Home Middle

କୋବିନ୍ଦଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୮ା୯: ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜେଡ୍‌ ପ୍ଲସ୍‌ କାଟାଗୋରି ଭିଆଇପି ସୁରକ୍ଷା ଯୋଗାଇ ଦିଆଯାଇଛି। ଗତ ୫ ତାରିଖରୁ ତାଙ୍କ ସେବାରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଭିଆଇପି ସିକ୍ୟୁରିଟି କମାଣ୍ଡୋ ୟୁନିଟ୍‌ ନିୟୋଜିତ…

ପାଶ୍ଚାତ୍ୟକୁ ମିଳିବନି ତେଲ କି ଗ୍ୟାସ୍‌

ମସ୍କୋ, ୮ା୯: ରୁଷିଆ ତେଲର ମୂଲ୍ୟ ସୀମା (ପ୍ରାଇସ୍‌ କ୍ୟାପ୍‌) ନିର୍ଦ୍ଧାରଣ କରିବା ପାଇଁ ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକ ଯୋଜନା କରୁଛନ୍ତି। ହେଲେ ଏଭଳି ପଦକ୍ଷେପ ପାଶ୍ଚାତ୍ୟ ପାଇଁ ମୂର୍ଖତାପୂର୍ଣ୍ଣ ହେବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି।…

ଆଜି କର୍ତ୍ତବ୍ୟ ପଥର ଉଦଘାଟନ କରିବେ ମୋଦି, ଇଣ୍ଡିଆ ଗେଟରେ ନେତାଜୀଙ୍କ ପ୍ରତିମାର ହେବ ଉନ୍ମୋଚନ

ନୂଆଦିଲ୍ଲୀ,୮ ।୯: ଆଜିଠାରୁ ବଦଳିଯିବ ରାଜପଥର ନାମ । ବିଜୟ ପଥ ଓ ଇଣ୍ଡିଆ ଗେଟ ଯେଉଁ ସଡ଼କକୁ ସଂଯୋଗ କରୁଛି ସେହି ରାଜପଥ ଆଜିଠାରୁ ଇତିହାସ ହୋଇଯିବ । ପାଖାପାଖି ୩ କିଲୋମିଟର ଲମ୍ବା ଏହି ରାଜପଥ ଏବେ ନୂଆ…

ଭାରତ ବିଦା, ଶ୍ରୀଲଙ୍କା-ପାକିସ୍ତାନ ଫାଇନାଲ

ଦୁବାଇ,୮ା୯(ପି.ଟି): ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ଏକ ଲୋ ସ୍କୋରିଂ ସୁପର ଫୋର ମ୍ୟାଚ୍‌ରେ ପାକିସ୍ତାନ ରୋମାଞ୍ଚଭାବେ ମାତ୍ର ୧ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ଫଳାଫଳ ଭାରତକୁ ବିଦାୟ ପଥ ଦେଖାଇଛି। ଅନ୍ୟପକ୍ଷରେ ଶ୍ରୀଲଙ୍କା ଓ…

ରାଜ୍ୟରେ ହେବ ଖୋ ଖୋ ଷ୍ଟାଡିୟମ

ଭୁବନେଶ୍ୱର, ୮।୯(କ୍ରୀଡ଼ା ପ୍ରତିନିଧି): କ୍ରୀଡ଼ାକ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢ଼ୁଛି। ରାଜ୍ୟ ସରକାର କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବାରୁ ଏଠାରେ ଏବେ ହକି, ଆଥ୍‌ଲେଟିକ୍ସ, ଫୁଟ୍‌ବଲ, ଟେନିସ୍‌ ଆଦି ଏକାଧିକ ଖେଳର ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ହୋଇପାରିଛି। ଫଳସ୍ବରୂପ ଓଡ଼ିଶାରେ ବିଶ୍ୱକପ୍‌ ସମେତ…

‘ପାକିସ୍ତାନରେ ବଢ଼ିବ ସଂକ୍ରାମକ ରୋଗ’

ଓ୍ବାଶିଂଟନ,୭ା୯: ଭୟଙ୍କର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପାକିସ୍ତାନ ସଂଘର୍ଷ କରୁଥିବା ବେଳେ ରେକର୍ଡ ବର୍ଷା ଯୋଗୁ ଦେଶରେ ଅବସ୍ଥା ବିଗିଡ଼ିବା ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଚେତାବନୀ ଦେଇଛି। ପୂର୍ବ ଭୂମଧ୍ୟସାଗର ପାଇଁ ଡବ୍ଲ୍ୟୁଏଚ୍‌ଓର ଆଞ୍ଚଳିକ ନିର୍ଦ୍ଦେଶକ ଡକ୍ଟର…

ହାଇକୋର୍ଟରୁ ନିରାଶ ହେଲେ ଦାରା ସିଂ

କଟକ ଅଫିସ୍‌,୭।୯: ଖ୍ରୀଷ୍ଟିଆନ ପାଦ୍ରୀ ଅରୁଲ ଦସ ହତ୍ୟା ମାମଲାରେ ଦାରା ସିଂ ହାଇକୋର୍ଟରୁ ନିରାଶ ହୋଇଛନ୍ତି। ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ହାଇକୋର୍ଟରେ କାଏମ ରହିଛି। ଦାରା ସିଂ ଓ ତାଙ୍କ ସହଯୋଗୀ ରାଜ କିଶୋର ମହନ୍ତ, ଯଦୁନାଥ ମହନ୍ତ ଏବଂ…

‘ବନ୍ୟା ପରେ ସମୁଦ୍ର ପରି ଦିଶୁଛି ପାକିସ୍ତାନ’

ଇସଲାମାବାଦ,୭ା୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ବୁଧବାର କହିଛନ୍ତି , ଦେଶର ଅନେକ ଅଞ୍ଚଳ ସମୁଦ୍ରରେ ପରିଣତ ହୋଇଛି। ବାସ୍ତବରେ ବନ୍ୟା ଯୋଗୁ ଦକ୍ଷିଣ ଏସୀୟ ଦେଶର ଏକ ତୃତୀୟାଂଶ ଜଳମଗ୍ନ ହୋଇଛି।…

ପିଏମ୍‌-ଶ୍ରୀ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ପିଏମ୍‌-ଶ୍ରୀ ଯୋଜନାକୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ପିଏମ୍‌-ଶ୍ରୀ ଯୋଜନା ଅଧୀନରେ ଦେଶର ୧୪,୫୦୦ ବିଦ୍ୟାଳୟର ନବୀକରଣ ନିଷ୍ପତ୍ତି ଅନୁମୋଦନ ହୋଇଛି। ଏଥିରେ କେନ୍ଦ୍ରୀୟ ଏବଂ ନବୋଦୟ ବିଦ୍ୟାଳୟଙ୍କୁ ମଧ୍ୟ…

୭୫ ବର୍ଷ ଧରି ନେତା କେବଳ ରାଜନୀତି କରିଛନ୍ତି, ତେଣୁ ଭାରତ ପଛେଇ ଗଲା…

ହିସାର, ୭।୯ : ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ହରିୟାଣାର ହିସାରରେ ଏକ ସଭାରେ ଯୋଗ ଦେଇ କେତେକ ପ୍ରଶ୍ନ କରିଛନ୍ତି ଯେ ଭାରତରେ ଦାରିଦ୍ର୍ୟତା କାହିଁକି ରହିଛି? ପ୍ରତ୍ୟେକ ପିଲା…

ଦେଶ ଗୃହଯୁଦ୍ଧ ଆଡକୁ ଯାଇପାରେ, କହିଲେ ଅଶୋକ ଗେହଲଟ…

କନ୍ୟାକୁମାରୀ, ୭।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କେନ୍ଦ୍ର ସରକାର ଏବଂ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରି କହିଛନ୍ତି ଯେ ଦେଶରେ ଜାତି ଓ ଧର୍ମ ନାମରେ ଘୃଣା ବ୍ୟାପିବାରେ ଲାଗିଛି ଏବଂ ଯଦି ଏହି ପରିସ୍ଥିତିକୁ…

ଦିନରେ ସ୍ବପ୍ନ ଦେଖିବାକୁ କାହାକୁ ମନା ନାହିଁ, ନୀତୀଶଙ୍କ ବିବୃତ୍ତିର ଉତ୍ତର ଦେଲେ ରବିଶଙ୍କର…

ନୂଆଦିଲ୍ଲୀ, ୭।୯ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କ ପକ୍ଷରୁ କରାଯାଉଥିବା ପ୍ରସ୍ତୁତି ନେଇ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ବିରୋଧୀ ନେତାଙ୍କ ଉପରେ ବର୍ଷିଛନ୍ତି। ବିହାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?