ଆଫଗାନିସ୍ତାନ ଯାଉଥିବା ଭାରତୀୟ ସହାୟତାକୁ ଚୋରି କରୁଛି ପାକିସ୍ତାନ…
କାବୁଲ, ୯।୬ : ଭାରତରୁ ଆଫଗାନିସ୍ତାନକୁ ପଠାଯାଉଥିବା ମାନବିକ ସହାୟତାକୁ ପାକିସ୍ତାନ ଚୋରି କରିବାରେ ଲାଗିଛି। ଥରେ ଏହି ସହାୟତା ଆଫଗାନିସ୍ତାନରେ ପହଞ୍ଚିବା ପରେ ଗହମରେ ପରିପୂର୍ଣ୍ଣ ଟ୍ରକ ଗୁଡିକ ପାକିସ୍ତାନକୁ ଫେରି ଆସୁଛି। ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।…
ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ପୁଣି ଶୀର୍ଷରେ ବେଙ୍ଗାଲୁରୁ ଆଇଆଇଏସ୍ସି…
ନୂଆଦିଲ୍ଲୀ/ଲଣ୍ଡନ, ୯।୬ : ଦେଶର ଶ୍ରେଷ୍ଠ ଏବଂ ଦକ୍ଷିଣ ଏସିଆର ଉଦୀୟମାନ ବିଶ୍ୱବିଦ୍ୟାଳୟ ଭାବରେ କର୍ନାଟକର ବେଙ୍ଗାଲୁରୁ ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ (ଆଇଆଇଏସ୍ସି)କୁ ପୁଣି ଥରେ ସମ୍ମାନିତ କରାଯାଇଛି। ଏହି ତାଲିକାରେ ଆଇଆଇଟି ବମ୍ବେ ଦ୍ୱିତୀୟ ଏବଂ ଆଇଆଇଟି…
ଏଲ୍ଓସିରେ ପାକିସ୍ତାନୀ ଡ୍ରୋନ୍…
ଶ୍ରୀନଗର, ୯।୬ : ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍ ପ୍ରାୟ ୪ଟା ୧୫ ସମୟରେ ଏଲ୍ଓସିର ଜମ୍ମୁ ଡିଭିଜନର ଆର୍ନିଆ ସେକ୍ଟରରେ ଏକ ପାକିସ୍ତାନୀ ଡ୍ରୋନ ଆକାଶ ମାର୍ଗରେ ଉଡ଼ିବୁଲୁଥିବାର ଦେଖାଦେଇଛି। ଏହି ଡ୍ରୋନ ପାକିସ୍ତାନ ପାର୍ଶ୍ୱରୁ ଆସିଥିଲା। ଡ୍ରୋନର ଆଲୋକ ଦେଖି…
ବ୍ୟାପୁଛି ‘ଇସ୍ଲାମୋଫୋବିଆ’
ନୂଆଦିଲ୍ଲୀ,୯ା୬: ୨୦୨୦ ଏପ୍ରିଲରେ ଭାରତରେ କୋଭିଡ୍-୧୯ ମହାମାରୀ ସଂକ୍ରମଣ ବୃଦ୍ଧି ପାଇଁ ଏକ ମୁସଲମାନ ସମ୍ମିଳନୀକୁ ଦାୟୀ କରାଯାଇଥିଲା। ଏହା ପରେ ଦେଶବ୍ୟାପୀ ଇସ୍ଲାମୋଫୋବିଆ ବ୍ୟାପିଥିଲା। ଦେଶ ବିଦେଶରୁ ହଜାର ହଜାର ମୁସଲମାନ ଦିଲ୍ଲୀର ତବଲିଘି ଜମାତରେ ଏକତ୍ରିତ ହୋଇଥିଲେ। ପ୍ରଧାନମନ୍ତ୍ରୀ…
ପିଲାଙ୍କ ଭବିଷ୍ୟତ ସହ ଖେଳୁଛି କେନ୍ଦ୍ର
ନୂଆଦିଲ୍ଲୀ, ୯ା୬: ମେଡିକାଲ କଲେଜଗୁଡ଼ିକରେ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ୧୪୫୬ ସିଟ୍ ଫାଙ୍କା ପଡ଼ିଛି। ଏହାକୁ ନେଇ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସିଟ୍ ପୂରଣ ପାଇଁ ମେଡିକାଲ କାଉନ୍ସେଲିଂ କମିଟି (ଏମ୍ସିସି) ଏବଂ କେନ୍ଦ୍ର…
ସୋନିଆଙ୍କ ନୂଆ ରିପୋର୍ଟ ବି କରୋନା ପଜିଟିଭ, ଇଡି ପାଖରୁ ମାଗିଲେ ୩ ସପ୍ତାହ ସମୟ
ନୂଆଦିଲ୍ଲୀ,୯ ।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଦ୍ୱିତୀୟ ରିପୋର୍ଟ ବି କରୋନା ପଜିଟିଭ ଆସିଛି । ଏହାପରେ ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ପତ୍ର ଲେଖି ପଚରାଉଚରା ପାଇଁ ୩ ସପ୍ତାହର ସମୟ ମାଗିଛନ୍ତି । ସେ ଇଡିକୁ ୩ ସପ୍ତାହ…
୧୦୫ ଘଣ୍ଟାରେ ୭୫ କି.ମି. ରାଜପଥ
ନୂଆଦିଲ୍ଲୀ, ୯ା୬: ମହାରାଷ୍ଟ୍ରର ଅମରାବତୀରୁ ଅକୋଲା ପର୍ଯ୍ୟନ୍ତ ୭୫ କିଲୋମିଟର ରାସ୍ତା ଖୁବ୍ କମ୍ ସମୟରେ ଶେଷ ହୋଇଥିବା ଦୀର୍ଘତମ ରାଜପଥ ଭାବେ ବିଶ୍ୱ ରେକର୍ଡ କରିଛି। ଭାରତର ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ) ଦ୍ୱାରା ମାତ୍ର ୧୦୫ ଘଣ୍ଟା ୩୩…
ଲଦାଖ ନିକଟରେ ସାମରିକ ପ୍ରସ୍ତୁତି ଚଳାଇଛି ଚାଇନା
ନୂଆଦିଲ୍ଲୀ,୮ା୬: ଲଦାଖ ଅଞ୍ଚଳରେ ଚାଇନା କମ୍ୟୁନିଟି ପାର୍ଟିର ଆଚରଣ ଠିକ୍ ଲାଗୁନାହିଁ। ଆମେରିକାର ସେନାର ପାସିଫିକ୍ କମାଣ୍ଡିଂ ଜେନେରାଲ ଚାଲର୍ସ ଏ ଫ୍ଲିନ୍ ବୁଧବାର କହିଛନ୍ତି, ଭାରତ ସୀମା ନିକଟରେ ଚାଇନା ଦ୍ୱାରା ସାମରିକ ପ୍ରସ୍ତୁତି କରାଯାଉଛି, ଯାହା ବିପଦଜ୍ଜନକ ଅଟେ…
୪୪୫ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ୱର ଜିଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।…
ଜର୍ମାନୀ ଯିବେ ବାଇଡେନ
ଓ୍ବାଶିଂଟନ,୮ା୬: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚଳିତମାସ ୨୫ ତାରିଖରେ ଦକ୍ଷିଣ ଜର୍ମାନୀର ସ୍କଲ୍ସ ଏଲମାଉ ଯାତ୍ରା କରିବେ। ଏଠାରେ ବରିଷ୍ଠ ନେତାଙ୍କ ସହ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ହ୍ବାଇଟ୍ ହାଉସର ପ୍ରେସ୍ ସଚିବ କରିନ…
ବାରବାଟୀ ମ୍ୟାଚ୍ ଖେଳିବେନି ରାହୁଲ
ନୂଆଦିଲ୍ଲୀ,୮ା୬: ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ନୈରାଶଜନକ ଖବର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଏକ ବଡ଼ ଝଟ୍କା। ବାରବାଟୀ ମ୍ୟାଚ୍ ଖେଳିବେନି ଅଧିନାୟକ କେ.ଏଲ୍ ରାହୁଲ। ପ୍ରଥମ ମୁକାବିଲା ଗୁରୁବାର ଦିଲ୍ଲୀର ଅରୁଣ…
ଥୋମାସ କପ୍ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ…
Archives


