Home Middle

ଏବେ ଏଲଏସିରେ ସଂଘର୍ଷ ଆଶଙ୍କା କମ୍‌, ଆଇଟିବିପି ଯବାନ ମାନ୍ଦାରିନ୍‌ର ୮୦ ଶବ୍ଦ ମାଧ୍ୟମରେ ଦେଉଛନ୍ତିି ଚାଇନା ସୈନ୍ୟଙ୍କ ଜବାବ…

ନୂଆଦିଲ୍ଲୀ, ୧୦।୯ : ଭାରତ-ଚାଇନା ସୀମାରେ ପାଟ୍ରୋଲିଂ ବେଳେ ବର୍ତ୍ତମାନ ଉଭୟ ଦେଶର ସୈନିକଙ୍କ ମଧ୍ୟରେ ମୁହାଁମୁହିଁ ହେବାର ଆଶଙ୍କା କମ୍‌ ହେବାରେ ଲାଗିଛି। ୮୦ ମାନ୍ଦାରିନ ଶବ୍ଦ ମାଧ୍ୟମରେ,ଆଇଟିବିପି ଚାଇନା ସୈନ୍ୟକୁ ବହୁତ ଭଲ ଭାବରେ ଜବାବ ଦେଉଛନ୍ତି। ଆଇଟିବିପି…

ବାଂଲାଦେଶରେ ବାୟୁ ପ୍ରଦୂଷଣ

ଢାକା,୧୦ା୯: ବାଂଲାଦେଶ ରାଜଧାନୀ ଢାକାରେ ବାୟୁର ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏଠାରେ ବାୟୁ ଗୁଣବତ୍ତା ଶନିବାର ଅତ୍ୟନ୍ତ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଦୁନିଆର ଅନ୍ୟତମ ପ୍ରଦୂଷିତ ସହର ମଧ୍ୟରୁ ଢାକାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୧୬୦ (AQI) ରେକର୍ଡ…

ବିପ୍ଳବ ଦେବ ତ୍ରିପୁରାରୁ ରାଜ୍ୟ ସଭା ପ୍ରାର୍ଥୀ…

ଅଗରତାଲା, ୧୦।୯ : ପୂର୍ବତନ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କୁ ରାଜ୍ୟସଭା ଉପ-ନିର୍ବାଚନ ପାଇଁ ତ୍ରିପୁରାରୁ ପ୍ରାର୍ଥୀ ଭାବେ ଭାଜପା ପକ୍ଷରୁ ଘୋଷଣା କରାଯାଇଛି। ମାଣିକ ସାହା ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିପୁରାର ଏହି ରାଜ୍ୟ ସଭା ଆସନ ଖାଲି…

ଭାଜପାକୁ ଘେରିଲେ ମମତା, ମଧ୍ୟପ୍ରଦେଶ ଶିକ୍ଷାମନ୍ତ୍ରୀଙ୍କୁ କାହିଁକି କରାଯାଇନି ଗିରଫ…

କୋଲକାତା, ୧୦।୯ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ରରେ ଭାଜପା ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ପଶ୍ଚିମବଙ୍ଗ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିବାବେଳେ ଏବେ ସେ ମଧ୍ୟପ୍ରଦେଶ ଶିକ୍ଷା ମନ୍ତ୍ରୀଙ୍କୁ ଭ୍ୟାପମ ସ୍କାମରେ ଗିରଫ ନକରିବା ଉପରେ ପ୍ରଶ୍ନ…

ବ୍ରିଟେନର ନୂଆ ରାଜା ଚାଲର୍ସ ତୃତୀୟ…

ଲଣ୍ଡନ, ୧୦।୯ : ରାଣୀ ଏଲିଜାବେଥଙ୍କ ପରେ ବ୍ରିଟେନ ଆନୁଷ୍ଠାନିକ ଭାବରେ ଏହାର ନୂତନ ରାଜା ପାଇଛି। ଶନିବାର ସେଣ୍ଟ ଜେମ୍ସ ପ୍ୟାଲେସରେ ଆକ୍ସେସନ କାଉନସିଲର ଏକ ବୈଠକରେ ପ୍ରାଇଭୀ କାଉନସିଲ ଦ୍ୱାରା କିଙ୍ଗ ଚାଲର୍‌ସ ତୃତୀୟଙ୍କୁ ବ୍ରିଟେନର ନୂତନ ରାଜା…

ଭାରତ ଯୋଡ ନୁହେଁ ଘୃଣା ଯୋଡ ଅଭିଯାନ କରୁଛନ୍ତି ରାହୁଲ: ଭାଜପାର ମନ୍ତବ୍ୟ…

ନୂଆଦିଲ୍ଲୀ, ୧୦।୯ : ଭାରତୀୟ ଜନତା ପାର୍ଟି କଂଗ୍ରେସର ଭାରତ ଯୋଡ ଯାତ୍ରା ନେଇ ରାହୁଲ ଗାନ୍ଧୀଙ୍କୁ ଘେରିବା ଆରମ୍ଭ କରିଛି। ଏହି ଗସ୍ତ ସମ୍ପର୍କରେ ଭାଜପା ନେତାଙ୍କ ବିବୃତ୍ତି ସାମ୍ନାକୁ ଆସିବାରେ ଲାଗିଛି। ଏହି ମର୍ମରେ ଭାଜପା ନେତା ଶାହାଜାଦ…

ନିଜ ବିରୋଧରେ ଫଇସଲା ଆସିଲେ ବିଚାରପତିଙ୍କ ଉପରେ ଅଭିଯୋଗ ଆଣିବା ଉଚିତ ନୁହେଁ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୦।୯ : ସୁପ୍ରିମକୋର୍ଟ ଜଣେ ବିଚାରପତି କିମ୍ବା ନ୍ୟାୟିକ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିବା ଧାରାକୁ ନିନ୍ଦା କରିଛନ୍ତି। ଫଇସଲା ଆସିବାପରେ ବିଚାରପତିଙ୍କ ଉପରେ ଅଭିଯୋଗ ଆଣିବା ଉଚିତ ନୁହେଁ ବୋଲି ଶୀର୍ଷକୋର୍ଟ କହିଛନ୍ତି। ରାଜସ୍ଥାନର ଧୋଲପୁରର ଏକ…

ଚାଇନାର ଧମକ ପରେ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବ ପାକିସ୍ତାନ…

ଇସଲାମାବାଦ, ୧୦।୯ : ଆସନ୍ତା ସପ୍ତାହରୁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର ଅଧୀନରେ ସ୍ଥାପିତ ସ୍ବତନ୍ତ୍ର ବିଦ୍ୟୁତ ଶକ୍ତି ଉତ୍ପାଦକ (ଆଇପିପି) ମାନଙ୍କୁ ଦେୟ ଆରମ୍ଭ କରିବାକୁ ପାକିସ୍ତାନ ସରକାର ଘୋଷଣା କରିଛନ୍ତି। ଚାଇନାର ଧମକ ପରେ ପାକିସ୍ତାନ ସରକାର ଏଭଳି କରିବାକୁ…

ବନ୍ୟା ଯୋଗୁ ହାହାକାର: ୧୨ ଲକ୍ଷରୁ ଅଧିକ ଗର୍ଭବତୀ ସଙ୍କଟରେ…

ଇସଲାମାବାଦ, ୧୦।୯ : ପାକିସ୍ତାନରେ ବନ୍ୟା ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବରୁ ଅଥନୈତିକ ସଙ୍କଟ ଦେଶକୁ ଘେରି ରହିଥିଲା। ଏପରିସ୍ଥଳେ ବନ୍ୟା ପରିସ୍ଥିତି ବୃଦ୍ଧି ପାଇଛି। ଦେଶର ଏକ ତୃତୀୟାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଜଳବନ୍ଦୀ ଲୋକେ ଜୀବନ…

ବିହାରର ୨ ଜିଲାରେ ଜନସଂଖ୍ୟା ବୃଦ୍ଧି ପୃଥିବୀରେ ସର୍ବାଧିକ, ଭାଜପା ନେତାଙ୍କ ମନ୍ତବ୍ୟ ନେଇ ରାଜନୈତିକ ବିବାଦ…

ପାଟନା,୧୦।୯ : ବିହାରର ଦୁଇଟି ଜିଲାରେ ଜନସଂଖ୍ୟା ବୃଦ୍ଧି ହାରକୁ ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରିଥିବାରୁ ଭାଜପା ରାଜ୍ୟ ମୁଖ୍ୟ ସଞ୍ଜୟ ଜୟସ୍ବାଲଙ୍କୁ ଉପରେ ଜେଡିୟୁ ଘେରିବା ଆରମ୍ଭ କରିଛି। ଏନେଇ ନେଇ ରାଜନୈତିକ ବିବାଦ ଉପୁଜିଛି। ଜେଡିୟୁ କହିଛି…

ସକ୍ରିୟ ମାମଲା ୫୦ ହଜାର ତଳେ…

ନୂଆଦିଲ୍ଲୀ, ୧୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୦ ହଜାର ତଳେ ରହିଛି। ମହାରାଷ୍ଟ୍ର,କେରଳରେ ସତର୍କ…

୨୦୨୫ ସୁଦ୍ଧା ଯକ୍ଷ୍ମା ମୂଳୋତ୍ପାଟନ ଲକ୍ଷ୍ୟ

ନୂଆଦିଲ୍ଲୀ,୧୦।୯: ୨୦୨୫ ସୁଦ୍ଧା ଦେଶରୁ ଯକ୍ଷ୍ମା (ଟିବି) ମୂଳୋତ୍ପାଟନ ଲାଗି ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଯକ୍ଷ୍ମା ନିରୋଧୀ ଅଭିଯାନର ଶୁଭାରମ୍ଭ କରିବା ସହ ଲକ୍ଷ୍ୟ ହାସଲ ଲାଗି ସମସ୍ତେ ଏକାଠି କାମ କରିବାକୁ ଆହ୍ବାନ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?