ମହାରାଷ୍ଟ୍ରରୁ ପୀୟୂଷ, କର୍ନାଟକରୁ ନିର୍ମଳା ଭାଜପା ପ୍ରାର୍ଥୀ
ନୂଆଦିଲ୍ଲୀ,୩୦।୫: ଜୁନ୍ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ଲାଗି ଭାଜପା ରବିବାର ପ୍ରଥମ ପର୍ଯ୍ୟାୟରେ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କୁ କର୍ନାଟକରୁ ଏବଂ ପୀୟୂଷ ଗୋୟଲଙ୍କୁ ମହାରାଷ୍ଟ୍ରରୁ ପ୍ରାର୍ଥୀ କରାଯାଇଛି। ଭାଜପାର ପ୍ରଥମ…
୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ରାଜନାଥ, ଅଶ୍ୱିନୀ
ନୂଆଦିଲ୍ଲୀ,୩୦।୫: କୋଭିଡ୍ ମହାମାରୀ ବେଳେ ଟ୍ରେନ୍ରେ ଦେଶର ବିଭିନ୍ନ ଅଞ୍ଚଳକୁ ଖାଦ୍ୟଶସ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର କ୍ୟାବିନେଟର ୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଇଏଏନ୍ଏସ୍-ସିଭୋଟର ସର୍ଭେରେ ଏନ୍ଡିଏ ଭୋଟରମାନେ ୧୦…
ଚାଇନାକୁ ଟପିଲା ଆମେରିକା
ନୂଆଦିଲ୍ଲୀ, ୩୦ା୫: ବାଣିଜ୍ୟ କ୍ଷେତ୍ରରେ ଚାଇନାର ଏକଚାଟିଆ ମନୋବୃତ୍ତି ବେଜିଂକୁ କ୍ରମଶଃ ଆର୍ଥିକ ସ୍ତରରେ ପ୍ରଭାବିତ କରିବାରେ ଲାଗିଛି। ପରିବର୍ତ୍ତନଶୀଳ ଭୂରାଜନୈତିକ ପ୍ରେକ୍ଷାପଟରେ ଚାଇନାର ଆଧିପତ୍ୟ ଦୁର୍ବଳ ହୋଇଥିବାବେଳେ ଭାରତ ଏକ ଉଦୀୟମାନ ଅର୍ଥନୀତି ଭାବେ ମୁଣ୍ଡଟେକିଛି। ଏଭଳି ସମୟରେ ଆମେରିକା…
ଆଜିଠୁ ନବୀନଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନ ୧ଟାରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ରଖିବେ…
ଆଇପିଏଲ୍କୁ ମିଳିଲା ନୂଆ ଚାମ୍ପିୟନ
ଅହମଦାବାଦ, ୨୯।୫: ଆଇପିଏଲ୍କୁ ମିଳିଲା ନୂଆ ଚାମ୍ପିୟନ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ…
ପଞ୍ଜାବୀ ଗାୟକଙ୍କୁ ଗୁଳି ମାରି ହତ୍ୟା
ଚଣ୍ଡିଗଡ,୨୯।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ଗୁଳି କରି ହତ୍ୟା କରାଯାଇଛି। ମାନସାର ଜବାହରପୁର ଗାଁରେ ତାଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପଞ୍ଜାବର ଭାଗବତ ମାନ ସରକାର…
ଟାଇଟଲ୍ ମ୍ୟାଚ୍ରେ ଟସ୍ ଜିତିଲା ରାଜସ୍ଥାନ
ଅହମ୍ମଦାବାଦ୍,୨୯।୫: ଆଇପିଏଲ୍ର ୨୦୨୨ର ଯାତ୍ରା ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟାନ୍ସର ଫାଇନାଲ୍ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଟସ ଜିତି ଗୁଜରାଟ…
ନେପାଳ ବିମାନ ଦୁର୍ଘଟଣା: ନିଖୋଜ ୨୨ ଯାତ୍ରୀଙ୍କ ମଧ୍ୟରୁ ୪ ଓଡ଼ିଶାର
ଭୁବନେଶ୍ୱର,୨୯।୫(ବ୍ୟୁରୋ): ନେପାଳରେ ରବିବାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୨୨ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଥିବା ଜଣାପଡିଛି। ସମ୍ପୃକ୍ତ ୪ ଯାତ୍ରୀ ହେଲେ ଅଶୋକ ତ୍ରିପାଠୀ, ଧନୁଷ ତ୍ରିପାଠୀ, ରିତିକା ଏବଂ…
ବ୍ୟାକଫୁଟକୁ ଆସିଲେ ସରକାର, ଫେରାଇ ନେଲେ ଆଧାରକାର୍ଡକୁ ନେଇ ଜାରି କରାଯାଇଥିବା ନୂଆ ଆଡଭାଇଜରୀ
ନୂଆଦିଲ୍ଲୀ,୨୯ ।୫ : ଚାରିପଟରୁ ଘେରିବା ପରେ ସରକାର ଆଧାର କାର୍ଡକୁ ନେଇ ଜାରି କରିଥିବା ନୂଆ ଆଡଭାଇଜରୀକୁ ଫେରାଇ ନେଇଛନ୍ତି । ଏହାସହ ଏହାକୁ ଏକ ସାମାନ୍ୟ ଗତିବିଧି ବୋଲି କହିଛନ୍ତି । ଇଲୋକ୍ଟେଆନିକ୍ସ ଓ ସୂଚନା ପ୍ରାଦ୍ଦ୍ୟୋଗିକ ମନ୍ତ୍ରଣାଳୟ…
ଜଳହସ୍ତୀ ଖୁଆଡ଼ରେ ପଶିଲା କୁମ୍ଭୀର
ଭୁବନେଶ୍ୱର,୨୯ା୫(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଚିଡିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ, ପର୍ଯ୍ୟଟକଙ୍କୁ ଆକ୍ରମଣ, ଦୁର୍ବ୍ୟବହାର ଆଦି ଘଟଣା ଘଟୁଥିବା ନଜିର ରହିଛି। ଶନିବାର ନନ୍ଦନକାନନ ସିଂହୀ ଖୁଆଡ଼ରେ ଚିତି ସାପ ପଶି…
ସୋମବାର ୧୧୮ ତମ ଦ୍ୱିପାକ୍ଷିକ ସିନ୍ଧୁ ଜଳ ଚୁକ୍ତି ବୈଠକ…
ନୂଆଦିଲ୍ଲୀ, ୨୯।୫ : ସିଦ୍ଧୁ ଜଳ ଚୁକ୍ତି ପ୍ରସଙ୍ଗରେ ୧୧୮ ତମ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନର ଏକ ୫ ଜଣିଆ ପ୍ରତିନିଧି ଦଳ ସୋମବାର ଭାରତରେ ପହଞ୍ଚିବେ। ଉଭୟ ପକ୍ଷ ସିନ୍ଧୁ ଜଳ ଚୁକ୍ତିର ପ୍ରମୁଖ ପରିଯୋଜନା ଉପରେ…
ମଝି ସମୁଦ୍ରରେ ଓଲଟିଲା ଡଙ୍ଗା, ୨୫ ନିଖୋଜ…
ଜାକର୍ତ୍ତା, ୨୯।୫ : ଇଣ୍ଡୋନେସିଆର ସେଣ୍ଟ୍ରାଲ ସୁଲାୱେସି ପ୍ରଦେଶର ମାକାସର ଷ୍ଟ୍ରେଟରେ ଏକ ଡଙ୍ଗା ଓଲଟି ପଡ଼ିଛି। ଏହି ଘଟଣାରେ ୨୫ ଜଣ ନିୀଖୋଜ ଥିବାବେଳେ ୧୭ ଜଣଙ୍କୁ ଉଦ୍ଧାର କରାଯାଇଛି। ଡଙ୍ଗାରେ ୪୨ ଜଣ ଲୋକ ଥିଲେ। ଅଧିକାରୀମାନେ ରବିବାର…
Archives


