ରିସୋର୍ଟ ରାଜନୀତି, ଜୁନ ୩୦ ପର୍ଯ୍ୟନ୍ତ ହୋଟେଲରେ ପ୍ରବେଶ ନିଷେଧ…
ଗୁଆହାଟୀ, ୨୭।୬ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଗୁଆହାଟୀରେ ରାଡିସନ ବ୍ଲୁ ହୋଟେଲ ବୁକିଂ ଜୁନ ୩୦ ପର୍ଯ୍ୟନ୍ତ ବୃଦ୍ଧିୀ କରାଯାଇଛି। ଯେଉଁଠାରେ ଏକନାଥ ସିନ୍ଧେ ଏବଂ ତାଙ୍କ ଦଳର ବିଧାୟକମାନେ ଏଠାରେ ରହି ରିସୋର୍ଟ ରାଜନୀତକୁ ନୂତନ ରୂପ…
ଜି ୭: ରୁଷିଆ ଉପରେ ଚାପ
ଏଲ୍ମଉ,୨୭ା୬: ରୁଷିଆକୁ ମହଙ୍ଗା ପଡ଼ିବ ୟୁକ୍ରେନ୍ ଆକ୍ରମଣ। ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ କଟକଣା ଜାରି କରୁଥିବାବେଳେ ଆଗକୁ ସେଠାରୁ ସୁନା ଆମଦାନୀ ମଧ୍ୟ ବନ୍ଦ କରାଯିବ ବୋଲି ରବିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଘୋଷଣା…
୩୦ରେ ଭୁବନେଶ୍ୱର ଫେରିବେ ନବୀନ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଟାଲୀ ଗସ୍ତ କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଇଟାଲୀର ରୋମ୍ରେ ୬ ଦିନ ଅବସ୍ଥାନ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଥିଲା। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କାର୍ଯ୍ୟକ୍ରମ…
ପିସିସି ସଭାପତିଙ୍କ ସମେତ ୧୯ ଆହତ
ଅଗରତାଲା,୨୭।୬: ତ୍ରିପୁରା ବିଧାନସଭା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରବିବାର କଂଗ୍ରେସ ଭବନ ସମ୍ମୁଖରେ ଭାଜପା ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ତ୍ରିପୁରା ପିସିସି ସଭାପତି ବୀରଜିତ ସିହ୍ନାଙ୍କ ସମେତ ୧୯ ଜଣ ଆହତ ହୋଇଛନ୍ତି।…
ରାଜନୈତିକ ଦଳର ପଞ୍ଜୀକରଣ ରଦ୍ଦ ଲାଗି କ୍ଷମତା ଚାହୁଁଛି ଇସି
ନୂଆଦିଲ୍ଲୀ,୨୭।୬(ପି.ଟି.): ଦୁର୍ନୀତିରେ ଲିପ୍ତ ଥିବା ଅଣସ୍ବୀକୃତିପ୍ରାପ୍ତ ଦଳଗୁଡ଼ିକୁ ଚିହ୍ନଟ କରି ସେଗୁଡ଼ିକୁ ହଟାଇବା ପ୍ରକ୍ରିୟା ଚାଲିଥିବାବେଳେ ରାଜନୈତିକ ଦଳଗୁଡ଼ିକର ପଞ୍ଜୀକରଣ ରଦ୍ଦ କରିବା ଲାଗି ନିର୍ବାଚନ କମିଶନ (ଇସି) କ୍ଷମତା ଚାହୁଁଛନ୍ତି। କୌଣସି ଜନ ସଂଗଠନକୁ ରାଜନୈତିକ ଦଳ ଭାବେ ପଞ୍ଜୀକରଣ…
ଭାରତୀୟ ବଂଶୋଦ୍ଭବ ବିକାଶର ରାଷ୍ଟ୍ରଦୂତ
ମ୍ୟୁନିକ୍,୨୭ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି ୭ ସମ୍ମିଳନୀରେ ଯୋଗଦେବା ପାଇଁ ରବିବାର ଜର୍ମାନୀର ମ୍ୟୁନିକ୍ରେ ପହଞ୍ଚତ୍ଛନ୍ତି। ଭାରତ ଜି ୭ର ସଦସ୍ୟ ହୋଇ ନ ଥିଲେ ହେଁ ଜର୍ମାନୀ ପକ୍ଷରୁ ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ ହୋଇ ମୋଦି ସେଠାକୁ ଯାଇଛନ୍ତି।…
ଦଖଲ ଆସନ ହାତଛଡ଼ା
ନୂଆଦିଲ୍ଲୀ,୨୭।୬: ୩ ଲୋକ ସଭା ଆସନରେ ହୋଇଥିବା ଉପନିର୍ବାଚନ ଫଳାଫଳ ରବିବାର ପ୍ରକାଶ ପାଇଛି। ଏହି ଆସନଗୁଡ଼ିକୁ ପୂର୍ବରୁ ଦଖଲ କରିଥିବା ଦଳଗୁଡ଼ିକ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ସେହିପରି ୭ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ୪ଟି ଆସନକୁ ଦଳଗୁଡ଼ିକ…
ସୁପ୍ରିମକୋର୍ଟ ଗଲେ ସିନ୍ଧେ
ମୁମ୍ବାଇ/ନୂଆଦିଲ୍ଲୀ,୨୭ା୬: ଶିବସେନାର ଅସଲ ନେତା କିଏ ତାକୁ ନେଇ ଦଳର ଅଧ୍ୟକ୍ଷ ଉଦ୍ଧବ ଠାକ୍ରେ ଓ ବିଦ୍ରୋହୀ ସେନାପତି ଏକନାଥ ସିନ୍ଧେଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି। ସିନ୍ଧେ ଶିବିରରେ ଜଣେ ପରେ ଜଣେ ମନ୍ତ୍ରୀ-ବିଧାୟକ ଯୋଗଦେବା ପରେ ବିଦ୍ରୋହୀଙ୍କ ଶକ୍ତି…
୮ରୁ ୟୁଜିସି ଏନ୍ଇଟି ପରୀକ୍ଷା
ଭୁବନେଶ୍ୱର, ୨୭।୬(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ୟୁଜିସି ଏନ୍ଇଟି ପରୀକ୍ଷା ସଂକ୍ରାନ୍ତରେ ରବିବାର ଘୋଷଣା କରାଯାଇଛି। ଡିସେମ୍ବର ୨୦୨୧ରେ ହେବାକୁ ଥିବା ୟୁଜିସି ଏନ୍ଇଟି ପରୀକ୍ଷା ଜୁଲାଇ ୮, ୯, ୧୧ ଓ ୧୨ରେ ଅନୁଷ୍ଠିତ ହେବ। ସେହିଭଳି…
ପୁରୀ ରଥଯାତ୍ରା କଥା କହିଲେ ମୋଦି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ ଦେଶବାସୀ…
ଦ୍ରୌପଦୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଓଡ଼ିଶାର ଝିଅ ତଥା ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାରେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପୁଣି ଥରେ ଶୁଭେଚ୍ଛା ଜଣାଇଛନ୍ତି। ମୁର୍ମୁଙ୍କ…
ଅଗ୍ନିପଥ ଯୋଜନାର ୩ହଜାର ପଦ ପାଇଁ ହେଲାଣି ୫୬୯୬୦ ଆବେଦନ, ଜୁଲାଇ ୫ରେ ବନ୍ଦ ହେବ ପଞ୍ଜିକରଣ
ନୂଆଦିଲ୍ଲୀ,୨୭ ।୬: ସାରା ଦେଶରେ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରାଯାଉଥିବା ବେଳେ, ୩ଦିନ ପୂର୍ବରୁ ଭାରତୀୟ ବାୟୁସେନାରେ ଚୟନ ପାଇଁ ଆବେଦନ କରିବାକୁ ଘୋଷଣା କରଯାଇଥିଲା । ଭାରତୀୟ ବାୟୁସେନା କହିଛି ଅଗ୍ନିପଥ ଯୋଜନାରେ ୩୦୦୦ ଅଗ୍ନିବୀରଙ୍କ ନିଯୁକ୍ତି…
Archives


