Home Middle

ମେ ୩୦-୩୧ ଦୁଇ ଦିନ ହେବ ଆକାଶରୁ ଉଲ୍‌କା ବର୍ଷା…

ଓ୍ବାଶିଂଟନ, ୩୦।୫ : ସମଗ୍ର ବିଶ୍ୱର ମହାକାଶ ଗବେଷକଙ୍କ ପାଇଁ ଏକ ଖୁସି ଖବର ଆସିଛି । ମେ ୩୦ ଏବଂ ୩୧ ଦୁଇ ଦିନ ଧରି ଆକାଶରୁ ଉଲ୍‌କା ବର୍ଷା ହେବ। ଆମେରିକାର ସ୍ପେସ ଏଜେନ୍ସି ନାସା ଅନୁଯାୟୀ, ମେ…

ମଙ୍କିପକ୍ସ, ୨୩ ଦେଶରେ ୨୫୭ ଆକ୍ରାନ୍ତ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା, ୩୦।୫ : ମଙ୍କିପକ୍ସ ସଂକ୍ରମଣ ପୃଥିତ୍ବୀର ବିଭିନନ ଦେଶରେ ବଢ଼ିବାରେ ଲାଗିଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଇତିମଧ୍ୟରେ ୨୩ଟି ଦେଶରେ ମଙ୍କିପକ୍ସର ୨୫୭ ମାମଲା ନିଶ୍ଚିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।…

ଭାଜପାର ମିଶନ ଦକ୍ଷିଣ ଭାରତ, ୫ ରାଜ୍ୟ ଉପରେ ଲକ୍ଷ୍ୟ…

ନୂଆଦିଲ୍ଲୀ, ୩୦।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତିକୁ ସ୍ମରଣୀୟ କରିବା ପାଇଁ ଭାଜପା ସାରା ଦେଶରେ ମେଗା ଉତ୍ସବ ପାଳନ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଅପରପକ୍ଷରେ ଏହାର ମିଶନ ବିସ୍ତାରରେ ମଧ୍ୟ ବ୍ୟସ୍ତ ରହିଛି। ରାଜନୈତିକ…

ବ୍ୟାପୁଛି ଘାତକ ସଂକ୍ରାମକ ରୋଗ, ଜ୍ୱର ପରେ ନାକରୁ ବୋହୁଛି ରକ୍ତ…

ବାଗଦାଦ୍‌, ୩୦।୫ : ସମ୍ପ୍ରତି ମଧ୍ୟ-ପୂର୍ବ ଏସୀୟ ଦେଶ ଇରାକରେ ଏକ ନୂତନ ପ୍ରକାରର ରୋଗ ଦ୍ରୁତ ବେଗରେ ବ୍ୟାପିବାରେ ଲାଗିଛି। ଏଥିରେ ରୋଗୀରେ ଜ୍ୱର ହେବା ସହିତ ନାକରୁ ରକ୍ତ ବାହାରୁଛି। ନାକ ଦେଇ ଅତ୍ୟଧିକ ରକ୍ତସ୍ରାବ ଯୋଗୁ ଆକ୍ରାନ୍ତଙ୍କ…

ଉତ୍ତର କୋରିଆରୁ ହଟିଲା ଲକ୍‌ଡାଉନ୍‌

ପ୍ୟୋଙ୍ଗ୍‌ୟାଙ୍ଗ,୩୦ା୫: ଉତ୍ତର କୋରିଆରେ ସପ୍ତାହ ପୂର୍ବରୁ ରାଜଧାନୀ ପ୍ୟୋଙ୍ଗ୍‌ୟାଙ୍ଗ୍‌ରେ ହୋଇଥିବା ଲକ୍‌ଡାଉନ୍‌ ହଟାଇ ଦିଆଯାଇଛି। କରୋନା ମହାମାରୀ ସ୍ଥିତି ସ୍ବାଭାବିକ ହେବାରୁ ଶାସକ କିମ-ଜୋଙ୍ଗ-ଉନ ଏହି ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କରୋନା ପରିସ୍ଥିତି ନିୟନ୍ତ୍ରଣକୁ ଆସିବାରୁ ଦେଶବ୍ୟାପୀ ଲକ୍‌ଡାଉନ୍‌…

ଦୁର୍ଘଟଣା ସ୍ଥଳର ସନ୍ଧାନ ମିଳିଲା, ଚିହ୍ନି ହେଉନି ମୃତଦେହ…

କାଠମାଣ୍ଡୁ, ୩୦।୫ : ନେପାଳର ସେନା ମୁସ୍ତାଙ୍ଗ ଜିଲାରେ ତାରା ଏୟାରଲାଇନ୍ସର ଦୁର୍ଘଟଣାଗ୍ରସ୍ତ ବିମାନର ଧ୍ୱଂସାବଶେଷ ସମ୍ପର୍କରେ ସୂଚନା ପାଇଛି। ସେନାର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ବ୍ରିଗେଡିୟର୍‌ ନାରାୟଣ ସିଲୱାଲ କହିଛନ୍ତି ଯେ ସେନା ଏବଂ ଉଦ୍ଧାରକାରୀ ଦଳର କର୍ମଚାରୀମାନେ…

ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ଆମେରିକା କଟକଣାକୁ ଅଣଦେଖା, ରୁଷିଆ ସହିତ ସର୍ବିୟାର ବୃହତ୍‌ ଚୁକ୍ତି…

ମସ୍କୋ/ ବେଲଗ୍ରେଡ, ୩୦।୫ : ୟୁରୋପୀୟ ୟୁନିଅନ ଏବଂ ଆମେରିକା ଦ୍ୱାରା ରୁଷିଆ ବିରୋଧରେ ଉପରେ ଲାଗୁ କରାଯାଇଥିବା କଟକଣାକୁ ଅଣଦେଖାକରି ସର୍ବିଆ ରୁଷିଆ ସହିତ ୩ ବର୍ଷ ପାଇଁ ଏକ ପ୍ରମୁଖ ଗ୍ୟାସ ଚୁକ୍ତି ସ୍ବାକ୍ଷର କରିଛି। ସର୍ବିୟାର ରାଷ୍ଟ୍ରପତି…

ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ମଙ୍ଗରାଜଙ୍କ ଇସ୍ତଫା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ରଞ୍ଜନ ମଙ୍ଗରାଜ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ସେ ଏହି ପଦରୁ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ…

ତାଲିବାନ ଦଖଲ ଅଞ୍ଚଳରେ ପାକିସ୍ତାନୀ ଆତଙ୍କବାଦୀ ଶିବିର ସକ୍ରିୟ, ଜାତିସଂଘ ରିପୋର୍ଟ…

ଜେନେଭା/କାବୁଲ, ୩୦।୫ : ପାକିସ୍ତାନୀ ଆତଙ୍କବାଦୀ ଗୋଷ୍ଠୀ ଲଶ୍କର-ଇ-ତାଇବା ଏବଂ ଜୈଶ-ଇ-ମହମ୍ମଦ ଆଫଗାନିସ୍ତାନର ତାଲିବାନ ନିୟନ୍ତ୍ରିତ ଅଞ୍ଚଳରେ ସକ୍ରିୟ ରହିଛନ୍ତି। ସେଠାରେ ସେମାନେ ପ୍ରଶିକ୍ଷଣ ଶିବିର ଚଳାଉଛନ୍ତି ଏବଂ ଶାସକ ତାଲିବାନ ସହିତ ମଲ ସମ୍ପର୍କ ସ୍ଥାପନ କରିଛନ୍ତି। ମିଳିତ ଜାତିସଂଘର…

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୩୦।୫ : ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅଭିଯାନରେ ମିଳିତସୁରକ୍ଷାର୍କମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ପୁଲଓ୍ବାମାର ଗୁନ୍ଦିପୋରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା…

୫-ଜି ସ୍ପେକ୍ଟ୍ରମ୍‌ ନିଲାମ ନେଇ କାର୍ଯ୍ୟ ଆରମ୍ଭ, ଚଳିତ ବର୍ଷ ମିଳିପାରେ ସେବା…

ନୂଆଦିଲ୍ଲୀ, ୩୦।୫ : ଦେଶରେ ୫-ଜି ସ୍ପେକ୍ଟ୍ରମର ନିଲାମ ନେଇ କାର୍ଯ୍ୟ ଆରମ୍ଭ ହୋଇଛି। ଏହାର ସେବା ଚଳିତ ବର୍ଷ ଆରମ୍ଭ ହୋଇପାରିବାର ଆଶା ରହିଛି। ଟେଲି ଯୋଗାଯୋଗ କ୍ଷେତ୍ରରେ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri