ଏମ୍କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ଭୟାବହ ଅଗ୍ନିକାଣ୍ଡ
ବ୍ରହ୍ମପୁର ଅଫିସ,୨୬।୮: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରର ପ୍ରାଣକେନ୍ଦ୍ର କୁହାଯାଉଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଧ୍ୟାହ୍ନରେ ହଠାତ୍ ଏମ୍କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ନିଆଁ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ ପରିସରରେ…
ପାକିସ୍ତାନରେ ପ୍ରବଳ ବନ୍ୟା: ଗଲାଣି ୯୩୭ ଜୀବନ, ଜରୁରିକାଳୀନ ପରିସ୍ଥିତି ଘୋଷଣା
ଇସଲାମାବାଦ,୨୬ା୮: ପାକିସ୍ତାନରେ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଜାତୀୟ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(NDMA)ର ଆକଳନ ଅନୁଯାୟୀ, ଏଠାରେ ବର୍ଷା ଓ ବନ୍ୟା ଯୋଗୁ ଶୁକ୍ରବାର…
‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’
ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର…
ଇତିହାସ ରଚିଲେ ସାତ୍ତ୍ୱିକ-ଚିରାଗ ଯୋଡି
ଟୋକିଓ,୨୬।୮: ଜାପାନର ରାଜଧାନୀ ଟୋକିଓରେ ଭାରତର ସାତ୍ତ୍ୱିକ୍ ସାଇରାଜ ରେଡ୍ଡୀ ଏବଂ ଚିରାଗ ଶେଟ୍ଟୀ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ଏହି ଭାରତୀୟ ଯୋଡି ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ପଦକ ନିଶ୍ଚିତ କରିଛନ୍ତି। ପୁରୁଷ ଡବଲ୍ସରେ ପଦକ ହାସଲ କରିବାରେ…
କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ
ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି। ଦଳର ସମସ୍ତ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଇସ୍ତଫା ପତ୍ରରେ…
ଆଜି ଅବସର ନେବେ ସିଜେଆଇ
ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ…
ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ
ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଭିଯୁକ୍ତ ଶୈଳେନ୍ଦ୍ର ଶୁକ୍ଳା ଏକ ନାମକରା ବହୁଦେଶୀୟ କମ୍ପାନୀରେ କାମ କରନ୍ତି।…
ଭିସୁଟ୍ର ହେବ ନବକଳେବର: ହଜାରେ କୋଟିର ଘୋଷଣା
ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)କୁ ସେଣ୍ଟର ଅଫ୍ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ କରାଯିବ।…
ପ୍ରଥମ ଥର ଭାରତ ୟୁଏନ୍ଏସ୍ସିରେ ରୁଷିଆ ବିରୋଧରେ ଦେଲା ଭୋଟ
ଓ୍ବାଶିଂଟନ୍,୨୫।୮: ରୁଷିଆ-ୟୁକ୍ରେନ ମଧ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେଲାଣି ଯୁଦ୍ଧ ଜାରି ରହିଛି। ହେଲେ ଏହାପୂର୍ବରୁ ମିଳିତ ଜାତିସଂଘରେ ହୋଇଥିବା ମତଦାନ ସମୟରେ ଭାରତ ନିଜକୁ ଦୂରେଇ ରଖିଥିଲା। ହେଲେ ପ୍ରଥମ ଥର ଭାରତ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍ଏସ୍ସି)ରେ ବୁଧବାର…
ଚାଇନାରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ଗରମ
ବେଜିଂ,୨୫ା୮: ଏବେ ଚାଇନାରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଏପରିକି ୬୧ ବର୍ଷ ମଧ୍ୟରେ ଏମିତି ଖରା, ଗରମ କେବେ ହୋଇ ନ ଥିଲା। ପ୍ରବଳ ଗରମ ଯୋଗୁ ଲୋକେ ନାନା ଯନ୍ତ୍ରଣା ଭୋଗୁଛନ୍ତି। ବିଦ୍ୟୁତ୍ ସଙ୍କଟ ଦେଖାଦେଇଛି। ଫଳରେ ଅନେକ…
‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’
ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି ବିଧାୟକ ମହାତ୍ମା ଗାନ୍ଧୀଙ୍କ ସ୍ମୃତି ସ୍ଥାନ ରାଜଘାଟରେ ପହଞ୍ଚିଥିଲେ। ଏହି ଅବସରରେ କେଜ୍ରିଓ୍ବାଲ୍ ଦିଲ୍ଲୀର…
ଶୁକ୍ରବାର ଅବସର ନେବେ ପ୍ରଧାନ ବିଚାରପତି ରମନା, ଜନ୍ମ ଦିନର ଗୋଟିଏ ଦିନ ପୂର୍ବରୁ ଅବସର…
ନୂଆଦିଲ୍ଲୀ, ୨୫।୮ : ଦେଶର ୪୮ତମ ପ୍ରଧାନ ବିଚାରପତି ଏନ୍.ଭି.ରମନା ଶୁକ୍ରବାର(ଅଗଷ୍ଟ ୨୬)ରେ ଅବସର ଗ୍ରହଣ କରିବେ। ତାଙ୍କର ପୂରା ନାମ ନୁଥାଲପତି ଭେଙ୍କଟ ରମନା। ସେ ୧୯୫୭ ଅଗଷ୍ଟ ୨୭ରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ୬୫…

