ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍
ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍ ୧୫୦ଟି ଅଧିକ କୋଚ୍ ଲାଗିବ। ୪୦ଟି ସ୍ବତନ୍ତ୍ର ଟ୍ରେନ୍ ଚାଳିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ ୩୫ଟି ଅତିରିକ୍ତ…
ଥରିଲା ଚାଇନା
ବେଜିଂ,୧ା୬: ଚାଇନାରେ ଭୂକମ୍ପ ଅନୁଭୂତ ହୋଇଛି। ସିଇଏନ୍ସି (CENC) ପକ୍ଷରୁ ଜାରି ହୋଇଥିବା ସୂଚନାରୁ ପ୍ରକାଶ, ଦେଶର ଦକ୍ଷିଣ-ପଶ୍ଚିମ ସିଚୁଆନରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୧ ଥିଲା। କୁହାଯାଉଛି, ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ୟାନ ସିଟିର ଲୁଶାନ…
ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେବେ କି ଗାଙ୍ଗୁଲି, ଟୁଇଟ୍କୁ ନେଇ ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧।୬: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲି କ୍ରିକେଟରେ ୩୦ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସେ ଏକ ନୂଆ ଇନିଂସ ଆରମ୍ଭ କରିବେ ବୋଲି ବୁଧବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ଯଦିଓ…
ମୁହାଁମୁହିଁ ହେବେ ଆମେରିକା-ରୁଷିଆ
ମସ୍କୋ,୧ା୬: ଆମେରିକା-ରୁଷିଆ ମୁହାଁମୁହିଁ ହେବାର ପରିସ୍ଥିତି ସୃଷ୍ଟି ହୋଇଛି। କାରଣ ଆମେରିକା ୟୁକ୍ରେନକୁ ଉନ୍ନତ ଧରଣର ରକେଟ ସିଷ୍ଟମ ଏବଂ ଅତ୍ୟାଧୁନିକ ଗୁଳିଗୋଳା ଯୋଗାଣ ପାଇଁ ନିଷ୍ପତ୍ତି ନେଇଛି। ଫଳରେ ବୁଧବାର ରୁଷିଆ ଆମେରିକାର ତୀବ୍ର ସମାଲୋଚନା କରିଛି। ରୁଷିଆର ଏହି…
ଯାନ୍ତ୍ରିକ ତ୍ରୁଟି, କାଠମାଣ୍ଡୁ ଫେରିଲା ବିମାନ
କାଠମାଣ୍ଡୁ,୧ା୬: ବୁଦ୍ଧ ଏୟାରଲାଇନ୍ସର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ନେପାଳର କାଠମାଣ୍ଡୁକୁ ଫେରିଛି। ଏହି ବିମାନ ବୁଧବାର କାଠମାଣ୍ଡୁରୁ ଭାଦ୍ରପୁର ଅଭିମୁଖେ ଯାତ୍ରା କରିଥିଲା। ବେସାମରିକ ବିମାନ ଚଳାଚଳ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ଯେ, ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନଟି…
ଶିଶୁ ଉଭୟ ମାତାପିତାଙ୍କ ସ୍ନେହ ପାଇବାକୁ ହକ୍ଦାର, କହିଲେ ହାଇକୋର୍ଟ…
ଅହମଦାବାଦ, ୧।୬ : ଏକ ଛାଡ଼ପତ୍ର ମାମଲାରେ ଶିଶୁଙ୍କର କଷ୍ଟଡି ନେଇ ଗୁଜରାଟ ହାଇକୋର୍ଟ କହିଛନ୍ତି ଯେ, ଶିଶୁ ଉଭୟ ମାତାପିତାଙ୍କ ସ୍ନେହ ପାଇବାକୁ ହକ୍ଦାର। ଏଭଳି ପ୍ରସଙ୍ଗରେ ଶିଶୁର ଅଧିକାର ସର୍ବୋପରି। ଏହାକୁ ଅଣଦେଖା କରାଯାଇ ପାରିବ ନାହିଁ। ତେଣୁ…
ଏସିଆ କପ୍ରେ ବ୍ରୋଞ୍ଜ ଜିତିଲା ଭାରତ
ଜାକର୍ତ୍ତା,୧।୬: ଇଣ୍ଡୋନେସିଆରେ ଚାଲିଥିବା ଏସିଆ କପ୍ ହକିରେ ଭାରତ ଏକ ବଡ଼ ଉପଲବ୍ଧି ହାସଲ କରିଛି। ବୁଧବାର ଜାକର୍ତ୍ତାରେ ଖେଳାଯାଇଥିବା ମ୍ୟାଚ୍ରେ ଭାରତ ଜାପାନକୁ ୧-୦ ଗୋଲ୍ରେ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛି। ଭାରତ ପକ୍ଷରୁ ଏକମାତ୍ର ଗୋଲ ରାଜ…
ଭାରତୀୟ ପ୍ରକଳ୍ପରେ ସିନ୍ଧୁ ଜଳ ଚୁକ୍ତି ପାଳନ କରାଯାଉଛି, ପାକିସ୍ତାନକୁ ଭାରତର ଉତ୍ତର…
ନୂଆଦିଲ୍ଲୀ, ୧।୬ : ସ୍ଥାୟୀ ସିନ୍ଧୁ ଆୟୋଗର ଦୁଇ ଦିନିଆ ବୈଠକର ଶେଷ ଦିନରେ ଭାରତ ସ୍ପଷ୍ଟ ଭାବରେ ପାକିସ୍ତାନକୁ କହିଛି ଯେ ଏହାର ପ୍ରକଳ୍ପରେ ସିନ୍ଦୁ ଜଳ ଚୁକ୍ତି ସମ୍ପୂର୍ଣ୍ଣ ରୂପେ ପାଳନ କରାଯାଉଛି। ଭାରତ ଏହି ସମସ୍ୟାର ଦ୍ୱିପାକ୍ଷିକ…
୫ ମାସରେ ୧୫ ସୁରକ୍ଷାକର୍ମୀ-୧୮ ନାଗରିକଙ୍କୁ ହତ୍ୟା, ରାହୁଲଙ୍କ ମୋଦିଙ୍କୁ ପ୍ରଶ୍ନ…
ନୂଆଦିଲ୍ଲୀ, ୧।୬ : ଜମ୍ମୁ-କଶ୍ମୀରରେ ଲଗାତାର ଟାର୍ଗେଟ୍ କିଲିଂ ବୃଦ୍ଧି ପାଉଛି। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ରାହୁଲ ପ୍ରଶ୍ନ କରିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ଗତ ୫ ମାସରେ ୧୫ ସୁରକ୍ଷାକର୍ମୀ ଏବଂ…
ମାସ୍କ୍-ହେଲମେଟ ପିନ୍ଧୁ ନ ଥିବା ପୋଲିସ ବାବୁଙ୍କୁ ହାଇକୋର୍ଟଙ୍କ ତାଗିଦ୍, ଆଇନ ସମସ୍ତଙ୍କ ପାଇଁ ସମାନ…
ନୂଆଦିଲ୍ଲୀ, ୧।୬ : ଦିଲ୍ଲୀ ହାଇକୋର୍ଟ ମାସ୍କ୍ ଏବଂ ହେଲମେଟ ପିନ୍ଧୁ ନ ଥିବା ପୋଲିସ ବାବୁଙ୍କୁ ତାଗିଦ୍ କରିଛନ୍ତି। ବୁଧବାର ହାଇକୋର୍ଟ କହିଛନ୍ତି ଯେ, ଆଇନ ସମସ୍ତଙ୍କ ପାଇଁ ସମାନ। ଆଇନ ଉପରେ କେହି ନୁହଁନ୍ତି। କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି…
ମନି ଲଣ୍ଡରିଂ ମାମଲାରେ ସୋନିଆ-ରାହୁଲଙ୍କୁ ଇଡିର ନୋଟିସ
ନୂଆଦିଲ୍ଲୀ,୧।୬: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଏକ ନୋଟିସ ଜାରି କରାଯାଇଛି। ଜୁନ ୮ରେ ତାଙ୍କୁ ଇଡି କାର୍ଯ୍ୟାଳୟରେ ହାଜର ହେବା ପାଇଁ ନିର୍ଦ୍ଦେଶ…
ପ୍ରଭୁ ହନୁମାନଙ୍କ ଜନ୍ମସ୍ଥାନ ଦାବି ତାଲିକାରେ ୬ ରାଜ୍ୟ, ଧର୍ମ ସଂସଦରେ ଆଲୋଚନା ବିଫଳ …
ନାସିକ, ୧।୬ : ପ୍ରଭୁ ହନୁମାନଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ରରେ ଏବେ ବିବାଦ ଆରମ୍ଭ ହୋଇଛି। ହନୁମାନଙ୍କ ଜନ୍ମସ୍ଥାନ ସମ୍ପର୍କରେ ମଙ୍ଗଳବାର ନାସିକରେ ଏକ ଧର୍ମ ସଂସଦର ଆୟୋଜନ କରାଯାଇଥିଲା। ତ୍ରମ୍ବେକେଶ୍ୱର, କର୍ନାଟକ ଏବଂ ସୋଲାପୁରର ପ୍ରାୟ ୨୦-୨୫ ସାଧୁ ଏବଂ…
Archives


