ବେଆଇନ ସିଲିଣ୍ଡର ଦୁର୍ଘଟଣାରେ କ୍ଷତିପୂରଣ ମିଳିବନି…
ନୂଆଦିଲ୍ଲୀ, ୨୮।୬ : ବେଆଇନ ଏଲପିଜି ସିଲିଣ୍ଡର ବ୍ୟବହାର କରୁଥିବା ସମୟରେ ଦୁର୍ଘଟଣା ଘଟିଲେ ଏନେଇ ଗ୍ୟାସ ଏଜେନ୍ସି ଦାୟୀ ରହିବ ନାହିଁ ବୋଲି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦିଲ୍ଲୀ ରାଜ୍ୟ ଗ୍ରାହକ ଆୟୋଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗ୍ୟାସ…
ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ଏସବୁ ସାମଗ୍ରୀର ବ୍ୟବହାରକୁ ମନା, ସରକାରୀ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୨୮।୬ : ଦେଶରେ ପରିବେଶର ସୁରକ୍ଷା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୧ ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସିଙ୍ଗଲ୍…
ନୂଆ ଲେବର କୋଡ୍, ସପ୍ତାହରେ ୩ ଦିନ ଛୁଟି…
ନୂଆଦିଲ୍ଲୀ, ୨୮।୬ : ଦେଶର ଲେବର ଲେବର(ଶ୍ରମ ସଂହିତା)ରେ ସରକାର ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଜୁଲାଇ ୧ ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ନୂତନ ଲେବର କୋଡ୍ କାର୍ଯ୍ୟକାରୀ କରିପାରନ୍ତି। ତେବେ ଏପର୍ଯ୍ୟନ୍ତ ସରକାର ଏ ସମ୍ପର୍କରେ…
ଆରବ ସାଗରରେ ହେଲିକପ୍ଟର କଲା ଜରୁରୀ ଅବତରଣ…
ମୁମ୍ବାଇ, ୨୮।୬ : ମୁମ୍ବାଇ ନିକଟ ଆରବ ସାଗରର ବମ୍ବେ ହାଇ ନିକଟରେ ମଙ୍ଗଳବାର ଏକ ହେଲିକପ୍ଟରର ଜରୁରୀକାଳୀନ ଅବତରଣ କରାଯାଇଛି। ଏଥିରେ ୭ ଜଣ ଯାତ୍ରୀ ଏବଂ ଦୁଇଜଣ ପାଇଲଟ ଥିଲେ। କୋଷ୍ଟଗାର୍ଡ ଏବଂ କମ୍ପାନୀ ଦ୍ୱାରା ନଅ ଜଣଙ୍କୁ…
ସକ୍ରିୟ ମାମଲା ଲକ୍ଷେ ମୁହାଁ…
ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ସିନ୍ଧେ ଗୋଷ୍ଠୀଙ୍କୁ ନେଇ ମହାରାଷ୍ଟ୍ରରେ ସରକାର ଗଢିପାରେ ଭାଜପା: ଦିଲ୍ଲୀ ଗଲେ ଫଡନଭୀସ
ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ହାଇଭୋଲଟେଜ୍ ରାଜନୈତିକ ଡ୍ରାମା ଦେଖିବାକୁ ମିଳିଛି। ଶିବସେନା ବିଦ୍ରୋହୀ ସିନ୍ଧେ ଗୋଷ୍ଠୀଙ୍କୁ ନେଇ ରାଜ୍ୟରେ ଭାଜପା ସରକାର ଗଢିବ ବୋଲି ଚର୍ଚ୍ଚା ହେଉଛି। ଏହି ସମୟରେ ଭାଜପା ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଦିଲ୍ଲୀ…
ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କଲା ଭାରତ
ନୂଆଦିଲ୍ଲୀ,୨୮ ।୬: ଭାରତ ପକ୍ଷରୁ ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନ ଉପରେ ଅଭିଯୋଗ ରହିଛି କି ଏହାର ଟୁଇଟର ଆକାଉଣ୍ଟ ଦ୍ୱାରା ଭୁଲ ଖବର ଓ ଦୁଷ୍ପ୍ରଚାର…
ରୁଷିଆ ମିଶାଇଲ ମାଡରେ ଜନଗହଳି ପୂର୍ଣ୍ଣ ମଲରେ ଲାଗିଲା ନିଆଁ, ୧୬ ଲୋକଙ୍କ ମୃତ୍ୟୁ ଆଶଙ୍କା
କ୍ୱିଭ,୨୮ ।୬: ପୂର୍ବ ୟୁକ୍ରେନରେ ଥିବା ଏକ ଜନଗଳହି ପୂର୍ଣ୍ଣ ମଲକୁ ଟାର୍ଗେଟ କରିଛି ରୁଷିଆ । ଏଏଫପି ନ୍ୟୁଜର ସୂଚନା ଅନୁଯାୟୀ, ୟୁକ୍ରେନର ମଲ ଉପରେ ରୁଷିଆ ମିଶାଇଲ ଆକ୍ରମଣ କରିବା ଫଳରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା…
୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା
ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦…
ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର ହେବ ଜିନୋମ ସିକ୍ୱେଂସିଂଗ
ନୂଆଦିଲ୍ଲୀ,୨୮ ।୬: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ଭାଇରସର ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ଏଥର ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କର ସାମ୍ପଲର ଜିନୋମ ସିକ୍ୱେଂସିଂଗ…
ଫେସ୍ବୁକ୍ ଲାଇଭ୍ ପରେ ଇସ୍ତଫା ଦେଇଥାନ୍ତେ ଉଦ୍ଧବ: ହେଲେ ଅଟକାଇଦେଲେ..
ମୁମ୍ବାଇ,୨୭ା୬: ଶିବସେନାରେ ହୋଇଥିବା ବଡ଼ ବିଦ୍ରୋହ ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ମହା ବିକାଶ ଅଘାଡ଼ିର ଚାଣକ୍ୟ ତଥା ଏନ୍ସିପି ସୁପ୍ରିମୋ ଶରଦ ପାଓ୍ବାର ତାଙ୍କୁ ଅଟକାଇଦେଇଛନ୍ତି ବୋଲି ଜଣାପଡ଼ିଛି। ପ୍ରକାଶିତ ରିପୋର୍ଟ…
ଜୁଲାଇ ୧୧ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷିତ ହୋଇପାରିବେନି ବିଦ୍ରୋହୀ ବିଧାୟକ
ନୂଆଦିଲ୍ଲୀ,୨୭।୬: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଙ୍କଟ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଇତିମଧ୍ୟରେ ମହାରାଷ୍ଟ୍ର ସରକାରରେ ଜଣେ ମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ସିନ୍ଧେ ଏବଂ ଅନ୍ୟ ୧୫ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ନୋଟିସ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି…
Archives


