ଗୁଳି କରି ପୋଲିସଙ୍କୁ ହତ୍ୟା କଲେ ଆତଙ୍କବାଦୀ…
ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୁଣି ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଶ୍ରୀନଗର ଜିଲାର ସୁରା ଅଞ୍ଚଳରେ ଏହି ଆକ୍ରମଣ ଘଟିଛି। ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ପୋଲିସ ସୈଫୁଲ୍ଲା କାଦ୍ରି ଗୁରୁତର ଆହତ ହୋଇଥିଲେ। ଏହି…
କ୍ୱାଡ୍ ଫେଲୋଶିପ୍ ଶୁଭାରମ୍ଭ, ୧୦୦ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ…
ଟୋକିଓ, ୨୪।୫ : ଜାପାନର କ୍ୱାଡ୍ ସମ୍ମିଳନୀରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ‘କ୍ୱାଡ ଫେଲୋଶିପ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଟସ୍ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…
କୋଲକାତା, ୨୪।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍ ଗାର୍ଡେନ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି…
ଗହମ ପରେ ଏବେ ଚିନି ରପ୍ତାନି ଉପରେ ରୋକ ଲାଗି ଯୋଜନା…
ନୂଆଦିଲ୍ଲୀ, ୨୪।୫ : ଗହମ ପରି ଏବେ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ନ୍ୟୁଜ ଏଜେନ୍ସି ରଏଟର୍ସ ଏକ ରିପୋର୍ଟରେ ଏହା ଦାବି କରାଯାଇଛି। ରିପୋର୍ଟ ଅନୁଯାୟୀ, ଚିନିର ଘରୋଇ ମୂଲ୍ୟ ବୃଦ୍ଧିକୁ ରୋକିବା…
ଶ୍ରୀଲଙ୍କାରେ ପେଟ୍ରୋଲ ଦାମ୍ ୪୨୦, ଡିଜେଲ୍ ୪୦୦…
କଲମ୍ବୋ, ୨୪।୫ : ଏକ ଐତିହାସିକ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ ହୋଇଛି। ପେଟ୍ରୋଲର ମୂଲ୍ୟ ୨୪.୩ ପ୍ରତିଶତ ଏବଂ ଡିଜେଲର ମୂଲ୍ୟ ୩୮.୪ ପ୍ରତିଶତକୁ ବୃଦ୍ଧି କରାଯାଇଛି।…
‘ବନ୍ଦେ ମାତରମ୍’କୁ ମିଳୁ ଜାତୀୟ ସଙ୍ଗୀତ ଭଳି ସମ୍ମାନ, ହାଇକୋର୍ଟରେ ପିଟିଶନ…
ନୂଆଦିଲ୍ଲୀ, ୨୪।୫ : ଜାତୀୟ ସଂଗୀତ ‘ଜନ ଗଣ ମନ’ ଭଳି ‘ବନ୍ଦେ ମାତରମ୍’କୁ ସମାନ ସମ୍ମାନ ଦିଆଯାଉ। ଏନେଇ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଦାଖଲ କରାଯାଇଛି। ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଏହି…
ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସ୍ଥିତାବସ୍ଥା ବଜାୟ ପାଇଁ କ୍ୱାଡ୍ରେ ନିଷ୍ପତ୍ତି…
ଟୋକିଓ, ୨୪।୫ : ଜାପାନର ଟୋକିଓରେ ବହୁପକ୍ଷୀୟ ସୁରକ୍ଷା ସଂଳାପ (କ୍ୱାଡ) ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେସ ଯୋଗ ଦେଇ…
ସରକାରୀ ବାସଭବନ ଛାଡ଼ିବେ ଏୟାର ଇଣ୍ଡିଆ କର୍ମଚାରୀ, ଜୁଲାଇ ୨୬ ପର୍ଯ୍ୟନ୍ତ ସମୟ…
ନୂଆଦିଲ୍ଲୀ, ୨୪।୫ : ଏୟାର ଇଣ୍ଡିଆର କର୍ମଚାରୀମାନଙ୍କୁ ଶୀଘ୍ର ସେମାନଙ୍କର ସରକାରୀ ବାସଭବନ ଖାଲି କରିବାକୁ ପଡିପାରେ। ଏକ ସରକାରୀ ତଥ୍ୟ ଅନୁଯାୟୀ, ଟାଟା ଗ୍ରୁପ ମାଲିକାନା ଏୟାର ଇଣ୍ଡିଆ ଏହାର କର୍ମଚାରୀମାନଙ୍କୁ ଜୁଲାଇ ୨୬ ସୁଦ୍ଧା ସରକାରୀ କଲୋନୀରେ ଘର…
ଜ୍ଞାନବାପି ମାମଲା, ୨୬ ମେ’ରେ ଶୁଣାଣି…
ବାରାଣସୀ, ୨୪।୫ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀର ଜିଲା ଜଜଙ୍କ କୋର୍ଟରେ ଅନୁଷ୍ଠିତ ହୋଇଥିଲା। ଉଭୟ ପକ୍ଷର ଶୁଣାଣି ପରେ କୋର୍ଟ ପ୍ରଥମେ କେଉଁ ମାମଲାର ଶୁଣାଣି କରିବେ ତାହା ମେ ୨୬ ପର୍ଯ୍ୟନ୍ତ ସଂରକ୍ଷିତ ରଖିଛନ୍ତି।…
ରୁଷିଆ ନାମ ନ ନେଇ ୟୁକ୍ରେନ୍ ଉପରେ କହିଲେ ମୋଦି…
ଟୋକିଓ, ୨୪।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ନାମ ନନେଇ ୟୁକ୍ରେନ ବିଷୟରେ ବହୁ କଥା କହିଛନ୍ତି। ଦୁନିଆର ସମସ୍ତ ବରିଷ୍ଠ ନେତାଙ୍କ ସାମ୍ନାରେ ଶତ୍ରୁତାକୁ ସମାପ୍ତ କରିବାକୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ।…
କୁତବ ମିନାର ପରିସରରେ ପୂଜା ଅଧିକାର, ୯ ଜୁନରେ ରାୟ…
ନୂଆଦିଲ୍ଲୀ, ୨୪।୫ : ଦେଶର ରାଜଧାନୀ ଦିଲ୍ଲୀର ମେହେରୁଲିଠାରେ କୁତବ ମିନାର କମ୍ପ୍ଲେକ୍ସରେ ୨୭ଟି ହିନ୍ଦୁ ଏବଂ ଜୈନ ମନ୍ଦିରର ପୁନରୁଦ୍ଧାର ସମ୍ପର୍କିତ ଏକ ଆବେଦନ ଉପରେ ମଙ୍ଗଳବାର ସାକେତ କୋର୍ଟରେ ଏକ ଶୁଣାଣି ହୋଇଥିଲା। ସମସ୍ତ ପକ୍ଷର ଯୁକ୍ତି ଶୁଣିବା…
ଦୈନିକ ମୃତ୍ୟୁ ସଂଖ୍ୟା ୩୧, ସକ୍ରିୟ ମାମଲା ୧୫ ହଜାର ତଳେ…
ନୂଆଦିଲ୍ଲୀ, ୨୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
Archives


