ପାରିବାରିକ ସମ୍ପତ୍ତି ଭାଗବଣ୍ଟାରେ ଏବେ ମାତ୍ର ୫ ହଜାର ଟଙ୍କା ଷ୍ଟାମ୍ପ ଡ୍ୟୁଟି…
ଲକ୍ଷ୍ନୌ, ୧୫।୬ : ପରିବାର ସଦସ୍ୟଙ୍କ ମଧ୍ୟରେ ଅସ୍ଥାବର ସମ୍ପତ୍ତି ବଣ୍ଟନ ବର୍ତ୍ତମାନ ସହଜ ହେବ। ଏଥିପାଇଁ ଦାନ ସୂତ୍ର କାରବାରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଷ୍ଟାମ୍ପ ଡ୍ୟୁଟି ଛାଡ କରାଯାଇଛି। ସମ୍ପତ୍ତି ଯେତେ ମୂଲ୍ୟବାନ ହୋଇପାରେ ନା…
୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…
ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି ସ୍ପେକ୍ଟ୍ରମର ନିଲାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ କ୍ୟାବିନେଟର ମଞ୍ଜୁରୀ ବିଳିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି…
ଉଇଗର ନିର୍ଯାତନା ବିରୋଧରେ ତୁର୍କୀରେ ସମ୍ମିଳନୀ …
ଇସ୍ତାନବୁଲ, ୧୫।୬ : ଚାଇନାରେ ଉଇଗର ମୁସଲମାନଙ୍କ ଉପରେ ନିର୍ଯାତନା ବଢ଼ି ଚାଲିଛି। ସିଙ୍ଗାପୁର ପୋଷ୍ଟ ଅନୁଯାୟୀ, ଚାଇନା ଜିନଜିଆନରେ ଉଇଗର ମୁସଲମାନ ଏବଂ ତିବ୍ଦତରେ ତିବ୍ଦତୀୟ ସଂଖ୍ୟାଲଘୁଙ୍କ ସଂସ୍କୃତି ଏବଂ ଧାର୍ମିକ ପରିଚୟକୁ ଧ୍ୱଂସ କରିବାକୁ ଚେଷ୍ଟା କରୁଛି। ଏହି…
ମମତାଙ୍କ ବିରୋଧୀ ଏକତାକୁ ଝଟ୍କା, ଏପିପି-ଟିଆର୍ଏସ୍ ବୈଠକରୁ ଦୂରେଇବା ଆଶଙ୍କା …
ନୂଆଦିଲ୍ଲୀ, ୧୫।୬ : ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ଏକଜୁଟ କରିବାକୁ ଚେଷ୍ଟା କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧୀ ଏକତାକୁ ଏକ ଝଟ୍କା ଲାଗିଛି। ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ସେ ବୁଧବାର ଦିଲ୍ଲୀରେ ବିରୋଧୀ…
୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଆଗାମୀ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ପାଣିପାଗର ସୂଚନା ଅନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଉ ୪୮ ଘଣ୍ଟା ଭିତରେ ଓଡ଼ିଶା…
ଯୋଗୀଙ୍କ ବୁଲ୍ଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ସିଜେଆଇଙ୍କୁ ପୂର୍ବତନ ବିଚାରପତିଙ୍କ ଚିଠି…
ନୂଆଦିଲ୍ଲୀ, ୧୫।୬ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି, ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସମେତ ୧୨ ଜଣ ବ୍ୟକ୍ତି ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବିରୋଧରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କୁ ଚିଠି ଲେଖିଛନ୍ତି। ଚିଠିରେ…
ଅଗ୍ନିବୀରଙ୍କୁ ସିଏପିଏଫ୍-ଆସାମ ରାଇଫଲ୍ସ ନିଯୁକ୍ତିରେ ଅଗ୍ରାଧିକାର…
ନୂଆଦିଲ୍ଲୀ, ୧୫।୬ : ଅଗ୍ନିପଥ ଯୋଜନା ଅନ୍ତର୍ଗତ ଚାରି ବର୍ଷ ଚାକିରି ପୂରଣ କରିଥିବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଖୁସି ଖବର ଆଣିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସିଏପିଏଫ ଏବଂ ଆସାମ ରାଇଫଲ୍ସରେ ନିଯୁକ୍ତିରେ ୪ ବର୍ଷ…
ସକ୍ରିୟ ମାମଲା ୬୦ ହଜାର ମୁହାଁ …
ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଗ୍ରାମାଞ୍ଚଳ ବେଆଇନ ନିର୍ମାଣ ଉପରେ ଅଙ୍କୁଶ
ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ୫୦୦ ବର୍ଗମିଟରରୁ ଅଧିକ ଅଞ୍ଚଳରେ ବାସଗୃହ କିମ୍ବା ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଥିବା ବିଲ୍ଡର୍ସ/ଡେଭେଲପର୍ସମାନଙ୍କୁ ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି (ଓରେରା)ରେ ପଞ୍ଜୀକରଣ କରିବା ବାଧ୍ୟତାମୂଳକ କରାଯାଇଛି। ମନଇଚ୍ଛା ବେଆଇନ ପ୍ରକଳ୍ପ ନିର୍ମାଣ ଉପରେ ଅଙ୍କୁଶ ଲଗାଇବାକୁ…
୪୮ ରନ୍ରେ ଜିତିଲା ଟିମ୍ ଇଣ୍ଡିଆ
ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର ବା ମର’ ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଭାରତ। ତେବେ…
ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ…
ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି
ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Archives


