Home Middle

ବାର୍ଷିକ ବିପର୍ଯ୍ୟୟ ରିଲିଫ୍‌ ୧୧ ଶହ କୋଟି

ନୂଆଦିଲ୍ଲୀ,୨୯ା୮(ଆଇଏଏନ୍‌ଏସ୍‌) ଓଡ଼ିଶା ପ୍ରତି ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଭୟ ସବୁବେଳେ ରହିଆସିଛି। ରାଜ୍ୟବାସୀ ପ୍ରତିବର୍ଷ ଏକାଧିକ ବିପର୍ଯ୍ୟୟକୁ ସାମ୍ନା କରିଆସୁଥିବାବେଳେ ଓଡ଼ିଶା ସରକାର ବିପନ୍ନଙ୍କୁ ରିଲିଫ୍‌ ବଣ୍ଟନ ବାବଦକୁ ବାର୍ଷିକ ହାରାହାରି ପ୍ରାୟ ୧,୧୦୦ କୋଟି ଟଙ୍କା…

ପାକିସ୍ତାନକୁ ୫ ଉଇକେଟରେ ହରାଇଲା ଟିମ୍‌ ଇଣ୍ଡିଆ

ଦୁବାଇ,୨୮ା୮: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ରବିବାର ଏସିଆ କପର ଭାରତ-ପାକିସ୍ତାନ ମହାମୁକାବିଲାରେ ୫ ଉଇକେଟରେ ବିଜୟୀ ହୋଇଛି ଭାରତ । ଭାରତ ଏହି ବିଜୟରୁ ଏସିଆ କପ୍‌ ଅଭିଯାନ ଆରମ୍ଭ କରିଛି । ଅନ୍ୟପକ୍ଷେ ଭାରତ ଟି-୨୦ ବିଶ୍ୱ କପ୍‌…

ଭୁବନେଶ୍ୱର କୁମାରଙ୍କ ଚମତ୍କାର ବୋଲିଂ: ପାକିସ୍ତାନ ୧୪୭ ରନ୍‌ରେ ଅଲଆଉଟ୍‌

ଦୁବାଇ,୨୮।୮: ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଏସିଆ କପ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତକୁ ୧୪୮ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ପାକିସ୍ତାନ। ଭାରତୀୟ ବେଲରଙ୍କ ପ୍ରଭାବୀ ବୋଲିଂ ଯୋଗୁ ପାକିସ୍ତାନ ୧୯.୫ ଓଭରରେ ୧୪୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ପାକିସ୍ତାନ ପକ୍ଷରୁ…

ବଜ୍ରପାତ ନେଲା ୫ ଜୀବନ

ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି ସ୍ଥାନରେ ବଜ୍ରପାତ ଘଟି ନାବାଳିକାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଦୁବାଇ,୨୮।୮: ଏସିଆ କପ୍‌ ୧୫ତମ ସିଜିନ୍‌ରେ ଭାରତ ତାର ତାର ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ ଚିରପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଭେଟୁଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ…

ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ, ୧୯ରେ ଫଳାଫଳ

ନୂଆଦିଲ୍ଲୀ,୨୮।୮: କଂଗ୍ରେସ ସଭାପତି ନିର୍ବାଚନ ତାରିଖ ରବିବାର ଘୋଷଣା କରାଯାଇଛି। ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୨୨ ସେପ୍ଟେମ୍ବରରେ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନ ୨୪ ସେପ୍ଟେମ୍ବରରୁ ଆରମ୍ଭ ହେବ। ୧୭ ଅକ୍ଟୋବରରେ ଭୋଟ ଗ୍ରହଣ…

ଇମ୍ରାନଙ୍କ ପାର୍ଟିର ଗୁପ୍ତ ଆକାଉଣ୍ଟରୁ ୭୮ କୋଟି ଟଙ୍କା କାରବାର

ଇସଲାମାବାଦ,୨୮ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପିଛା ଛାଡୁନି ବିବାଦ। ପାକିସ୍ତାନର ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସି (ଏଫ୍‌ବିଆଇ) ଦାବି କରିଛି ଯେ, ପ୍ରଥମେ ୭୮.୭ ମିଲିୟନ ପାକିସ୍ତାନୀ ଟଙ୍କା ଜମା କରାଯାଇଥିଲା ଏବଂ ପରେ ଇମ୍ରାନଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ…

ଅପେକ୍ଷାର ହେଲା ଅନ୍ତ, ଶେଷରେ ମାଟିରେ ମିଶିଲା ଟ୍ୱିନ ଟାୱାର

ନୋଏଡା,୨୮ ।୮: ସମସ୍ତ ପ୍ରସ୍ତୁତି ପରେ ଅପେକ୍ଷାର ଅନ୍ତ ଘଟାଇ ଶେଷରେ ମାଟିରେ ମିଶିଛି ଉତ୍ତର ପ୍ରଦେଶରେ ଅବୈଧ ଭାବେ ନିର୍ମାଣ କରାଯାଇଥିବା ଟ୍ୱିନ ଟାୱାର । ଆଖି ପୁଛୁଳାକେ ମାତ୍ର ୮ ସେକେଣ୍ଡରେ ମାଟିରେ ମିଶିଗଲା ଏହି ଉଚ୍ଚ ଅଟ୍ଟାଳିକା…

ଗୁଲାମ ନବିଙ୍କ ଇସ୍ତଫା ପରେ ବସିବ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ, ପାର୍ଟି ଅଧ୍ୟକ୍ଷ ନିର୍ବାଚନକୁ ନେଇ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୨୮ ।୮: କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ(ସିଡବ୍ଲୁସି) ରବିବାର ବସିବ । ଏହି ବୈଠକରେ ପାର୍ଟି ଅଧ୍ୟକ୍ଷ ନିର୍ବାଚନ ସହ ଜଡିତ କାର୍ଯ୍ୟକ୍ରମକୁ ମଞ୍ଜୁରି ମିଳିବ । ଏହାସହ ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିବେ କି ନାହିଁ ସେ ନେଇ…

ରୁଷିଆ ଆସ ମାସିକ ୧୦ ହଜାର ରୁବେଲ ଆର୍ଥିକ ସହାୟତା ନିଅ, ୟୁକ୍ରେନ୍‌ବାସୀଙ୍କ ପାଇଁ ପୁଟିନ୍‌ଙ୍କ ଘୋଷଣା…

ମସ୍କୋ, ୨୭।୮ : ୟୁକ୍ରେନବାସୀଙ୍କ ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର ପୁଟିନ୍‌ ଲୋଭନୀୟ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ସେ ୟୁକ୍ରେନବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଯେ, ରୁଷିଆକୁ ଆସ ଏବଂ ମାସିକ ୧୦ ହଜାର ରୁବେଲ ଆର୍ଥିକ ସହାୟତା ନିଅ। ଏନେଇ…

ରବିବାର ଅପରାହ୍ନ ୨ଟା ୩୦ରେ ଭଙ୍ଗାଯିବ ଟୁଇନ ଟାଓ୍ବାର, ମାତ୍ର ୧୨ ସେକେଣ୍ଡରେ ଭାଙ୍ଗି ମାଟିରେ ମିଶିବ…

ନୋଏଡା, ୨୭।୮ : ରବିବାର ଅପରାହ୍ନ ୨ଟା ୩୦ରେ ନୋଏଡାରେ ଆକାଶକୁ ଛୁଇଁଥିବା ଟୁଇନ ଟାଓ୍ବାର ଭାଙ୍ଗି ମାଟିରେ ମିଶିବ। ପ୍ରସ୍ତୁତି ଶେଷ ହୋଇଛି। ସେକ୍ଟର ୯୩-ଏ ରେ ଅବସ୍ଥିତ ଉଭୟ ୩୨ ଏବଂ ୨୯ ମହଲା ବିଶିଷ୍ଟ ଟାୱାରରେ ୩୭୦୦…

ଭାଜପା ଅପାଠୁଆଙ୍କ ଦଳ, ସିସୋଡିଆଙ୍କ ସମାଲୋଚନା…

ନୂଆଦିଲ୍ଲୀ, ୨୭।୮ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ଜନତା ପାର୍ଟି ଅପାଠୁଆଙ୍କ ଦଳ ଏବଂ ସେମାନେ ଦେଶକୁ ଅପାଠୁଆ ରଖିବାକୁ ଚାହୁଁଛନ୍ତି। ଦିଲ୍ଲୀ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?