Home Middle

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ ନିର୍ବାଚନ ବାଂଲାଦେଶର ଭାଗ୍ୟ ବଦଳାଇ ପାରିବ। ବିଏନପି ନେତା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା…

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି ଜେନା ଶନିବାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପ୍ରମାଣ ପତ୍ର ଥିବା…

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏତିକି ନୂଆ ଜିଲା ପାଇଁ ଖୁବ୍‌ଶୀଘ୍ର ନିଯୁକ୍ତ ହେବେ…

ନୂଆଦିଲ୍ଲୀ,୨୭ା୧୨: ଦିଲ୍ଲୀ ସରକାର ଖୁବ୍‌ଶୀଘ୍ର ରାଜଧାନୀରେ ନୂତନ ପ୍ରଶାସନିକ ଢାଞ୍ଚା ଅନୁଯାୟୀ ଅଧିକାରୀମାନଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଜାରି କରିବେ। ଏହି ନିଷ୍ପତ୍ତି ଅନୁଯାୟୀ, ୧୩ଟି ଜିଲା ପାଇଁ ୧୩ ଜଣ IAS ଅଧିକାରୀଙ୍କୁ ଜିଲା ମାଜିଷ୍ଟ୍ରେଟ୍‌ (DM) ଭାବରେ ନିଯୁକ୍ତି…

କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ

କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି। ଡିସେମ୍ବର ୨୭ ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ପୁଣି ଥରେ ଏକ ବଡ଼ କ୍ଷେପଣାସ୍ତ୍ର…

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ଟୋକିଓ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ ଆଚ୍ଛାଦିତ ଏକ୍ସପ୍ରେସୱେରେ ଗାଡ଼ି ସିରିଜ୍‌ ଧକ୍କା ହୋଇଥିଲା। ଦୁର୍ଘଟଣାରେ ନିଆଁ ଲାଗି ଯାଇଥିଲା, ଏଥିରେ…

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିବା ସହିତ ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ…

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।…

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର): ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର…

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ ସେମାନଙ୍କ ପଦୋନ୍ନତି ମଧ୍ୟ ବନ୍ଦ କରାଯିବ ବୋଲି…

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର ଶ୍ରମିକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ତଥା ରାଜ୍ୟରେ ବାନ୍ଧି ରଖିବା ଲାଗି ୯୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?