି ୮ ଟା ୧୧ରେ ଏକାସାଙ୍ଗରେ ଦୁଇଟି ଟୁଇଟ କରିଥିଲେ। ସେ ଲେଖିଥିଲେ ଗତ…
ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ନାମାଙ୍କନ ଦାଖଲ, ଯାଞ୍ଚ୍ ପୂର୍ବରୁ ୨୮ ଖାରଜ…
ନୂଆଦିଲ୍ଲୀ, ୩୦।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୁଧବାର ଶେଷ ହୋଇଛି। ଜୁନ ୨୯ ତାରିଖ ପର୍ଯ୍ୟନ୍ତ ମୋଟ ୧୧୫ ନାମାଙ୍କନପତ୍ର ଦାଖଲ କରାଯାଇଥିଲା । ସେଥିମଧ୍ୟରୁ ୮୭ଟି ନାମାଙ୍କନ ଯାଞ୍ଚ ପାଇଁ ବାକି…
ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ସହରକୁ ଅଧିକ ଟାର୍ଗେଟ କରାଯାଉଛି, ଭାରତର ମନ୍ତବ୍ୟ…
ନୂଆଦିଲ୍ଲୀ/କ୍ୱିଭ୍/ମସ୍କୋ, ୩୦।୬ : ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨୬ ଦିନ ବିତିଛି। ଗୋଟିଏ ଦିନ ପୂର୍ବରୁ କ୍ରାମେଚକର ଏକ ଶପିଂ ମଲ ଉପରେ ରୁଷିଆ ସେନା ପକ୍ଷରୁ କ୍ଷେପଣସ୍ତ୍ର ମାଡ଼ କରାଯାଇଥିଲା। ଏନେଇ ମିଳିତ ଜାତିସଂଘରେ ଭାରତ କହିଛି ଯେ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ…
ଆରମ୍ଭ ହେଲା ଅମରନାଥ ଯାତ୍ରା, ଅଗଷ୍ଟ ୧୧ରେ ହେବ ଶେଷ
ଜମ୍ମୁ,୩୦ ।୬: ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ପୁଣିଥରେ ଆରମ୍ଭ ହୋଇଛି ପବିତ୍ର ଅମରନାଥ ଯାତ୍ରା । ଗୁରୁବାର ଅର୍ଥାତ୍ ଜୁନ ୩୦ରୁ ଔପଚାରିକ ଭାବେ ଏହି ଯାତ୍ରା ଆରମ୍ଭ ହୋଇଛି । ପହଲଗାମ ବେସ କ୍ୟାମ୍ପରେ ପାଖାପାଖି ୧୦…
ମଧ୍ୟରାତ୍ରିରେ ମହାନାଟକ
ମୁମ୍ବାଇ,୩୦ା୬: ହିନ୍ଦୁ ହୃଦୟ ସମ୍ରାଟ ସ୍ବର୍ଗତ ବାଲାସାହେବ ଠାକ୍ରେଙ୍କ ଲିଗାସି ଏବଂ ସବୁଠୁ ସମୃଦ୍ଧ ରାଜ୍ୟ ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ୧୧ ଦିନ ଧରି ଚାଲିଥିବା ଟଣାଓଟରା ବୁଧବାର ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କୁ ଆସ୍ଥାଭୋଟର…
ଶେଷକୁ କାମରେ ଆସିଲା ଶାହାଙ୍କ ରଣନୀତି
ନୂଆଦିଲ୍ଲୀ,୩୦ ।୬: କାମ ଦେଲା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ରଣନୀତି । ଦୀର୍ଘ ଅଢେଇ ବର୍ଷର ଅପେକ୍ଷା ପରେ ତୃତୀୟ ରାଜ୍ୟ ଭାବେ ମହାରାଷ୍ଟ୍ରରେ ସଫଳ ହେଲା ଅପରେଶନ ଲୋଟସ । ଏହି ଅପରେଶନରେ ସଫଳ ହେବାକୁ ଅବଶ୍ୟ ଭାରତୀୟ ଜନତା…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ
ମୁମ୍ବାଇ,୨୯।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଫ୍ଲୋର ଟେଷ୍ଟ ପୂର୍ବରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଗୁରୁବାର ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳ ଘୋଷଣା କରିବା ପରେ ତାହାକୁ ଚ୍ୟାଲେଞ୍ଜ କରି ଏହା…
Archives


