Home Middle

ଇସ୍ରାଏଲରେ ରାଜନୈତିକ ସଙ୍କଟ

ଜେରୁଜେଲମ, ୨୩।୬: ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ନାଫଟାଲି ବେନେଟଙ୍କ ସରକାର ସଂଖ୍ୟାଲଘୁ ହେବା ପରେ ସେଠାରେ ପୁଣି ରାଜନୈତିକ ସଙ୍କଟ ଦେଖାଦେଇଛି। ବେନେଟଙ୍କ ମେଣ୍ଟ ସରକାର ଭାଙ୍ଗିବା ନିମନ୍ତେ ବୁଧବାର ଇସ୍ରାଏଲ ପାର୍ଲାମେଣ୍ଟ ନିସେଟ୍‌ରେ ଏକ ବିଲ୍‌ ପାରିତ ହୋଇଛି। ସଂସଦ ଭଙ୍ଗ…

ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ଦିଆ ନ ଯାଉ ଲଢ଼ିବା ସୁଯୋଗ

ନୂଆଦିଲ୍ଲୀ, ୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟରେ ଏକ ପୁରୁଣା ମାମଲା ଉପରେ ବୁଧବାର ପିଟିଶନ ଦାଖଲ କରାଯାଇଛି। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଅଯୋଗ୍ୟ ଘୋଷିତ କିମ୍ବା ନିଜେ ଇସ୍ତଫା ଦେଇଥିବା ବିଧାୟକଙ୍କ ପ୍ରତିଦ୍ୱନ୍ଦ୍ୱିତା ଉପରେ ୫ ବର୍ଷ…

ଦେଶର କିଛି ରାଜ୍ୟରେ ମିଳିଲାଣି ଜିକା ଭାଇରସ, ଗୋଟିଏ ନମୁନାରେ ଜିକା, ଡେଙ୍ଗୁ , ଚିକନଗୁନିଆ

ନୂଆଦିଲ୍ଲୀ,୨୩ ।୬: ଦେଶର କିଛି ରାଜ୍ୟରେ ଜିକା ଭାଇରସ ମିଳିବା ଫଳରେ ଏବେ ଏହା ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାରୁ ନେଇ ପ୍ରତି ରାଜ୍ୟରେ ଗ୍ରାଉଣ୍ଡ ଲେବଲରୁ ସତର୍କ ରହିବାକୁ କୁହାଯାଇଛି । ନୂଆଦିଲ୍ଲୀସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ…

୩୪,୬୧୫ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୩ା୬: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦେ ଓ୍ବାନ ହାଉସିଂ ଫାଇନାନ୍ସ ଲିଃ (ଡିଏଚ୍‌ଏଫ୍‌ଏଲ୍‌)ର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) କପିଳ ଓ୍ବାଧଓ୍ବନ, ନିର୍ଦ୍ଦେଶକ ଧୀରଜ ଓ୍ବାଧଓ୍ବନ ଓ ଅନ୍ୟମାନଙ୍କ ବିରୋଧରେ ୩୪,୬୧୫ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା…

ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା

କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର ୩୩୪…

ମୁଖ୍ୟମନ୍ତ୍ରୀ ନିବାସ ଛାଡିଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ହାଇଭୋଲଟେଜ ଡ୍ରାମା ବୁଧବାର ମଧ୍ୟ ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକମାନେ ସୁରତରୁ ଗୁଆହାଟୀରେ ପହଞ୍ଚିଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି।…

ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ବଢୁଛି

କାବୁଲ,୨୨ା୬: ଆଫଗାନିସ୍ତାନରେ ଭୟଙ୍କର ଭୂକମ୍ପ ହୋଇଛି। ଫଳରେ ୧୦୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରବିନ୍ଦୁ ପୂର୍ବ ଆଫଗାନିସ୍ତାନର ଖୋସ୍ତ…

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା…

ସଙ୍କଟରେ ଭାବପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ଏକ ସଙ୍କେତ ଦେଇ ସେ କହିଛନ୍ତି ଯେ, ଯଦି କେହି ମୋତେ ମୁଖ୍ୟମନ୍ତ୍ରୀ ଭାବରେ…

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ ଜଣେ…

ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି। ଆସନ୍ତା ଜୁନ୍‌ ୨୪ରେ ଏନଡିଏ…

ମମିତା ମେହେର ହତ୍ୟାକାଣ୍ଡ ମାମଲା: କୋର୍ଟରେ ହାଜର ହେଲେ ଗୋବିନ୍ଦ-ରାଧେ

ବଲାଙ୍ଗୀର ଅଫିସ,୨୨ା୬: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏ.ଡି.ଜେ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗୀର ସ୍ବତନ୍ତ୍ର ପୋଲିସ ଫୋର୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri