Home Middle

ମୈସୁର ପ୍ୟାଲେସରେ ଯୋଗ କଲେ ମୋଦି

ମୈସୁର,୨୧ ।୬: ଅଷ୍ଟମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ମୈସୁର ପ୍ୟାଲେସରେ ଯୋଗ କରିଛନ୍ତି । ତାଙ୍କ ସହ ପ୍ରାୟ ୧୫ ହଜାର ଲୋକ ଯୋଗାଭ୍ୟାସ କରିଛନ୍ତି । ଦୁଇ ଦିନିଆ କର୍ନାଟକ ଗସ୍ତରେ ଥିବା…

ଇଟାଲୀରେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଅଛନ୍ତି। ସୋମବାର ଭୋର୍‌ରୁ ବିମାନ ଯୋଗେ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ନବୀନଙ୍କୁ ସେଠାରେ ସ୍ବାଗତ କରିଛନ୍ତି। ବିଦେଶ ଗସ୍ତରେ…

ମୈସୁର ପ୍ୟାଲେସରେ ୧୯ ଯୋଗାସନ କରିବେ ମୋଦି

ମୈସୁର,୨୧ ।୬: ଚଳିତ ବର୍ଷ ଅଷ୍ଟମ ଅନ୍ତରାଷ୍ଟୀୟ ଯୋଗ ଦିବସରେ ସାରା ବିଶ୍ୱରେ ୨୫ କୋଟିରୁ ଅଧିକ ଲୋକ ଏକାଥରେ ଯୋଗ କରିବେ । ଚଳିତ ବର୍ଷର ଥିମ ରହିଛି ‘ମାନବତା ପାଇଁ ଯୋଗ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର…

ଅଧା ବାଟରେ ଅଟକିଲା ରୋପଓ୍ବେ: ମଝି ଆକାଶରେ ଝୁଲିଲେ ପର୍ଯ୍ୟଟକ

ଶିମଲା,୨୦।୬: ମଝି ଆକାଶରେ ରୋପଓ୍ବେ ବନ୍ଦ ହୋଇଯିବା ଘଟଣା ପୁଣି ସାମ୍ନାକୁ ଆସିଛି। ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ହିମାଚଳ ପ୍ରଦେଶର ପରୱାନୋରେ। ସୋଲାନ ଜିଲାର ଟିମ୍ବର…

‘ଅଗ୍ନିବୀର’ ନିଯୁକ୍ତି ପାଇଁ ଅଧିସୂଚନା ଜାରି

ନୂଆଦିଲ୍ଲୀ,୨୦।୬: ସେନାବାହିନୀରେ ନୂତନ ନିଯୁକ୍ତି ନେଇ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଦେଶର ଅନେକ ସ୍ଥାନରେ କ୍ରମାଗତ ବିରୋଧ ପ୍ରଦର୍ଶନ କରାଯାଉଛି। ଅନ୍ୟ ପଟେ ସୋମବାର ନୂତନ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ନୂତନ ନିଯୁକ୍ତି ପାଇଁ…

ଆର୍ମି ବେସ୍‌ ଉପରେ ଆକ୍ରମଣ: ୧୩ ଯବାନ ମୃତ; ୨ ଆହତ

କାହିରା,୨୦ା୬: ସିରିଆରେ ସୋମବାର ମଧ୍ୟାହ୍ନରେ ଏକ ବଡ଼ ଧରଣର ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ସେନାର ଏକ ବେସ୍‌ରେ ଏପରି  ଆକ୍ରମଣ ଘଟାଇଛନ୍ତି। ଫଳରେ ୧୩ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣ ସିରିଆର ରକାରେ ହୋଇଛି।…

ବିଳମ୍ବିତ ରାତ୍ରରେ ରାସ୍ତାରେ ବୁଲିବା ଅପରାଧ ନୁହେଁ, କୋର୍ଟଙ୍କ ରାୟ…

ମୁମ୍ବାଇ, ୨୦।୬ : ବିଳମ୍ବିତ ରାତ୍ରରେ ରାସ୍ତାରେ ବୁଲିବା କୌଣସି ଅପରାଧ ନୁହେଁ ବୋଲି ମୁମ୍ବାଇ ଏକ କୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି। କର୍ଫ୍ୟୁ ଜାରି ହୋଇ ନ ଥିଲେ ରାସ୍ତାରେ ବୁଲିବା ଅପରାଧ ନୁହେଁ ବୋଲି କୋର୍ଟ…

ମାକ୍ରୋନ୍‌ ସଂଖ୍ୟା ଗରିଷ୍ଠତା ହରାଇବା ଆଶଙ୍କା…

ନୂଆଦିଲ୍ଲୀ, ୨୦।୬ : ଦେଶର ସଂସଦ ନିର୍ବାଚନର ଅନ୍ତିମ ରାଉଣ୍ଡରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ମିଳିତ ମଞ୍ଚ ସର୍ବାଧିକ ଆସନ ଜିଣିଛି, କିନ୍ତୁ ସଂସଦୀୟ ସଂଖ୍ୟାଗରିଷ୍ଠତା ହରାଇଛି। ଏକଜିଟ ପୋଲ ଆଧାରରେ ଏହା କୁହାଯାଉଛି। ଆଂଶିକ ଫଳାଫଳ ଉପରେ ଆଧାର…

ଅଗ୍ନିପଥ ଭାରତୀୟ ଯୁବବର୍ଗଙ୍କ ପାଇଁ ଏକ ସୁଅବସର, ରବିଶଙ୍କର…

ନୂଆଦିଲ୍ଲୀ, ୨୦।୬ : ଦେଶରେ ଅଗ୍ନିପଥ ଯୋଜନା ନେଇ ଯୁବବର୍ଗଙ୍କ ସମେତ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଆର୍ଟ ଅଫ ଲିଭିଂ ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବି…

ଅଗ୍ନିପଥ ନିଆଁ, ୫୩୯ ଟ୍ରେନ୍‌ ଚଳାଚଳ ବ୍ୟାହତ, ୧୮୧ ଏକ୍ସପ୍ରେସ୍‌ ବାତିଲ…

ନୂଆଦିଲ୍ଲୀ, ୨୦।୬ : ଅଗ୍ନିପଥ ଯୋଜନା ବିରୋଧରେ ଦେଶ ବ୍ୟାପି ଭାରତ ବନ୍ଦ ଡାକରାରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଚକାଜାମ୍‌ ଯୋଗୁ ଭାରତୀୟ ରେଲଓ୍ବେ ପକ୍ଷରୁ ୧୮୧ ଏକ୍ସପ୍ରେସକୁ ବାତିଲ କରାଯାଇଛି। ଏହା ସହିତ ୩୪୮ ଯାତ୍ରୀବାହୀ ଟ୍ରେନ ମଧ୍ୟ…

ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ

ଛତ୍ରପୁର,୨୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି। ସେ ୨୦୧୬ ଆଇଏଏସ୍‌ ବ୍ୟାଚର ଏବଂ ଏହା ପୂର୍ବରୁ ସେ ସମ୍ବଲପୁରର ଜିଲାପାଳ…

୮୦ ହଜାର ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୦।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri