ଆଗରେ ଅନେକ ଆହ୍ବାନ
ମାନିଲା,୭ା୫: ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ଫିଲିପାଇନ୍ସ ମେ’ ୯ରେ ନୂଆ ରାଷ୍ଟ୍ରପତି ବାଛିବ। ୧୯୩୫ ମସିହାରୁ ଚାଲିଥିବା ସାଧାରଣ ନିର୍ବାଚନରେ ଏଥର ସପ୍ତଦଶ ରାଷ୍ଟ୍ରପତି ଓ ଷୋଡ଼ଶ ଉପରାଷ୍ଟ୍ରପତି ନିର୍ବାଚିତ ହେବେ। ୧୯୮୭ରେ ପ୍ରଣୀତ ଫିଲିପାଇନ୍ସ ସମ୍ବିଧାନ ଅନୁସାରେ ବର୍ତ୍ତମାନର ରାଷ୍ଟ୍ରପତି…
ମୁମ୍ବାଇର ଅବିଶ୍ୱସନୀୟ ବିଜୟ
ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍ ଓଭରରେ ଡାନିଏଲ୍ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ କରି ମୁମ୍ବାଇ ଇଣ୍ଡିଆନ୍ସକୁ ଅବିଶ୍ୱସନୀୟ ବିଜୟ ଭେଟିଦେଲେ। ଫଳରେ ୧୯ତମ ଓଭର ପର୍ଯ୍ୟନ୍ତ ମ୍ୟାଚକୁ…
ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା ଶ୍ରୀଲଙ୍କା
କଲମ୍ବୋ,୬।୫: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛି। ରାଷ୍ଟ୍ରପତି ଗୋଟାବାୟା ରାଜାପାକ୍ସେ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ଶୁକ୍ରବାର ମଧ୍ୟରାତ୍ରିରୁ ଏହି ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯିବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।…
ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍ଆର୍ସି
ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ ହିଁ…
ରବିବାର ବାତ୍ୟା
ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତର…
ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି। ତେବେ ଏହାର ପ୍ରଭାବରେ ହେବାକୁ ଥିବା ବାତ୍ୟା…
ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ବଢୁଛି ତୈଳ ଦର
ନ୍ୟୁୟର୍କ,୬ା୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୁଇ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଲାଗିରହିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁ ଖାଦ୍ୟ ଏବଂ ଶକ୍ତିର ଅଭାବ ପରିଲକ୍ଷିତ ହେଉଛି। ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ…
ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…
ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର
ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ ପକ୍ଷରୁ ଗୁରୁବାର ମଧ୍ୟପ୍ରଦେଶ ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟ ଜଳଯୋଗାଣର ଏକ ପ୍ରତିନିଧି…
ଅଙ୍ଗାରକାମ୍ଳ ଗ୍ୟାସ୍ ଲିକ୍: ଲୋକେ ଅଣନିଃଶ୍ୱାସୀ
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ ବହୁ…
କାଳବୈଶାଖୀ ଯୋଗୁ ଅଘଟଣ, ଚିଲିକାରେ ବୁଡ଼ିଲା ଡଙ୍ଗା
ଖୋର୍ଦ୍ଧା ଅଫିସ,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚିଲିକାରୁ…
Archives


