Home Middle

ନଦୀକୁ ଖସିଲା ଯାତ୍ରୀବାହୀ ବସ, ୭ ମୃତ…

ରାଞ୍ଚି, ୧୭।୯ : ଝାଡଖଣ୍ଡର ହଜରିବାଗ ଜିଲାର ଟାଟିଜରିଆ ପୋଲିସ ଷ୍ଟେଶନ ଅନ୍ତର୍ଗତ ଥିବା ସଓ୍ବୋନେ ନଦୀ ବ୍ରିଜରୁ ଏକ ଯାତ୍ରୀବାହୀ ବସ ଖସିପଡିଛି। ଏହି ଦୁର୍ଘଟଣାରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ୪୦ ରୁ ଅଧିକ…

ପାକିସ୍ତାନକୁ ମିଳିବ ନୂଆ ସେନାମୁଖ୍ୟ

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ଶନିବାର କହିଛନ୍ତି ଯେ, ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଏକ ନୂଆ ସେନା ମୁଖ୍ୟ ନିଯୁକ୍ତ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନ ପରେ ନୂତନ ସରକାରଙ୍କ ଦ୍ୱାରା ଦେଶର…

ବିକଶିତ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପରିବହନ ନୀତି: ପ୍ରଧାନମନ୍ତ୍ରୀ …

ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତୀୟ ପରିବହନ ନୀତି (ନ୍ୟାଶନାଲ ଲଜିଷ୍ଟିକ ପଲିସି) ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ ଏକ ବିକଶିତ ଭାରତ ଗଠନ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ…

ଦଶହରା ରାଲି ନେଇ ମୁହାଁମୁହିଁ ସ୍ଥିତି, ବିବାଦରେ ରାଣେଙ୍କ ଏଣ୍ଟ୍ରି…

ମୁମ୍ବାଇ, ୧୭।୯ : ଶିବାଜୀ ପାର୍କରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲି ସମ୍ପର୍କରେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କାହାକୁ ରାଲି ପାଇଁ ବିଏମସି ଏପର୍ଯ୍ୟନ୍ତ ନିଶ୍ଚିତ କରି…

ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରାରେ ଗିରଫ ହେଲେ ଜଣେ ବ୍ୟକ୍ତି

ଲଣ୍ଡନ,୧୭ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରା ସମୟରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଲଣ୍ଡନର ଓ୍ବେଷ୍ଟମିନଷ୍ଟର ହଲରେ ସ୍ବର୍ଗତ ରାଣୀଙ୍କ କଫିନ ରଖାଯାଇଥିଲା। ଯେଉଁଠାରେ ହଜାର ହଜାର ଲୋକ ରାଣୀଙ୍କୁ ସମ୍ମାନ ଜଣାଇବାକୁ ଆସିଥିଲେ। ଏହି ସମୟରେ କଫିନ…

ଅଡୁଆରେ ତେଜସ୍ବୀ, ଜାମିନ ଖାରଜ ପାଇଁ ଦାବି କଲା ସିବିଆଇ …

ପାଟନା, ୧୭।୯ : ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଇଆରସିଟିସି ସ୍କାମ ମାମଲାରେ ସିବିଆଇ ତାଙ୍କ ବିରୋଧରେ ରାଉସ ଆଭେନ୍ୟୁ କୋର୍ଟରେ ଆବେଦନ କରିଥିଲା। ଏହି ମାମଲାରେ ତାଙ୍କୁ ଦିଆଯାଇଥିବା ଜାମିନ ଖାରଜ କରିବାକୁ ସିବିଆଇ…

‘ଭାରତକୁ ଉପକୃତ କରୁଛନ୍ତି ଇମ୍ରାନ’

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ପାକିସ୍ତାନ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ନେଇ ବିବାଦ ବନ୍ଦ କରିବାକୁ ସେ ଇମ୍ରାନଙ୍କୁ କହିଛନ୍ତି। କାରଣ ଭାରତ ଏହାର ଫାଇଦା ନେଉଛି। ପ୍ରତିରକ୍ଷା ମନ୍ତ୍ରୀ…

ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ, ଶିନ୍ଦେ କଲେ ଲୋକାର୍ପଣ-ଏନସିପି କ୍ଷୀରରେ କଲା ଶୁଦ୍ଧିକରଣ…

ମୁମ୍ବାଇ, ୧୭।୯ : ମହାରାଷ୍ଟ୍ରରେ ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଔରଙ୍ଗାବାଦରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ କରିଛନ୍ତି। ଏହାର ପ୍ରତିବାଦରେ ଏନସିପିର ଯୁବ ମୋର୍ଚ୍ଚା ନେତାମାନେ ଏହି ପ୍ରତିମୂର୍ତ୍ତିକୁ ଶୁଦ୍ଧିକରଣ କରି…

ସର୍ବାଧିକ ଫଲୋର୍ସରେ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୭୨ ବର୍ଷରେ ପାଦ ଦେଇଛନ୍ତି। ୨୬ ମେ ୨୦୧୪ରେ, ସେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହା ପରେ ସେ ୨୦୧୯ ରେ ପୁନର୍ବାର ପ୍ରଧାନମନ୍ତ୍ରୀ…

୭୨୮୪୯ ବର୍ଗ କିଲୋମିଟର ଅଞ୍ଚଳ ଜଙ୍ଗଲ ବାଘଙ୍କ ନାମରେ, ଖର୍ଚ୍ଚ ହେଉଛି ବାର୍ଷିକ ୩୪ ହଜାର ଲକ୍ଷ ଟଙ୍କା…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ନାମ୍ବିଆର ଆଠଟି ଚିତା ଭାରତରେ ପହଞ୍ଚିଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସେମାନଙ୍କୁ ଛାଡ଼ିଛନ୍ତି। ବର୍ତ୍ତମାନ ଭାରତର ବିଲେଇ ପରିବାରରେ ଏକ ନୂତନ ସଦସ୍ୟ ଚିତା ଯୋଗ କରାଯାଇଛି।…

ଗୁଜରାଟ ପାକିସ୍ତାନ ନୁହେଁ…

ମୁମ୍ବାଇ, ୧୭।୯ : ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏନସିପି ଏବଂ ଶିବସେନାକୁ ଟାର୍ଗେଟ କରି…

ପାକିସ୍ତାନ ବନ୍ୟା ୧.୬୦ କୋଟି ଶିଶୁ ପ୍ରଭାବିତ..

ଇସଲାମାବାଦ/ଜେନେଭା, ୧୭।୯ : ନିକଟରେ ପାକିସ୍ତାନରେ ଘଟିଥିବା ଭୟଙ୍କର ସୁପର ବନ୍ୟା ଦ୍ୱାରା ଦେଶର ୧.୬୦ କୋଟି ଶିଶୁ ପ୍ରଭାବିତ ହୋଇଛନ୍ତି। ମିଳିତ ଜାତିସଂଘ କହିଛି ଯେ ବନ୍ୟା ଯୋଗୁ ୩୪ ଲକ୍ଷ ପିଲାଙ୍କ ଜୀବନ ବଞ୍ଚାଇବା ପାଇଁ ଜରୁରୀ ସହାୟତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?