Home Middle

ସପ୍ତାହରେ ଗୋଟିଏ ଦିନ ବିନା ବସ୍ତାନୀରେ ସ୍କୁଲ ଯିବେ ପିଲା…

ଭୋପାଳ, ୩।୯ : ମଧ୍ୟପ୍ରଦେଶର ସମସ୍ତ ସରକାରୀ, ଅଣ-ସରକାରୀ ଏବଂ ସହାୟକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସପ୍ତାହରେ ଗୋଟିଏ ଦିନ ବ୍ୟାଗ ବିନା ପାଠପଢ଼ିକୁ ଯିବେ । ଏହି ଦିନ ବୃତ୍ତିଗତ କାର୍ଯ୍ୟ ଅଭିଜ୍ଞତା ସହ ଜଡିତ କାର୍ଯ୍ୟକଳାପ ଏହି ଦିନ ଅନୁଷ୍ଠିତ…

ଦଙ୍ଗାକାରୀଙ୍କ ଉପରେ ଡ୍ରୋନ୍‌ରୁ ପକାଯିବ ଲୁହବୁହା ଗ୍ୟାସ ସେଲ …

ନୂଆଦିଲ୍ଲୀ, ୩।୯ : ସୀମା ସୁରକ୍ଷା ବଳ (ବିଏସଏଫ)ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରୋନ ପ୍ରସ୍ତୁତ କରାଯାଇଛି। ଏହୀ ଡ୍ରୋନ୍‌ ଆକାଶରେ ଉଡ଼ିବୁଲି ଦଙ୍ଗାକାରୀଙ୍କ ଉପରେ ଲୁହବୁହା ଗ୍ୟାସ ସେଲ ପକାଇବ। ବିଏସଏଫ ଅନୁଯାୟୀ, ଦଙ୍ଗାକାରୀ ଏବଂ ବିକ୍ଷୋଭକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ…

ଉଦ୍ଧବ ମରାଠୀଙ୍କୁ ଘୃଣା କରନ୍ତି, ଶିନ୍ଦେଙ୍କ ପାଇଁ ବଞ୍ଚିଛି ଶିବସେନା, କେବେଠୁଁ ଭାଜପାରେ ବିଲୟ ହୋଇ ସାରନ୍ତାଣି…

ମୁମ୍ବାଇ,୩।୯ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହୋଇଛି। ତେବେ ଏବେ ବି ଶିନ୍ଦେ ଗୋଷ୍ଠୀ ଉଦ୍ଧବଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ଶିନ୍ଦେ ଗୋଷ୍ଠୀର ନେତା ତଥା ପୂର୍ବତନ ମନ୍ତ୍ରୀ ରାମଦାସ…

୩ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬୩ ହଜାର ତଳେ…

ଚାଇନା ବିରୋଧରେ ଆମେରିକାର ବଡ ଚାଲ, ତାଇୱାନକୁ ଦେଲା ୧.୧ ଅରବ ଡଲାର ସେନା ସହାୟତା

ୱାଶିଂଟନ,୩ ।୯: ଚାଇନା ବିରୋଧରେ ଆମେରିକା ଚଳାଇଛି ବଡ ଚାଲ । ଶୁକ୍ରବାର ଆମେରିକା ତାଇୱାନ ଭଳି ଏକ ଛୋଟିଆ ଦ୍ୱୀପକୁ ୧.୧ ବିଲିୟନ ଡଲାରର ନୂଆ ଅସ୍ତ୍ରଶସ୍ତ୍ର ପ୍ୟାକେଜ ଦେବାକୁ ଘୋଷଣା କରିଛି । ଆମେରିକା ସ୍ପିକର ନାନ୍ସି ପେଲୋସି…

ପାଞ୍ଚ କୋଟିରୁ ଅଧିକ ଜିଏସଟି ଚୋରି ଅଭିଯୋଗ ହେଲେ ତାକୁ ଅଭ୍ୟାସଗତ ଚୋର ବୋଲି ବିବେଚନା କରାଯିବ, ନିଆଯିବ କଡା କର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩ ।୯: ଟିକସ ଫାଙ୍କିବା, ଇନପୁଟ ଟ୍ୟାକ୍ସ କ୍ରେଡିଟ(ଆଇଟିସି) କିମ୍ବା ରିଫଣ୍ଡ ରାଶି ୫ କୋଟିରୁ ଅଧିକ ହୋଇଥିବା ସେ କ୍ଷେତ୍ରରେ ଜିଏସଟି ଅଧିକାରୀମାନେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ । ଅର୍ଥ ମନ୍ତ୍ରଣାଳୟ ଅଧିନରେ ଥିବା ଜିଏସଟି ଅନୁସନ୍ଧାନ ୟୁନିଟ…

୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ…

ବଢୁଛି ବନ୍ୟା ମୃତକଙ୍କ ସଂଖ୍ୟା

ଇସଲାମାବାଦ,୨ା୯: ପାକିସ୍ତାନରେ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ଏହି ସଂଖ୍ୟା ପ୍ରାୟ ୧୨୦୦ରେ ପହଞ୍ଚିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବିବୃତ୍ତିରେ କୁହାଯାଇଛି, ଜୁନ୍‌ ୧୪ରୁ ବର୍ଷା ଓ ବନ୍ୟା ଯୋଗୁ ଅତି କମ୍‌ରେ ୧,୧୮୬ ଜଣଙ୍କର ମୃତ୍ୟୁ ହୋଇସାରିଲାଣି।…

ଲିଜ୍‌ ଟ୍ରସ୍‌ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨।୯: ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ଆଗରେ ଅଛନ୍ତି। ସେ ଭାରତୀୟ ବଂଶୋଦ୍ଭବ ତଥା କଞ୍ଜରଭେଟିଭ୍‌ ପାର୍ଟିର ଋଷି ସୁନକଙ୍କୁ ପଛରେ ପକାଇ ଦେଇଛନ୍ତି। ପ୍ରାୟ ଏକ ଡଜନ ବିତର୍କ ଏବଂ ତିନୋଟି ଟିଭି ବିତର୍କ ପରେ ପ୍ରତିଦ୍ୱନ୍ଦ୍ୱୀ ଲିଜ…

ନୌସେନାରେ ସାମିଲ ହେଲା ସ୍ବଦେଶୀ ଆଏନଏସ୍‌ ବିକ୍ରାନ୍ତ

କୋଚି,୨।୯: ଭାରତୀୟ ନୌସେନା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ପ୍ରଥମ ସ୍ବଦେଶୀ ବିମାନବାହକ ଯୁଦ୍ଧପୋତ ଆଇଏନଏସ୍‌ ବିକ୍ରାନ୍ତକୁ ନୌସେନାରେ ସାମିଲ କରାଯାଇଛି। କୋଚିଠାରେ ଥିବା ନୌସେନା ବେସ୍‌ରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଦେଶ ପାଇଁ…

ଆଇଏନଏସ ବିକ୍ରାନ୍ତରେ ଲାଗିଛି ୪ଟି ଏଫିଲ ଟାୱାର ସହ ସମାନ ହେଲାଭଳି ଲୁହା-ଷ୍ଟିଲ, ଏକାଥରେ ରହିପାରିବ ୩୦ଟି ବିମାନ

ନୂଆଦିଲ୍ଲୀ,୨ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସ୍ୱଦେଶୀ ବିମାନ ବାହକ ଯୁଦ୍ଧଜାହାଜ ଆଇଏନଏସ ବିକ୍ରାନ୍ତକୁ ନୌସେନାକୁ ସମର୍ପଣ କରିବେ । ଶୁକ୍ରବାର ସକାଳ ୯ଟା ୩୦ମିନିଟରେ କୋଚିରେ କୋଚିନ ଶିପୟାଡ ଲିମିଟେଡ ଏହି ଯୁଦ୍ଧ ଜାହାଜକୁ ନୌସେନାରେ ସାମିଲ କରିବ…

କଂଗ୍ରେସର ଅଧ୍ୟକ୍ଷ ପଦକୁ ନେଇ ବଡ ଖବର, ଭୋଟର ଲିଷ୍ଟ ଜାରି କରିବାକୁ ଦାବି କଲେ ଥରୁର

ନୂଆଦିଲ୍ଲୀ,୨ ।୯: କଂଗ୍ରେସର ସଙ୍କଟ ଶେଷ ହେଉନାହିଁ । ଏବେ ଅଧ୍ୟକ୍ଷ ପଦକୁ ନେଇ କଂଗ୍ରେସରେ ଟଣାଭିଡା ଆରମ୍ଭ ହୋଇଗଲାଣି । ସମସ୍ତ ଅସ୍ତୁଷ୍ଟ ନେତାଙ୍କ ପରେ ଏବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ଭୋଟର ଲିଷ୍ଟ ଜାରି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?