ଶରତରେ ଅଗ୍ନିବର୍ଷା
ଭୁବନେଶ୍ୱର,୨ା୯(ବ୍ୟୁରୋ):ଶରତରେ ଗ୍ରୀଷ୍ମର ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି। ଦିନରେ ବାହାରକୁ ଯିବା ମୁସ୍କିଲ ହୋଇପଡୁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଦୁର୍ବଳ ରହିଥିବାରୁ ରାଜ୍ୟରେ ତାତି ବଢ଼ୁଛି। ଆସନ୍ତା ୩ ଦିନ ପ୍ରବଳ ଗରମ ଜାରି ରହିବା ସହ…
ଜରାୟୁ କର୍କଟ ପାଇଁ ସ୍ବଦେଶୀ ଟିକା
ନୂଆଦିଲ୍ଲୀ, ୨ା୯:ସର୍ଭିକାଲ୍ କ୍ୟାନ୍ସର ବା ଜରାୟୁ କର୍କଟ ପାଇଁ ଦେଶରେ ପ୍ରଥମ କରି ସ୍ବଦେଶୀ ଜ୍ଞାନକୌଶଳରେ ପ୍ରତିଷେଧକ ଟିକା ପ୍ରସ୍ତୁତ ହୋଇଛି। ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍ଆଇଆଇ) ସର୍ଭାଭାକ୍ ଭାକ୍ସିନ ଆଣିଥିବାବେଳେ ଏହାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଶେଷ ହୋଇଛି।…
ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ ବିରୋଧି ହେଉଛନ୍ତି ଏକଜୁଟ: ମୋଦି
କୋଚି,୧ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କେରଳ ଗସ୍ତରେ ଅଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ କୋଚିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ କୋଚିରେ ତାଙ୍କୁ ଜମରଦସ୍ତ ସ୍ୱାଗତ କରିଛନ୍ତି । ଏହାପରେ ମୋଦି କୋଚିର ଜନତାଙ୍କୁ ସମ୍ବୋଧିତ କରି…
ଇମ୍ରାନଙ୍କୁ ମିଳିଲା ଆଶ୍ୱସ୍ତି
ଇସଲାମାବାଦ,୧ା୯: ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ ଅଗଷ୍ଟରେ ପିଟିଆଇ ମୁଖ୍ୟ ଇମ୍ରାନଙ୍କୁ ଇସଲାମାବାଦ ସଦର ମାଜିଷ୍ଟ୍ରେଟ ଅଲି ଜାଭେଦ ଅଗଷ୍ଟ ୨୦ରେ ଫେଡେରାଲ ରାଜଧାନୀରେ…
‘ଆଗକୁ ପାକିସ୍ତାନର ସ୍ଥିତି ଆହୁରି ଖରାପ ହେବ’
ଇସଲାମାବାଦ,୧ା୯: ପାକିସ୍ତାନର ସର୍ବୋଚ୍ଚ ଜଳବାୟୁ ଏବଂ ପରିବେଶ ବିଶେଷଜ୍ଞ କହିଛନ୍ତି, ବିଶ୍ୱ ତାପମାତ୍ରାର ପ୍ରଭାବ ଆଶ୍ଚର୍ଯ୍ୟଜନକ। ଯାହାକି ପାକିସ୍ତାନକୁ ବନ୍ୟା ପରିସ୍ଥିତିର ସମ୍ମୁଖୀନ ହେବାକୁ ବାଧ୍ୟ କରିଛି। ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ, ଏହା କେବଳ ଜଳବାୟୁ ପରିବର୍ତ୍ତନର ଆରମ୍ଭ। ଏହା…
ଶୁକ୍ରବାର ଆଇଏନଏସ୍ ବିକ୍ରାନ୍ତ ନୌସେନାରେ ହେବ ସାମିଲ…
ନୂଆଦିଲ୍ଲୀ, ୧।୯ : ଭାରତରେ ନିର୍ମିତ ବିମାନ ପରିବହନକାରୀ ଆଇଏନଏସ୍ ବିକ୍ରାନ୍ତ ସେପ୍ଟେମ୍ବର ୨ (ଶୁକ୍ରବାର) ନୌସେନାରେ ସାମିଲ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଥମ ସ୍ବଦେଶୀ ବିମାନ ପରିବହନକାରୀ ପୋତକୁ ଲୋକାର୍ପିତ କରିବେ। ମେକ ଇନ ଇଣ୍ଡିଆ ଅଧୀନରେ…
୧୧୯ ବର୍ଷ ପରେ ନାଗାଲାଣ୍ଡକୁ ମିଳିଲା ଦ୍ୱିତୀୟ ରେଳ ଷ୍ଟେଶନ…
କୋହିମା, ୧।୯ : ନାଗାଲାଣ୍ଡର ଶୋଖୁଭିରେ ରାଜ୍ୟର ଦ୍ୱିତୀୟ ରେଳ ଷ୍ଟେଶନ ସ୍ଥାପିତ ହୋଇଛି। ଦୀର୍ଘ ୧୧୯ ବର୍ଷ ପରେ ରାଜ୍ୟକୁ ଦ୍ୱିତୀୟ ଷ୍ଟେଶନ ମିଳିଛି। ଦିମାପୁରରେ ୧୯୦୩ ମସିହାରେ ପ୍ରଥମ ରେଳ ଷ୍ଷେଶନ ନିର୍ମିତ ହୋଇଥିଲା ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିଓ…
ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍କାଉଣ୍ଟରରେ ୨ ଜୈଶ୍ ଆତଙ୍କବାଦୀ ନିହତ…
ନୂଆଦିଲ୍ଲୀ, ୧।୯ : ଜମ୍ମୁ- କଶ୍ମୀରର ବାରମୁଳା ଜିଲାର ସୋପୋର ଅଞ୍ଚଳରେ ସୁରକ୍ଷା ବାହିନୀ ସହ ରାତାରାତି ଏନକାଉଣ୍ଟରରେ ଦୁଇଜଣ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁରୁବାର ପୋଲିସ ଏହି ସୂଚନା ଦେଇଛି। ବୁଧବାର ରାତିରେ ସୁରକ୍ଷା ବାହିନୀ କର୍ଡନ ଏବଂ…
ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି-ଜଗନ ମୋହନ-ଗୌତମ ଆଦାନୀଙ୍କ ବିରୋଧରେ ମାମଲା ରୁଜୁ…
ନୂଆଦିଲ୍ଲୀ, ୧।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରେ ଏକ ମାମଲା ଦାୟର କରାଯାଇଛି। ଏହି ପରିପ୍ରେକ୍ଷୀରେ ଆମେରିକାର କୋର୍ଟ ଦ୍ୱାରା ଏହି ତିନିଜଣଙ୍କୁ…
ଦାଉଦଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲା ଏନ୍ଆଇଏ…
ନୂଆଦିଲ୍ଲୀ, ୧।୯ : ଅଣ୍ଡରୱାଲର୍ଡ ଡନ ଦାଉଦ ଇବ୍ରାହିମଙ୍କ ବିରୋଧରେ ଭାରତରେ କାର୍ଯ୍ୟ ତୀବ୍ର ହୋଇଛି। ପ୍ରକାଶ ଯେ, ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ଦାଉଦଙ୍କ ଉପରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି। ଏହା ବ୍ୟତୀତ ଅଣ୍ଡରୱାଲର୍ଡ ଡନଙ୍କ…
କଂଗ୍ରେସକୁ ପୁଣି ଝଟ୍କା, ଗୁଲାମ ନବୀଙ୍କ ସମର୍ଥନରେ ୩୬ ଛାତ୍ରନେତାଙ୍କ ଇସ୍ତଫା…
ନୂଆଦିଲ୍ଲୀ, ୧।୯ : କଂଗ୍ରେସରୁ ଗୁଲାମ ନବୀ ଆଜାଦଙ୍କ ଇସ୍ତଫା ପରେ ଦଳରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳ ଛାଡିବା ପରେ ଗୁଲାମ ନବୀ ଆଜାଦ ଏକ ବିବୃତ୍ତି ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଠାରୁ ଆରମ୍ଭ କରି ଦଳର…
୧୦୦ ଟଙ୍କା ଶସ୍ତା ହେଲା ଏଲପିଜି ସିଲିଣ୍ଡର…
ନୂଆଦିଲ୍ଲୀ, ୧।୯ : ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଗ୍ରାହକଙ୍କ ପାଇଁ ଖୁସି ଖବର ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟ ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ୯୧ ରୁ ୧୦୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କରିଛନ୍ତି। ଗତ ପାଞ୍ଚ ମାସ…

