Home Middle

ଜନପଥରେ ରାହୁଲ, ବିପକ୍ଷ ପଥରେ ନୀତୀଶ ଏହି ଯୁଗଳବନ୍ଦୀ ସାମ୍ନାରେ କର୍ତ୍ତବ୍ୟ ପଥରେ ମୋଦି

ନୂଆଦିଲ୍ଲୀ,୧୦ ।୯: ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାକୁ ନେଇ ଜନପଥରେ ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିପକ୍ଷ ପଥକୁ ନେଇ ଚାଲିବା ଆରମ୍ଭ କରି ସାରିଛନ୍ତି । ନୀତୀଶ କୁମାର ସମେତ ବିରୋଧୀ ଦଳ ନେତାଙ୍କ ଠାରୁ ସବୁଜ…

ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୯ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ସମୟରେ…

ରାହୁଲଙ୍କ ଟି-ଶର୍ଟକୁ ନେଇ ରାଜନୀତି: ଭାଜପା କହିଲା ‘ଭାରତବାସୀ ଦେଖ’; କଂଗ୍ରେସ କହିଲା ‘ମୋଦିଙ୍କ ଶୁଟ୍‌, ଚଷମା…’

ଦୁବାଇ,୯।୯: କଂଗ୍ରେସ ଆରମ୍ଭ କରିଛି ‘ଭାରତ ଯୋଡୋ’ଯାତ୍ରା। ଶୁକ୍ରବାର ହେଉଛି ଏହି ଯାତ୍ରାର ତୃତୀୟ ଦିନ। ଏହି ଯାତ୍ରା କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ବର୍ତ୍ତମାନ ତାମିଲନାଡ଼ୁରେ ଚାଲିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହାର ନେତୃତ୍ୱ ନେଉଛନ୍ତି। ଏହାକୁ ଲୋକମାନେ ସମର୍ଥନ…

ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଦେହାନ୍ତ ପରେ ପ୍ୟାଲେସ ଆଗରେ ନାଚିଲେ ଦମ୍ପତି

ଲଣ୍ଡନ,୯ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଛି। ଭାରତ ସମେତ ଅନ୍ୟ ଦେଶର ରାଜନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ବ୍ରିଟେନରେ ଶୋକର ଲହରୀ ଖେଳିଯାଇଛି। ଗତକାଲି ଯେତେବେଳେ ବକିଂହାମ ପ୍ୟାଲେସ ଦ୍ୱାରା ଏହି ସୂଚନା ଦିଆଯାଇଥିଲା,…

ଇତିହାସ ରଚିଲେ ସୁନା ପୁଅ

ନୂଆଦିଲ୍ଲୀ,୯।୯: ଜୁରିଚରେ ଡାଏମଣ୍ଡ ଲିଗ୍‌ ଫାଇନାଲରେ ପ୍ରଥମ ସ୍ଥାନ ଅଧିକାର କରି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ଡାଏମଣ୍ଡ ଟ୍ରଫି ଜିତିବାରେ ନୀରଜ ଚୋପ୍ରା ପ୍ରଥମ ଭାରତୀୟ ହୋଇଛନ୍ତି। ସେ ୮୮.୪୪ ମିଟର ଜାଭେଲିନ ଥ୍ରୋରେ ଚେକ ରିପବ୍ଲିକର ଜାକୋବ…

ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ…

ରହସ୍ୟ ଘେରରେ ବ୍ଲାକ୍‌ରୋଜ ଜାହାଜ ବୁଡ଼ି ଘଟଣା

ପାରାଦୀପ,୯ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ପାଇଁ କଳଙ୍କିତ ଦାଗ ଛାଡି ଯାଇଥିବା ବ୍ଲାକ୍‌ରୋଜ ଜାହାଜ ବୁଡିବା ଘଟଣା ଶୁକ୍ରବାର ୧୪ ବର୍ଷରେ ପହଞ୍ଚିଛି। ସମୁଦ୍ରର ଯେଉଁ ସ୍ଥାନରେ ଜାହାଜ ବୁଡିଥିଲା ସେଠାରେ ଆଉ ଉପରିଭାଗ ଦେଖା ଯାଉନାହିଁ। ପାଣିରେ ଅଦୃଶ୍ୟ ହେବାଭଳି ଜାହାଜ…

ମହାରାଣୀଙ୍କ ମହାପ୍ରୟାଣ:୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ଲଣ୍ଡନ, ୯ା୯:ବ୍ରିଟେନରେ ସର୍ବାଧିକ କାଳ ଶାସନ କରିଥିବା ମହାରାଣୀ ଏଲିଜାବେଥ୍‌-୨ୟଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୯୬ ବର୍ଷ ହୋଇଥିଲା। ମୃତ୍ୟୁବେଳକୁ ସେ ସ୍କଟଲାଣ୍ଡ୍‌ର ବାଲ୍‌ମୋରାଲ କାସଲେରେ ଥିଲେ। ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ବ୍ୟାଧିରେ ପୀଡ଼ିତ ଥିଲେ। ଏ ନେଇ…

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ

ଲଣ୍ଡନ/ନୂଆଦିଲ୍ଲୀ,୮ା୯: ବ୍ରିଟେନ୍‌ର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ୯୬ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଏନେଇ ବକିଙ୍ଗହାମ୍‌ ପ୍ୟାଲେସ୍‌ ପକ୍ଷରୁ ଏହି ଦୁଃଖଦ ସୂଚନା ଦିଆଯାଇଛି । ସେ ୭୦ ବର୍ଷ ଧରି ଶାସନ କରିଥିଲେ। ୯୬ ବର୍ଷୀୟା ମହାରାଣୀ ଗତବର୍ଷ ଅକ୍ଟୋବରରୁ…

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍‌

ସମ୍ବଲପୁର,୮ା୯(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଗୋଟିଏ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଏହାକୁ ଗୁରୁବାର ଅପରାହ୍ନ ୩ଟାରେ ବନ୍ଦ କରି ଦିଆଯାଇଛି । ଏବେ ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ ହୋଇଯାଇଛି। ଏହି ଜଳଭଣ୍ଡାରରେ ୬୩୦ ଫୁଟ ଜଳଧାରଣ…

କୋହଲିଙ୍କ ଦମ୍‌ଦାର ଶତକ: ଆଫଗାନିସ୍ତାନ ଆଗରେ ୨୧୩ ରନ୍‌ର ଟାର୍ଗେଟ

ଦୁବାଇ,୮।୯: ଏସିଆ କପର ଗୁରୁବାର ଭାରତ-ଆଫଗାନିସ୍ତାନ ଶେଷ ମ୍ୟାଚରେ ବିରାଟ କୋହଲିିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୨ ରନ୍‌ କରିବାରେ ସଫଳ ହୋଇଛି। ଫଳରେ ଭାରତ ଆଫଗାନିସ୍ତାନ ଆଗରେ ୨୧୩ରନ୍‌ର…

ଉଦ୍‌ଘାଟିତ ହେଲା ‘କର୍ତ୍ତବ୍ୟ ପଥ’, ଦେଶ ପାଇଁ ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଣ୍ଟ୍ରାଲ ଭିଷ୍ଟା ଏଭେନ୍ୟୁର ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଥିଲେ। ଏହା ପୂର୍ବରୁ କର୍ତ୍ତବ୍ୟ ପଥରେ ଥିବା ନେତାଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?