Home Middle

୭୨ ବର୍ଷରେ ପଦର୍ପଣ କଲେ ମୋଦି

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୨ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଜନ୍ମଦିନ ଅବସରରେ ମୋଦି ୪ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ପ୍ରଥମେ ଶନିବାର ମୋଦି ନାମିବିୟାରୁ ୮ ଚିତାଙ୍କୁ ଭାରତ ଅଣାଯାଉଥିବା ଅବସରରେ ରାଷ୍ଟ୍ରକୁ…

ରୁଷିଆ-ତୁର୍କି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା

ସମରକନ୍ଦ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ଶିଖର ସମ୍ମିଳନୀରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଦଗାନ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିଛନ୍ତି। ଏହି ସମୟରେ ମୋଦି ଉଭୟ ନେତାଙ୍କ ସହ ବିଭିନ୍ନ…

ଜଳିଗଲା ୪୨ମହଲା ବିଲ୍ଡିଂ: ଉଦ୍ଧାର କାର୍ଯ୍ୟ ଜାରି

ବେଜିଂ,୧୬।୯: ଚାଇନାର ଦକ୍ଷିଣ ପ୍ରାନ୍ତ ହୁନାନର ରାଜଧାନୀ ଚାଙ୍ଗସା ସହରର ଏକ ୪୨ବିଶିଷ୍ଟ ଟେଲିକମ୍‌ ବିଲ୍ଡିଂରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ କେତେକ ଆହତ ହୋଇଛନ୍ତି ଆଉ କେତେକ ଫସିରହିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ, ଶୁକ୍ରବାର…

ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର: ଭାଜପା ସହ ମିଶିବ ପଞ୍ଜାବ ଲୋକ କଂଗ୍ରେସ

ନୂଆଦିଲ୍ଲୀ,୧୬।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ଭାଜପାରେ ଯୋଗଦେବେ। ସେପ୍ଟେମ୍ବର ୧୯ରେ ଦିଲ୍ଲୀରେ ଅମରିନ୍ଦର ଭାଜପାର ସଦସ୍ୟତା ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ଏନେଇ ଦଳର ମୁଖପାତ୍ର ପ୍ରୀତପାଲ ସିଂ…

ଏସ୍‌ସିଓ ବୈଠକରେ ମୋଦିଙ୍କ ସମ୍ବୋଧନ, ଏହି ୧୦ କଥା ଉପରେ ଦେଲେ ଗୁରୁତ୍ୱ

ସମରକନ୍ଦ,୧୬ା୯: ଉଜବେକିସ୍ତାନର ସମରକନ୍ଦ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ, ସ୍ବାସ୍ଥ୍ୟ ଏବଂ ଔଷଧ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କହିଛନ୍ତି।…

ପୁଟିନ-ମୋଦିଙ୍କ ସମ୍ପର୍କ ଉପରେ କିଛି ଦେଶର ନଜର

ସମରକନ୍ଦ,୧୬ା୯: କରୋନା ମହାମାରୀର ଦୁଇ ବର୍ଷ ପରେ ଉଜବେକିସ୍ତାନର ସମରକନ୍ଦରେ ଗୁରୁବାର ସାଂଘାଇ ସହଯୋଗ ସଂଗଠନର (ଏସ୍‌ସିଓ)ର ୨୨ତମ ଶିଖର ସମ୍ମିଳନୀ ଆରମ୍ଭ ହୋଇଛି। ଏଥି ସହିତ ଶୁକ୍ରବାର ଏସ୍‌ସିଓର ଏକ ବୈଠକ ଆୟୋଜନ ହୋଇଛି। ଯେଉଁଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାୟୁବୀରଙ୍କ ଆକାଶ ମାର୍ଗରେ ସାହସିକ ପ୍ରର୍ଦଶନ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜଧାନୀର କୁଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆରେ ଶୁକ୍ରବାର ‘ସୂର୍ଯ୍ୟକିରଣ ଏୟାର ଶୋ’ର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ବାୟୁବୀରମାନେ ଆକାଶ ମାର୍ଗରେ ନିଜର ସାହସିକତା ପ୍ରଦର୍ଶନ କରିଛନ୍ତି। ଭିନ୍ନ ଭିନ୍ନ ଦୁଃସାହସିକ କ୍ରୀଡ଼ା କୌଶଳ ଦେଖାଇ ଓଡ଼ିଶାବାସୀଙ୍କୁ ମନୋରଞ୍ଜନର ଖୋରାକ…

ସୀମା ସଂଘର୍ଷ ପରେ ଆଜି ମୋଦି-ଜିନ୍‌ପିଙ୍ଗ୍‌ ପ୍ରଥମ ଭେଟ

ନୂଆଦିଲ୍ଲୀ,୧୬।୯:୨୦୨୦ରେ ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ସାଂଘାଇ ସହଯୋଗ…

ଆଜି ସୂର୍ଯ୍ୟକିରଣ ଏୟାର ଶୋ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୧୫।୯ (ଡି.ଏନ୍‌.ଏ.): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ଜରିପାଟଣାସ୍ଥିତ ବାଲିଯାତ୍ରା ପଡ଼ିଆର କୁଆଖାଇ ନଦୀପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଶୁକ୍ରବାର ଅନୁଷ୍ଠିତ ହେବ। ଏ ନେଇ ଗୁରୁବାର କୁଆଖାଇ ନଦୀପଠାରେ ବାୟୁସେନାର ୯ଟି ଲଢୁଆ…

ସ୍ବାମୀଙ୍କୁ ବଞ୍ଚାଇବାକୁ ଗୁଳିରେ ମଲେ ସ୍ତ୍ରୀ

ନୂଆପଡ଼ା ଅଫିସ,୧୬।୯:ରାତି ଅଧରେ ଦାଦାବଟି ମାଗିବାକୁ ଆସିଲେ। ବନ୍ଧୁକ ଦେଖାଇ ଘର ମୁରବିଙ୍କୁ ଭୟଭୀତ କରାଇଲେ। ବନ୍ଧୁକଧାରୀଙ୍କ ଦାବି ମୁତାବକ ୧୦ ହଜାର ଟଙ୍କା ଦେବାରେ ଅସହାୟତା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ଅଭିଯୁକ୍ତ। ଦବାଇ ଦେଲେ ଟ୍ରିଗର। ହେଲେ ସେହି…

ଉଜ୍‌ବେକିସ୍ତାନରେ ମୋଦି

ନୂଆଦିଲ୍ଲୀ,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ଯୋଗଦେବା ଲାଗି ଗୁରୁବାର ଉଜ୍‌ବେକିସ୍ତାନର ସମରକନ୍ଦ ସହରରେ ପହଞ୍ଚିଛନ୍ତି। ଏସ୍‌ସିଓ ସମିଟ୍‌ରେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସମେତ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଯୋଗଦେବେ। ଅନ୍ୟପକ୍ଷେ ୨୦୨୦ରେ…

ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେନାହିଁ ଏସବୁ ଦେଶର କୌଣସି ପ୍ରତିନିଧି

ଲଣ୍ଡନ,୧୫ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତେଷ୍ଟି ପ୍ରକ୍ରିୟା ସୋମବାର ଅର୍ଥାତ୍ ୧୯ ସେପ୍ଟେମ୍ବରରେ କରାଯିବ । ବ୍ରିଟେନରେ ଦଶକ ପରେ ଏମିତି ଏକ ସୁଯୋଗ ଆସିଛି ଯେଉଁଠି ଏତେ ବଡ ସଂଖ୍ୟାରେ ରାଜ ପରିବାର ଓ ସାରା ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?