Home Middle

କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି ।…

ତିର୍ତ୍ତୋଲ ବିଧାୟକଙ୍କ ନାଁରେ ଏତଲା ଦେଲେ ସୋମାଲିକା

ଜଗତ୍‌ସିଂହପୁର ଅଫିସ,୧୯।୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା ଦାଶ (୨୯)ଙ୍କ ବିବାହ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଶନିବାର…

ଟଙ୍କା ନ ଦେଇ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବାତ୍ୟା ଉପକୂଳ ଅଞ୍ଚଳକୁ ଛାରଖାର କରିଦେଉଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି।…

କାବୁଲ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୯ ।୬: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ କାର୍ତେ ପରୱାନ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ନିନ୍ଦା କରିଛନ୍ତି । ତାଲିବାନ ଶାସିତ ଆଫଗାନିସ୍ତନରେ ସଂଖ୍ୟାଲଘୁଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ କରି କରାଯାଉଥିବା ଆକ୍ରମଣର ଏହା…

ବିରୋଧ ପ୍ରଦର୍ଶନ ଯୋଗୁ ଫସି ରହିଥିବା ରେଳ ଯାତ୍ରୀଙ୍କୁ ମିଳିବ ଖାଦ୍ୟ-ପାନୀୟ: ଅଶ୍ୱିନି ବୈଷ୍ଣବ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ଫଳରେ ଏହାର ପ୍ରଭାବ ଟ୍ରେନ ଚଳାଚଳ ଉପରେ ଅଧିକ ପଡିଛି । ଏପଟେ ପ୍ରଦର୍ଶନକାରୀମାନେ ଟ୍ରେନରେ ନିଆଁ ଲଗାଇଦେବା ଫଳରେ ସବୁଠାରୁ…

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବଦ୍ଦୁଲାଙ୍କ ନାଁ ଚର୍ଚ୍ଚା ହେଉଥିଲା। କିନ୍ତୁ…

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ ଆଂଶିକ ବାତିଲ କରାଯାଇଛି।  କେତେକ ଟ୍ରେନ୍‌ର ଗତିପଥ ବଦଳାଇ ଯାତ୍ରା କରିବାର ବ୍ୟବସ୍ଥା…

ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ

ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି ରହିଛନ୍ତି। ଗତ ବୁଧବାର ଏହି ବନ୍ୟା ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିଲା। ଭାରତର ମେଘାଳୟ ଏବଂ…

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ ଟାଉନ…

‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…

ଉପକୂଳମୁହାଁ ମୌସୁମୀ: ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୬: ଓଡ଼ିଶାରେ ମୌସୁମୀ ସକ୍ରିୟ ହେଉଛି। ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏବେ ମୌସୁମୀ ଉପକୂଳମୁହାଁ ହୋଇଛି । ଆସନ୍ତା ୨ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରଣୀ ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ବଡ ନିଷ୍ପତ୍ତି: ଆସାମ ରାଇଫଲ୍ସରେ ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ

ନୂଆଦିଲ୍ଲୀ,୧୮ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ବିହାରରେ ସବୁଠାରୁ ଅଧିକ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ସାରା ଦେଶରେ ଏହି ଯୋଜନାକୁ ବିରୋଧ କରାଯାଉଛି । ଶନିବାର କିଛି ସ୍ଥାନରେ ବିରୋଧ ପ୍ରଦର୍ଶନ ଉଗ୍ର ରୂପ ନେଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri