Home Middle

ଯୁଦ୍ଧରେ ପ୍ରତିଦିନ ୧୦୦ ୟୁକ୍ରେନ୍‌ ସୈନ୍ୟଙ୍କ ମୃତ୍ୟୁ ଘଟୁଛି, ଜିତି ପାରିବନି ରୁଷିଆ, କହିଲେ ଜେଲେନସ୍କି…

କ୍ୱିଭ୍‌, ୨।୬ : ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ପ୍ରତିଦିନ ଅତି କମରେ ୬୦ ରୁ ୧୦୦ ୟୁକ୍ରେନ ସୈନିକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୫୦୦ ପାଖାପାଖି ସୈନ୍ୟ ଆହତ…

‘ନିଆଁରେ ଘିଅ ଢାଳୁଛି ଆମେରିକା’

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ଜର୍ମାନୀ ୟୁକ୍ରେନକୁ କିଛି ଉନ୍ନତଧରଣର ଅସ୍ତ୍ରଶସ୍ତ୍ର ଦେବାକୁ ନିଷ୍ପତ୍ତି ନେଇଛନ୍ତି।ଏହା ଦ୍ୱାରା ୟୁକ୍ରେନ୍‌ ଆହୁରି ଶକ୍ତିଶାଳୀ ହେବ। ଜର୍ମାନୀ ଏବଂ ଆମେରିକା ଯୋଗାଣ କରିବାକୁ ଥିବା ଅସ୍ତ୍ରଶସ୍ତ୍ର ବିମାନକୁ ଗୁଳି…

ତିହାର ଜେଲ୍‌ରେ ଖଲିସ୍ତାନୀ ସକ୍ରିୟ, ସହାୟତା ଯୋଗାଇ ଦେଉଛନ୍ତି ଗ୍ୟାଙ୍ଗଷ୍ଟର- ଜେଲ୍‌ କର୍ମଚାରୀ…

ତିହାର, ୨।୬ : ପଞ୍ଜାବରେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ରାଜ୍ୟରେ ସୁରକ୍ଷା ପ୍ରସଙ୍ଗ ଉପରେ ପୁଣି ଥରେ ପ୍ରଶ୍ନ ଉଠାଇଛି। ଅପରପକ୍ଷରେ, ଖଲିସ୍ତାନୀ ଗୋଷ୍ଠୀର ସକ୍ରିୟତା ମଧ୍ୟ ଚିନ୍ତାର କାରଣ ପାଲଟିଛି। ପ୍ରକାଶ ଯେ, ଏହି ଗୋଷ୍ଠୀମାନେ ସେମାନଙ୍କ କାର୍ଯ୍ୟ…

୩ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୫…

ନୂଆଦିଲ୍ଲୀ, ୨।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ଆତଙ୍କବାଦୀଙ୍କ ପାଖରେ ଜୈବିକ-ଆଣବିକ ଅସ୍ତ୍ରଶସ୍ତ୍ର, ଜାତିସଂଘରେ ଭାରତର ଚେତାବନୀ…

ଓ୍ବାଶିଂଟନ,୨।୬: ଆତଙ୍କବାଦୀମାନଙ୍କ ପାଖରେ ଆଣବିକ,ଜୈବିକ ଏବଂ ରାସାୟନିକ ଅସ୍ତ୍ରଶସ୍ତ୍ର ରହିଛି। ସେମାନେ ଏହାକୁ ସାଧାରଣ ନାଗରିକଙ୍କ ଉପରେ ମଧ୍ୟ ବ୍ୟବହାର କରିବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ଜାତିସଂଘର ସୁରକ୍ଷା ପରିଷଦର ଏକ ଆଲୋଚନାରେ ଭାରତ ଚେତାବନୀ ଦେଇଛି। ଜାତିସଂଘରେ ଅବସ୍ଥାପିତ…

ଆମେରିକାରେ ପୁଣି ଗୁଳିକାଣ୍ଡ, ହସ୍ପିଟାଲ ପରିସରରେ ୪ ମୃତ…

ଓ୍ବାଶିଂଟନ, ୨।୬ : ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଏଥର ଓକଲାହୋମାର ତୁଲସା ସହରର ସେଣ୍ଟ ଫ୍ରାନ୍ସିସ ହସ୍ପିଟାଲ କମ୍ପ୍ଲେକ୍ସରେ ଥିବା ନୈଟାଲୀ ବିଲଡିଂରେ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତୁଲସା ପୋଲିସର…

ରାଜନୀତିରେ ନବୀନ @୨୫

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବୀନ ପଟ୍ଟନାୟକ, ଓଡ଼ିଶା ରାଜନୀତିର ଜଣେ ସ୍ପର୍ଦ୍ଧିତ ବ୍ୟକ୍ତିତ୍ୱ। ଦୀର୍ଘ ଅଢ଼େଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ମ୍ୟାଜିକ୍‌ ଅକ୍ଷୁଣ୍ଣ ରହିଛି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାଠାରୁ ଆରମ୍ଭ କରି ବିପର୍ଯ୍ୟୟ ମୁକାବିଲା ଦିଗରେ ତାଙ୍କ ବଳିଷ୍ଠ…

କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ୍‌, ୧୦ ଗିରଫ…

ନୂଆଦିଲ୍ଲୀ, ୨।୬ : ଦିଲ୍ଲୀର ଦକ୍ଷିଣ ଜିଲାର ହୌଜଖାସ ପୋଲିସ ଷ୍ଟେଶନ ପକ୍ଷରୁ ଏକ ବଡ଼ କିଡ୍‌ନୀ ର଼୍ୟାକେଟର ପର୍ଦ୍ଦାଫାଶ କରାଯାଇଛି। ଓଟି ଟେକ୍ନିସିଆନ, ଦୁଇ ଡାକ୍ତରଙ୍କ ସମେତ ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ସୋସିଆଲ ମିଡିଆ…

ଫେସବୁକ୍‌ ସିଓଓ ପଦରୁ ସାଣ୍ଡବର୍ଗଙ୍କ ଇସ୍ତଫା…

ଓ୍ବାଶିଂଟନ, ୨।୬ : ଫେସବୁକ ଏବଂ ଏହାର ପ୍ୟାରେଣ୍ଟ କମ୍ପାନୀ ମେଟାର ଚିଫ୍‌ ଅପରେଟିଂ ଅଫିସର (ସିଓଓ) ଶେରିଲ ସାଣ୍ଡବର୍ଗ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କମ୍ପାନୀ ବୁଧବାର ମଧ୍ୟ ନିଶ୍ଚିତ କରିଛି। ତେବେ ଶେରିଲଙ୍କ କମ୍ପାନୀ ଛାଡିବାର କାରଣ ଏପର୍ଯ୍ୟନ୍ତ…

ବିହାରରେ ଜାତିଗତ ଜନଗଣନା ହେବ

ପାଟନା,୨ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ଜାତିଭିତ୍ତିକ ଜନଗଣନା କରାଯିବ ବୋଲି ଘୋଷଣା କରିଛନ୍ତି। ପାଟନାସ୍ଥିତ ରାଜ୍ୟ ସେକ୍ରେଟାରିଏଟ୍‌ରେ ବୁଧବାର ସନ୍ଧ୍ୟାରେ ଆୟୋଜିତ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ଉକ୍ତ ବୈଠକରେ ବିଧାନସଭାରେ ପ୍ରତିନିଧିତ୍ୱ କରୁଥିବା…

ଭୟରେ କଶ୍ମୀରୀ ପଣ୍ଡିତଙ୍କ ଶିବିର ସିଲ୍‌

ଶ୍ରୀନଗର, ୨ା୬: କଶ୍ମୀରରେ ଟାର୍ଗେଟ କିଲିଂ ଥମୁ ନ ଥିବାରୁ ଉପତ୍ୟକା ଛାଡ଼ିବାକୁ କଶ୍ମୀରୀ ପଣ୍ଡିତମାନେ ଚେତାବନୀ ଦେବା ପରେ ସ୍ଥାନୀୟ ପ୍ରଶାସନ ସେମାନଙ୍କ ଟ୍ରାଞ୍ଜିଟ୍‌ କ୍ୟାମ୍ପ୍‌ଗୁଡ଼ିକୁ ବୁଧବାର ସିଲ୍‌ କରିଛି। ସେମାନଙ୍କୁ ଶିବିର ବାହାରକୁ ଆସିବା ପାଇଁ ବାରଣ କରାଯାଇଛି।…

ମୃତ୍ୟୁ ଅସ୍ବାଭାବିକ ନୁହେଁ

କୋଲକାତା, ୨ା୬: ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାର କୁନ୍ନଥ ଓରଫ୍‌ କେକେଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଦକ୍ଷିଣ କୋଲକାତାର ନଜରୁଲ୍‌ ମଞ୍ଚରେ ସେ ସଙ୍ଗୀତ ପରିବେଷଣ କରିଥିବାବେଳେ ସେଠାରେ ତାଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri