Home Middle

ଗ୍ରେନେଡ୍‌ ନେଇ ଆସୁଥିବା ପାକିସ୍ତାନୀ ଡ୍ରୋନ୍‌କୁ ଖସାଇଲେ ସେନା…

ଶ୍ରୀନଗର, ୨୯।୫ : ଜମ୍ମୁ-କଶ୍ମୀରର କଠୁଆରେ ଗ୍ରେନେଡ୍‌ ନେଇ ଆସିଥିବା ଏକ ପାକିସ୍ତାନୀ ଡ୍ରୋନ୍‌କୁ ଭାରତୀୟ ସେନା ଯବାନମାନେ ଗୁଳି ଖସାଇ ଦେଇଛନ୍ତି। କଠୁଆ ଜିଲାର ହୀରାନଗର ସେକ୍ଟରେ ଏହି ଡ୍ରୋନ୍‌ ଚୁମ୍ବକୀୟ ବୋମା ଏବଂ ୟୁବିଜିଏଲ୍‌ ଗ୍ରେନେଡ ପେଲୋଡ୍‌ ନେଇ…

ଗଛରେ ପିଟିହେଲା ବସ୍‌: ୧୦ ମୃତ, ୨୦ ଆହତ

ଢାକା,୨୯ା୫: ବାଂଲାଦେଶର ଦକ୍ଷିଣ ବରିଶାଲ ଜିଲାରେ ଏକ ଯାତ୍ରୀବାହୀ ବସ୍‌ ରବିବାର ସକାଳେ ଗଛରେ ଧକ୍କା ହେବାରୁ ଅତି କମ୍‌ରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା କୁହାଯାଉଛି। ଓ୍ବାଜିରପୁର ପୋଲିସର ସୂଚନାନୁସାରେ, ଆହତମାନଙ୍କୁ…

ନେପାଳରେ ୧୨ ବର୍ଷରେ ୭ ବିମାନ ଦୁର୍ଘଟଣା, ୧୬୬ ଜଣଙ୍କ ମୃତ୍ୟୁ…

କାଠମାଣ୍ଡୁ, ୨୯।୫ : ଦେଶରେ ନେପାଳର ତାରା ଏୟାରଲାଇନ୍ସର ବିମାନ ୯-ଏନଏଇଟି ସହିତ ଯୋଗାଯୋଗ ସମ୍ପର୍କ ଛିନ୍ନ ହୋଇଛି। ବିମାନଟି ପୋଖରାରୁ ଜୋମସୋମକୁ ଯାଉଥିଲା। ବିମାନରେ ୨୨ ଜଣ ଲୋକ ଥିଲେ। ଏଥିରେ ଚାରିଜଣ ଭାରତୀୟ ଏବଂ ତିନି ଜଣ ଜାପାନୀ…

ଶ୍ରୀଲଙ୍କାରେ ବିଜୁଳି ସଙ୍କଟ, ଜୁନ୍‌ରୁ ଲାଗୁ ହେବ ଏହି ଯୋଜନା

କଲମ୍ବୋ,୨୯ା୫: ଶ୍ରୀଲଙ୍କାରେ ବିଜୁଳି ସଙ୍କଟ ଦେଖାଦେଇଛି। ଶକ୍ତି ମନ୍ତ୍ରୀ କଞ୍ଚନା ଓ୍ବିଜେସେକେରା ରବିବାର କହିଛନ୍ତି, ‘ତ୍ୱରିତ ନବୀକରଣ ଯୋଗ୍ୟ ଶକ୍ତି ଉତ୍ପାଦନ’ ଯୋଜନା ଜୁନ୍‌ ୨ରୁ କାର୍ଯ୍ୟକାରୀ ହେବାର ସମ୍ଭାବନା ରହିଛି। ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଇନ୍ଧନ ବିଲ୍‌ ପ୍ରତି ମାସରେ…

ଆଧାର କାର୍ଡ ନେଇ ସରକାରଙ୍କ ଆଡଭାଇଜରୀ, ମାସ୍କଡ୍‌ କାର୍ଡ ବ୍ୟବହାର କରିବାକୁ ପରାମର୍ଶ..

ନୂଆଦିଲ୍ଲୀ, ୨୯।୫ : ଆଧାର କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। କୌଣସି ସରକାରୀ ଯୋଜନାର ଲାଭ ଉଠାଇବା କିମ୍ବା ଆର୍ଥିକ କାରବାର କରିବା କ୍ଷେତ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥାଏ। ଆଧାର କାର୍ଡ ହେଉଛି ଜଣେ ବ୍ୟକ୍ତିଙ୍କର ପରିଚୟର ପ୍ରମାଣ। ଏଥିରେ…

ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୪ ରାଜ୍ୟ ସଭା ଆସନ ପାଇଁ ବିଜେଡ଼ି ରବିବାର ପ୍ରାର୍ଥୀ ଘୋଷଣା କରିଛି। ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି ଏବଂ ସସ୍ମିତ୍‌ ପାତ୍ରଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଏ…

କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟର ୩ ଦିନ ଆଗରୁ ମୌସୁମୀ ବାୟୁ ଆଜି କେରଳ ପହଞ୍ଚିଛି। ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ହିଜାବ ପରେ ଏବେ ମଲାଲି ମନ୍ଦିର-ମସଜିଦ୍‌ ନେଇ ବିବାଦ…

ବେଙ୍ଗାଲୁରୁ, ୨୯।୫ : ହିଜାବ ପରେ ଏବେ କର୍ନାଟକରେ ମଲାଲି ମନ୍ଦିର-ମସଜିଦ ବିବାଦ ଆରମ୍ଭ ହୋଇଛି। ଏହାର ସର୍ବାଧିକ ପ୍ରଭାବ ଦକ୍ଷିଣ କନ୍ନଡ, ଉତ୍ତର କନ୍ନଡ ଏବଂ ଉଡୁପି ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଛି । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସାମ୍ପ୍ରଦାୟିକ ଭାବରେ…

ପୁଟିନ୍‌ଙ୍କ ଘଟି ସାରିଛି ମୃତ୍ୟୁ, ତାଙ୍କ ଚେହେରା ଭଳି ବ୍ୟକ୍ତି କ୍ଷମତାରେ, ବ୍ରିଟିଶ୍‌ ଗୁପ୍ତଚର ସଂସ୍ଥାର ଦାବି !…

ଲଣ୍ଡନ/ମସ୍କୋ, ୨୯।୫ : ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କ ମୃତ୍ୟୁ ଘଟି ସାରିଛି। ତାଙ୍କ ପରି ଦେଖାଯାଉଥିବା ଜଣେ ବ୍ୟକ୍ତିଙ୍କୁ ଜାଣିଶୁଣି କ୍ଷମତାରେ ରଖାଯାଇଛି। ଏଭଳି ଚାଞ୍ଚଲ୍ୟକର ତଥ୍ୟ ବ୍ରିଟିଶ୍‌ ଗୁପ୍ତଚର ସଂସ୍ଥା ଏମ୍‌ଆଇ-୧୬ର ଅଧିକାରୀମାନେ ପ୍ରକାଶ କରିଛନ୍ତି। ଅଧିକାରୀମାନେ କହିଛନ୍ତି,…

ଷ୍ଟାଟ୍‌ଅପ୍‌ ମାଧ୍ୟମରେ ଗଠନ ହେବ ନୂଆ ଭାରତ…

ନୂଆଦିଲ୍ଲୀ, ୨୯।୫ : ଦେଶରେ ଷ୍ଟାଟ୍‌ଅପ୍‌ ଦ୍ୱାରା ବିକାଶ ହେବାରେ ଲାଗିଛି। ଷ୍ଟାଟ୍‌ଅପ୍‌ ଦ୍ୱାରା ନୂଆ ଭାରତ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କି ବାତ୍‌ କାର୍ଯ୍ୟକ୍ରମର ୮୯ ସଂସ୍କରଣରେ ରବିବାର ସୂଚନା ପ୍ରଦାନ…

ବିମାନ ସହ ଯୋଗାଯୋଗ ବିଚ୍ଛିନ୍ନ, ଏଥିରେ ଅଛନ୍ତି ୨୨ ଯାତ୍ରୀ; ୪ ଭାରତୀୟ

କାଠମାଣ୍ଡୁ,୨୯ା୫: ନେପାଳରେ ତାରା ଏୟାର-୯ ବିମାନ ଯୋଗାଯୋଗ ହରାଇଛି। ରବିବାର ସକାଳେ ବିମାନଟି ଉଡ଼ାଣ କରିଥିଲା। ବିମାନବନ୍ଦର ଅଧିକାରୀଙ୍କ କହିବାନୁସାରେ, ତାରା ଏୟାରର ଡବଲ ଇଞ୍ଜିନ ବିମାନ ଆଜି ସକାଳେ ପୋଖରାଠାରୁ ଜୋମସୋମ ଅଭିମୁଖେ ଯାତ୍ରା କରିଥିଲା। ବିମାନ ସହିତ ଶେଷ…

ଗ୍ରାଣ୍ଡ୍‌ ଫାଇନାଲରେ ଆର୍‌ଆର୍‌ ଜିଟି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୯।୫ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ଗ୍ରାଣ୍ଡ ଫାଇନାଲରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ମଧ୍ୟରେ ଖେଳାଯିବ। ଗୁଜରାଟର ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡ଼ିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଉଭୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri